ରାଜ୍ୟ

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। କରୋନା କଟକଣାରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି। ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି,...

କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ

ବରଗଡ଼ ଅଫିସ୍‌,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି। ଜାଲିଆତି କରି ସାଢ଼େ ୩ କୋଟି ଟଙ୍କାର ସରକାରୀ ରିହାତି ତୋଷରପାତ କରିଥିବା...

‘ଆମ ପାଇଁ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ‘ଡେଲ୍‌ଟା ପ୍ଲସ୍‌’ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ିଲାଣି। ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ଡେଲ୍‌ଟା ପ୍ଳସ୍‌ ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ଉଭୟ କେନ୍ଦ୍ର ଓ ରାଜ୍ୟ...

୨୩ ଦିନରେ ୧୫୬.୬ମି.ମି ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍‌ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମି.ମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ବାଭାବିକ ବର୍ଷା ୧୪୬.୮ମିମି...

୧୯ ଜିଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ କମ୍‌

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୬୫,୮୪୫ ନମୂନା ପରୀକ୍ଷା ହୋଇଥିବା ବେଳେ ୩,୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ କରୋନା ତଳମୁହାଁ ହୋଇଥିବା ବେଳେ ୧୯ଟି ଜିଲାରେ ସଂକ୍ରମଣ ହାର ୫% ତଳେ ରହିଛି। ସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁସାରେ,...

ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ

ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ ପ୍ରଥମ ସପ୍ତାହରେ ସେ ପାରମ୍ପାରିକ ରୀତିନୀତିରେ ରାଜ୍ୟର ଏକ ପ୍ରସିଦ୍ଧ ତାରକା ହୋଟେଲରେ...

ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ

ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ନାବାଳକ ହେଲେ ବେଣୁଧର ସାହୁ(୧୬), ଦୀପକ କୁମାର ହାଂସଦା(୧୭),...

ଏଥର ଛେରାପହଁରା କରିବେନି ଗଜପତି ମହାରାଜା

ପୁରୀ ଅଫିସ,୨୩।୬: ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ହେଲେ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେନି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଗଜପତି ଛେରାପହଁରା ନୀତି କରିବେ ନାହିଁ ବୋଲି ଗଜପତି ମହାରାଜଙ୍କ କାର୍ଯ୍ୟାଳୟରୁ...

ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌

ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା ଭକ୍ତରେ ସ୍ନାନଯାତ୍ରା ଏବଂ ରଥଯାତ୍ରା ଅନୁଷ୍ଠିତ ହେବ। ପୁରୀ ଜିଲାପାଳ ସମର୍ଥ ବର୍ମା...

ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ

ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତ୍ରୁଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ...

ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ

କଟକ ଅଫିସ,୨୩ା୬: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ ବୋଲି ପିଟିଶନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ। ଏନେଇ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି ହାଇକୋର୍ଟ। କେନ୍ଦ୍ରାପଡ଼ା ବଳଦେବଜୀଉ...

କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। କବିସୂର୍ଯ୍ୟନଗର ଓ କୋଦଳା ଏନ୍‌ଏସି ପରିସରରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ କରିବା ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri