କରୋନା ନେଲା ଆଉ ୮ ଜୀବନ
ଭୁବନେଶ୍ୱର,୨୭।୧(ବ୍ୟୁରୋ): ରାଜ୍ୟରେ ଆଉ ୮ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବାଲେଶ୍ୱରର ୮୦ ବର୍ଷୀୟ ବୃଦ୍ଧ ଥିବା ବେଳେ ଭୁବନେଶ୍ୱରର ୮୨ ବର୍ଷୀୟ ବୃଦ୍ଧ, କେନ୍ଦୁଝରର ୬୪ ବର୍ଷୀୟ ବୃଦ୍ଧା, କୋରାପୁଟର ୪୫ ବର୍ଷୀୟ ବ୍ୟକ୍ତି,ରାୟଗଡ଼ାର ୪୫ ବର୍ଷୀୟ ମହିଳା,…
ନିର୍ଦ୍ୱନ୍ଦ୍ୱରେ ଜିତିଲେ ୩୬ ହଜାର ୫୨୩ ୱାର୍ଡ ମେମ୍ବର ପ୍ରାର୍ଥୀ
ଭୁବନେଶ୍ୱର,୨୬।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ପ୍ରଚାର ମଧ୍ୟ ଆରମ୍ଭ କରିଦେଇଛନ୍ତି ପ୍ରାର୍ଥୀ । ଆଉ ରାଜ୍ୟର କିଛି ସ୍ଥାନରେ କେତେକ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚନ ଜିତିଛନ୍ତି । ଏ ସମ୍ପର୍କରେ ସୂଚନା ଦେଇଛନ୍ତି ରାଜ୍ୟ…
ଗଞ୍ଜାମ ପଞ୍ଚାୟତ ନିର୍ବାଚନ ରଣାଙ୍ଗନରେ ୧୩,୬୭୫ ପ୍ରାର୍ଥୀ
ଛତ୍ରପୁର,୨୬ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଜିଲାରେ ୫୦୩ ପଞ୍ଚାୟତ ପାଇଁ ସମୁଦାୟ ବିଭିନ୍ନ ପଦବୀ ନିମନ୍ତେ ୧୩ ହଜାର ୬୭୫ ପ୍ରାର୍ଥୀ ମୈଦାନରେ ରହିଛନ୍ତି। ସେଥି ମଧ୍ୟରୁ ୨୫୬ ଜିଲା ପରିଷଦ…
ଜାଲ୍ କାଗଜପତ୍ର ଦେଇ ୩ କୋଟିରୁ ଊର୍ଦ୍ଧ୍ୱ ଠକେଇ, ବନ୍ଧା ହେଲେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର
ଭୁବନେଶ୍ୱର,୨୬ା୧(ବ୍ୟୁରୋ): ଜାଲ୍ କାଗଜପତ୍ର ଦେଇ ୩ କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ବାପୁଜୀନଗରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପୂର୍ବତନ ଚିଫ୍ ମ୍ୟାନେଜର ବିରେନ୍ଦ୍ର ପଟ୍ଟନାୟକ ଗିରଫ ହୋଇଛନ୍ତି। ବିରେନ୍ଦ୍ରଙ୍କ ସହିତ ତାଙ୍କର ଦୁଇ ସହଯୋଗୀଙ୍କୁ ମଧ୍ୟ ଗିରଫ କରାଯାଇଥିବା ଜଣାପଡ଼ିଛି।…
କଟୁରିରେ ହାଣି ଜନ୍ମକଲା ମା’ଙ୍କୁ ମାରିଦେଲେ ପୁଅ, ରକ୍ତରଞ୍ଜିତ ହେଲା ଘର
କଟକ ଅଫିସ,୨୬।୧: ସମ୍ପତ୍ତି ପାଇଁ ଜନ୍ମକଲା ମା’ଙ୍କୁ କଟୁରିରେ ହାଣି ମାରିଦେଲେ ପୁଅ। ଏଭଳି ଏକ ଅଭାବନୀୟ ଘଟଣା କଟକ ଶ୍ରୀବିହାର କଲୋନୀରେ ବୁଧବାର ଦେଖିବାକୁ ମିଳିଛି। ମୃତ ମହିଳା ହେଲେ ପରେଶ କୁମାରୀ ଦେବୀ(୭୪)। ସେ କନିକା ରାଜାଙ୍କ ନାତୁଣୀ…
‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’
ଖୋର୍ଦ୍ଧା ଅଫିସ,୨୬ା୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ(ଆରଡିସି)ର ଗୋପବନ୍ଧୁ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିଭାଦନ…
ମିନିଟ୍ରକ୍ ଧକ୍କାରେ ରାସ୍ତା ତଳକୁ ଖସିଲା କାର୍
ଢେଙ୍କାନାଳ ଅଫିସ,୨୬।୧: ଢେଙ୍କାନାଳ ଜିଲା ସଦର ଥାନା ବାରଦା ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏକ କାର୍ କାମାକ୍ଷାନଗର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ମିନିଟ୍ରକ୍ ସହିତ ଧକ୍କା ହୋଇଥିଲା। ଏଥିରେ କାର୍ଟି…
‘କରୋନାର କେବେ ଅନ୍ତ ହେବ ନାହିଁ ’
ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି । ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,କରୋନାର କେବେ ବି ଅନ୍ତ ହେବ ନାହିଁ । ଭାଇରସର ଗୋଟିଏ ପରେ ଗୋଟିଏ…
ରାଜ୍ୟରୁ ପୁଣି ୧୦ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୦୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…
୭ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୭୪୨୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ବୁଧବାର ରାଜ୍ୟରେ ୭୪୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬୭ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୪୩୦୬ ଜଣ…
ଗାନ୍ଧିମାର୍ଗରେ ପତାକା ଉତ୍ତୋଳନ କଲେ ରାଜ୍ୟପାଳ
ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆଜି ୭୩ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଭୁବନେଶ୍ୱରସ୍ଥିତ ଗାନ୍ଧିମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ…
ସମତା ହିଁ ବୀଜମନ୍ତ୍ର
ସାଧାରଣତନ୍ତ୍ର ଦିବସ ଭାରତର ଏକ ଜାତୀୟ ଦିବସ ରୂପେ ପରିପାଳିତ ହେଉଛି। ଏହା ଦେଶବାସୀଙ୍କର ଆତ୍ମସମୀକ୍ଷା ଓ ସଂକଳ୍ପ ଦିବସ ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ । ଏ ପରିପ୍ରେକ୍ଷୀରେ ବ୍ୟକ୍ତିବିଶେଷ ଦେଶର ଜାତୀୟ ସଂହତି ଅକ୍ଷୁଣ୍ଣ ରଖିବାକୁ ସଦାଚେଷ୍ଟିତ…
Archives


