ରାଜ୍ୟ

୨୯ରୁ ବଢ଼ିବ ଶୀତ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଆସନ୍ତା ୩୧ ଯାଏ ରାଜ୍ୟରେ ପାଗ କୁହୁଡ଼ି ଓ ଶୀତୁଆ ରହିବ। ଆସନ୍ତା ୨୯ରେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଶୀତ ଲହରି ପ୍ରବାହିତ ହେବ। ୨୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୋନପୁର, ବଲାଙ୍ଗୀର…

୧୨ ଜିଲା ଜଳସେଚନ ପ୍ରକଳ୍ପର ଜମି ଅଧିଗ୍ରହଣ ନିର୍ଦ୍ଦେଶ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ରାଜ୍ୟର ପ୍ରାୟ ୧୨ ଜିଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ତ୍ୱରାନ୍ବିତ କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଗୁରୁବାର ଅନୁଷ୍ଠିତ…

ସରପଞ୍ଚ ପ୍ରାର୍ଥୀଙ୍କ ଘର ପଛ ପଟେ ଫୁଟିଲା ବୋମା

ପୁରୀ ଅଫିସ,୨୮।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭରୁ ହିଁ ପୁରୀ ଜିଲାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଲାଣି। ଗୋପ ଓ ପୁରୀ ଚନ୍ଦନପୁର ପରେ ଗୁରୁବାର ସଦର ଥାନା ଅଧୀନ କାଶୀହରିପୁର ପଞ୍ଚାୟତ ଚାରିନଳା ଗ୍ରାମସ୍ଥିତ ବସନ୍ତେଇ ଠାକୁରାଣୀଙ୍କ…

ପଶ୍ଚିମବଙ୍ଗ ଲୁଟେରା ଗ୍ୟାଙ୍ଗ୍‌ର ୪ ଗିରଫ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ରାଜଧାନୀର ବିଭିନ୍ନ ଔଷଧ ଦୋକାନରୁ ଅଭିନବ ଉପାୟରେ ଟଙ୍କା ଲୁଟ୍‌ କରୁଥିବା ପଶ୍ଚିମବଙ୍ଗର ଲୁଟେରା ଗ୍ୟାଙ୍ଗକୁ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଗୁରୁବାର କଟକରୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପଶ୍ଚିମବଙ୍ଗ ନଦିଆ ଜିଲା ରାଣାଘାଟ ଥାନା ଅଞ୍ଚଳର…

‘କେନ୍ଦ୍ର ପଠାଉଥିବା ଟଙ୍କାର ଜଗୁଆଳି ହେବ ଭାଜପା’

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଚତୁର୍ଦ୍ଦଶ ଓ ପଞ୍ଚଦଶ ଅର୍ଥ କମିଶନଙ୍କ ସୁପାରିସକ୍ରମେ ଗ୍ରାମାଞ୍ଚଳର ବିକାଶ ପାଇଁ ମୋଦି ସରକାର ପ୍ରଚୁର ଅର୍ଥ ଓଡ଼ିଶାକୁ ପ୍ରଦାନ କରିଛନ୍ତି। ସେହିଭଳି ଡିଏମ୍‌ଏଫ୍‌ ଏବଂ ଓଏମ୍‌ବିଏଡିସି ପାଣ୍ଠିରେ ବ୍ୟାପକ ଅର୍ଥ ଆସୁଛି। ଏହି ଅର୍ଥରେ ପଞ୍ଚାୟତର ଭିତ୍ତିଭୂମି ବିକାଶ…

ରାତିରେ ଭାଜପା, ସକାଳେ ବିଜେଡି

ସମ୍ବଲପୁର,୨୮ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ଚୂଡାନ୍ତ ତାଲିକା ପ୍ରକାଶ ପାଇବା ପରେ ରେଢାଖୋଲ ନିର୍ବାଚନ ମଣ୍ଡଳୀରେ ଘଡିକେ ଘୋଡା ଛୁଟିବା ସ୍ଥିତି ଦେଖିବାକୁ ମିଳିଛି। ବିଜେଡି ନେତା ରାତିରେ ଭାଜପାରେ ମିଶିବା ପରେ ସକାଳେ ପୁଣି ଦଳକୁ ଫେରିବା…

ବୁଷ୍ଟର ଡୋଜ୍‌ ଦେବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ କୋଭିଡ୍‌-୧୯ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି। ଏଥିସହିତ ବରିଷ୍ଠ ନାଗରିକ…

ପୁରୀ ଶିଶୁକନ୍ୟା ବଳାତ୍କାର ମାମଲା: ପିପିଲିରୁ ଅଭିଯୁକ୍ତ ଗିରଫ

ପୁରୀ ଅଫିସ,୨୮।୧: ପୁରୀ ଟାଉନ ଥାନା ଅଞ୍ଚଳରେ ଗତ ୨୩ ତାରିଖରେ ୫ବର୍ଷୀୟା ଶିଶୁକନ୍ୟାକୁ ଉଠାଇନେଇ ବଳାତ୍କାର କରାଯିବା ମାମଲାର ଅଭିଯୁକ୍ତ ମହେଶ ମହାନ୍ତିଙ୍କୁ ପୁରୀ ପୋଲିସ ବୁଧବାର ରାତିରେ ଗିରଫ କରିଛି। ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ସୀମାନ୍ତ ପିପିଲି ଅଞ୍ଚଳରୁ…

ରାସ୍ତା କାମ ନ ହେଲେ ଭୋଟ ଦେବୁନି

ବୈଶିଙ୍ଗା,୨୭ା୧(ଡି.ଏନ.ଏ.)- ରାସ୍ତା କାମ କର ନ ହେଲେ ଭୋଟ ଦେବୁନି। ଏଭଳି ସଫା ସଫା କହୁଛନ୍ତି ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଗଡ଼ଦେଉଳିଆ ପଞ୍ଚାୟତର ଭାନୁପୁର ଗ୍ରାମ ୮ନଂ. ୱାର୍ଡର ଜନସାଧାରଣ। ଦୀର୍ଘ ଦିନ ହେଲା ରାସ୍ତା ସମସ୍ୟା ନେଇ…

ସ୍ପଞ୍ଜ ଆଇରନ କାରଖାନାରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ଜଣେ ମୃତ, ୩ ଆହତ

ଝାରସୁଗୁଡ଼ା ଅଫିସ,୨୭ା୧: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ରଘୁନାଥପାଲିସ୍ଥିତ ଜୟ ହନୁମାନ ଉଦ୍ୟୋଗ ଲିମିଟେଡ ନାମକ ସ୍ପଞ୍ଜ ଆଇରନ କାରଖାନାରେ ବୁଧବାର ଭୋର ସମୟରେ ସିଲିଣ୍ଡର ବିସ୍ଫୋରଣ ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ…

ଶ୍ରୀମନ୍ଦିର ଖୋଲିବା ନେଇ ଶୁକ୍ରବାର ବସିବ ବୈଠକ

ପୁରୀ ଅଫିସ, ୨୭।୧: ଶ୍ରୀମନ୍ଦିର ଖୋଲିବା ନେଇ ଶୁକ୍ରବାର ବୈଠକ ବସିବ। ମୁଖ୍ୟ ପ୍ରଶାସକ କ୍ରିଶନ କୁମାର ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏ ନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହି ବୈଠକରେ ବିଭିନ୍ନ ସେବାୟତ ନିଯୋଗର ସେବାୟତ…

ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଯୁକ୍ତ ୨ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୭।୧(ବ୍ୟୁରୋ): ଗର୍ଜିଲେ ଯୁକ୍ତ ୨ ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ର। ଅଫଲାଇନ୍‌ ବୋର୍ଡ ପରୀକ୍ଷା ବାତିଲ ଦାବିରେ ଗୁରୁବାର ରାଜରାସ୍ତାକୁ ସେମାନେ ଓହ୍ଲାଇ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହାପରେ ଶତାଧିକ ଛାତ୍ରୀଛାତ୍ର ନବୀନ ନିବାସ ମୁହାଁ ହେବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri