ରାଜ୍ୟ

ଆମ ଅଧିକାର ଓ ଗଣତନ୍ତ୍ର

ପ୍ରତିବର୍ଷ ଭାରତବାସୀଙ୍କ ପାଇଁ ଜାନୁୟାରୀ ୨୬ ଗଣତନ୍ତ୍ର ଦିବସ ବେଶ୍‌ ମହତ୍ତ୍ୱ ବହନ କରେ। ଗତବର୍ଷ ସମଗ୍ର ଦେଶ ଅଦୃଶ୍ୟ ଦାନବ କରୋନାର ଶକ୍ତ ପଞ୍ଝାରେ କବଳିତ ଥିଲା । ସେଥିପାଇଁ ସ୍ବାଧୀନତା ଦିବସର ଆୟୋଜନ ପ୍ରତିକୂଳ ଭାବେ ପ୍ରଭାବିତ ହେବା…

ପ୍ରଶାସନିକ ସେବା ନିୟମ ସଂଶୋଧନକୁ ଓଡ଼ିଶାର ବିରୋଧ

ଭୁବନେଶ୍ୱର,୨୬।୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ଭାରତୀୟ ପ୍ରଶାସନିକ ସେବା ନିୟମ ସଂଶୋଧନକୁ ନେଇ ରାଜ୍ୟ ସରକାର ଆପତ୍ତି ଉଠାଇଛନ୍ତି। ଏ ନେଇ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି। ବିଭିନ୍ନ ରାଜ୍ୟ ଏହାକୁ ବିରୋଧ କରିବା ପରେ ଓଡ଼ିଶା ସରକାର…

ତୃତୀୟ ଲହରରେ ଅଧିକ ଗୁରୁତର ହେଉଛନ୍ତି ସ୍ନାୟୁ ରୋଗୀ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ଓମିକ୍ରନରେ କୋଭିଡ୍‌ ସରିବନାହିଁ। ତୃତୀୟ ଲହର ପରେ ଚତୁର୍ଥ ଲହର ବି ଆସିପାରେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି। ମଙ୍ଗଳବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ କରୋନା ସଚେତନତା କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଶେଷଜ୍ଞ ଡା.…

ବଢୁଛି ଦୁର୍ଘଟଣାଜନିତ ମୃତ୍ୟୁ

ଭୁବନେଶ୍ୱର/ଯାଜପୁର ଅଫିସ,୨୬।୧: ଓଡ଼ିଶାରେ ୨୦୨୦ ସୁଦ୍ଧା ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର ୫୦ ପ୍ରତିଶତ ହ୍ରାସ କରିବାକୁ ସୁପ୍ରିମକୋର୍ଟ ପକ୍ଷରୁ ଗଠିତ କମିଟି ନିର୍ଦ୍ଦେଶ ଦେଇଥିଲେ। ହେଲେ ସିଆଇଡି ଏବଂ କ୍ରାଇମବ୍ରାଞ୍ଚ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ ଗତ ଅକ୍ଟୋବର ସୁଦ୍ଧା ରାଜ୍ୟରେ…

ଉପକୂଳ ଜିଲାରେ ଘନ କୁହୁଡ଼ି

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ କୁହୁଡ଼ି ଓ ଶୀତୁଆ ପାଗ ରହିବ। ବୁଧବାର ଏବଂ ଗୁରୁବାର ଦୁଇଦିନ କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ପୁରୀ ଆଦି ଜିଲାର କେତେକ…

ଓଡ଼ିଶାର ୨୨ ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ ଓ ଉଲ୍ଲେଖନୀୟ ସେବା ପାଇଁ କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ବର୍ଗରେ ୯୩୯ ଜଣଙ୍କୁ ପୋଲିସ ପଦକ ଦିଆଯିବ ବୋଲି ମଙ୍ଗଳବାର ଘୋଷଣା କରାଯାଇଛି। ବୁଧବାର ସାଧାରଣତନ୍ତ୍ର ଦିବସରେ ଏହି ପଦକ…

କୋଟିଆରେ ହେବ ନିର୍ବାଚନ

କୋରାପୁଟ,୨୬।୧(ସ୍ବ.ପ୍ର.):  କୋରାପୁଟ ଜିଲାର କୋଟିଆକୁ ନେଇ ଫେଲ୍‌ ମାରିଛି ସର୍ବଦଳୀୟ ରଣନୀତି। ବର୍ତ୍ତମାନ କୋଟିଆରେ ତ୍ରିସ୍ତରୀୟ ନିର୍ବାଚନ ହେବ। ପଟ୍ଟାଙ୍ଗୀ ଜିଲା ପରିଷଦ ଜୋନ୍‌-୧ ପାଇଁ ପୂର୍ବରୁ ସବିନା ବୁଡିଆ, ଟିକାଇ ଗେମେଲ ଓ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନି ସ୍ବାଧୀନ…

ଘରେ ପଶିଲା ବସ୍‌,୧୩ ଆହତ

ବାଙ୍ଗିରିପୋଷି,୨୬।୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ୪୯ନଂ.ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଦୁଷ୍ମନ୍ତ ସିଂଙ୍କ ଘର ଭିତରକୁ ମଙ୍ଗଳବାର ଏକ ଯାତ୍ରୀବାହୀ ବସ୍‌ ମାଡ଼ି ଯାଇଛି। ଏହି ଦୁର୍ଘଟଣାରୁ ଦୁଷ୍ମନ୍ତଙ୍କ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ୧୩…

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଶହେ ଫୁଟ୍‌ ଉଚ୍ଚରେ ଉଡ଼ିବ ତ୍ରିରଙ୍ଗା

ସମ୍ବଲପୁର,୨୬।୧(ବ୍ୟୁରୋ):  ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ)ରେ ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ଶହେ ଫୁଟ୍‌ ଉଚ୍ଚରେ ଜାତୀୟ ପତାକା ଉଡିବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏଥିପାଇଁ ଶହେ ଫୁଟ୍‌ ଉଚ୍ଚର ଏକ ଖୁଣ୍ଟ ତିଆରି ସରିଛି।…

୨୮ରୁ ପଶ୍ଚିମ ଓଡ଼ିଶାରେ ଶୀତ ଲହରି, ଉପକୂଳ ଜିଲାରେ ଘନକୁହୁଡ଼ି

ଭୁବନେଶ୍ୱର,୨୫ା୧(ବ୍ୟୁରୋ)-ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ କୁହୁଡ଼ି ଓ ଶୀତୁଆ ପାଗ ରହିବ। ବୁଧବାର ଏବଂ ଗୁରୁବାର ଦୁଇଦିନ କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ପୁରୀ ଆଦି ଜିଲାର କେତେକ ସ୍ଥାନରେ…

ପୁଣି ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ଉଦ୍ୟମ

ପୁରୀ ଅଫିସ, ୨୫।୧- ପୁରୀ ଟାଉନଥାନା ଅଞ୍ଚଳରେ ଗତ ରବିବାର ଜଣେ ୫ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର କରାଯିବା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ମଙ୍ଗଳବାର ଆଉ ଏକ ଅଭିଯୋଗ ସାମ୍ନାକୁ ଆସିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ…

୨୦ ପୋଲିସ କର୍ମଚାରୀଙ୍କୁ ମିଳିବ ରାଜ୍ୟପାଳ ପଦକ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଅବସରରେ ଉଲ୍ଲେଖନୀୟ ସେବା ନେଇ ରାଜ୍ୟ ପୋଲିସ କର୍ମଚାରୀଙ୍କୁ ରାଜ୍ୟପାଳ ପଦକ ପ୍ରଦାନ କରାଯିବ। ୨୦୨୧ ପାଇଁ ୪ଜଣ ଆଇପିଏସ୍‌ ଅଧିକାରୀଙ୍କ ସମେତ ମୋଟ ୨୦ ଜଣଙ୍କୁ ଏହି ପଦକ ଦିଆଯିବ। ପୋଲିସ ଆଇଜି ଏସ. ପ୍ରବୀଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri