‘ରାଜ୍ୟରେ କରୋନା ସଂକ୍ରମଣ କମୁଛି’
ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ କମୁଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ସେ ଆହୁରି କହିଛନ୍ତି, ଗତ ୧୨ରୁ ରାଜ୍ୟରେ କରୋନା ସଂକ୍ରମଣ କମିବା ଆରମ୍ଭ କରିଛି।…
ମୋତେ ଅଜଣା ରୋଗ ହୋଇଛି, ଏମିତି ଚିଠି ଲେଖି ଘରୁ ପଳାଇଲେ ପୁଅ …
ବାଲେଶ୍ୱର ଅଫିସ,୨୫।୧: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ନାମ୍ପୋ ଫାଣ୍ଡି ଅଧୀନ ସରିସା ଗ୍ରାମର ଜଣେ ଯୁବକ ସୋମବାର ଘରେ ଏକ ଚିଠି ରଖି ଚାଲିଯାଇଛନ୍ତି । ଚିଠିକୁ ନେଇ ପରିବାର ଲୋକେ ବ୍ୟସ୍ତ ହୋଇପଡ଼ିଥିବା ବେଳେ ଘଟଣାକୁ ନେଇ ସ୍ଥାନୀୟ…
ଗୃହ ସଙ୍ଗରୋଧ ପାଇଁ ନୂଆ ଗାଇଡ୍ଲାଇନ ଜାରି କରିଛି ବିଏମ୍ସି
ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଗୃହ ସଙ୍ଗରୋଧ ପାଇଁ ନୂଆ ଗାଇଡ୍ଲାଇନ ଜାରି କରିଛି । ଅଳ୍ପ ଲକ୍ଷଣ ଥିଲେ ଭୟଭୀତ ନ ହୋଇ ଘରେ ରହିବା ପାଇଁ ବିଏମ୍ସି ପରାମର୍ଶ ଦେଇଛି । ସେହିପରି ଗୁରୁତର ବା ଅନ୍ୟ ଜଟିଳ…
ଭୋଟର ତାଲିକାରୁ ବାଦ୍ ୫୪
ଭଦ୍ରକ ଅଫିସ, ୨୫ ।୧ ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କେଦାରପୁର ପଞ୍ଚାୟତର ୧ ନଂ. ୱାର୍ଡ ପରିବିନ୍ଧା ରସାଳପୁର ଗ୍ରାମର ୫୪ ଜଣଙ୍କ ନଁା ଭୋଟର ତାଲିକାରୁ ବାଦ୍ ପଡ଼ିଛି। ଏନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରି ସାମ୍ବିଧାନିକ…
ପଞ୍ଚାୟତ ଅଧିକାରୀଙ୍କୁ ତାଲା ପକାଇଲେ ଲୋକେ
ବାହାନଗା, ୨୫ ।୧(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଶନିବାର ନାମାଙ୍କନପତ୍ର ଯାଞ୍ଚ ପ୍ରକ୍ରିୟା ଥିଲା। ଯାଞ୍ଚ ପରେ ରବିବାର ବ୍ଲକ ଓ ପଞ୍ଚାୟତରେ ସରପଞ୍ଚ ଓ ସମିତି ସଭ୍ୟାସଭ୍ୟମାନଙ୍କର ନାମ ତାଲିକା ପ୍ରକାଶ କରାଯାଇଥାଏ। ସେହି ଅନୁଯାୟୀ ରବିବାର ଅପରାହ୍ନରେ…
୪୯ନଂ. ଏନ୍ଏଚ୍ ବାଇପାସ୍ ଖୋଲିଲା
କେନ୍ଦୁଝର, ୨୫ ।୧(ସ୍ବ.ପ୍ର.) କେନ୍ଦୁଝର ସହର ମଧ୍ୟ ଦେଇ ଯାଇଥିବା ବ୍ୟସ୍ତବହୁଳ କଲିକତା-ମୁମ୍ବାଇ ଏନ୍ଏଚ୍ ୪୯ରେ ଲାଇନ ଟ୍ରକ, ଲୁହାପଥର ବୋଝେଇ ଟ୍ରକ, ଟ୍ରେଲର ଆଦି ଭାରିଯାନ ଚଳାଚଳ ଯୋଗୁ ଦୀର୍ଘ ବର୍ଷ ହେଲା ଦେଖାଦେଉଥିବା ଟ୍ରାଫିକ ସମସ୍ୟା ସାଙ୍ଗକୁ ଦୁର୍ଘଟଣା…
ଆଜିଠୁ ବିଡବ୍ଲ୍ୟୁଏଫ୍ ଓଡ଼ିଶା ଓପନ୍ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ,ଖେଳିବେ ୩୦୦ରୁ ଅଧିକ ଖେଳାଳି
କଟକ ଅଫିସ, ୨୫।୧: ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ବିଡବ୍ଲ୍ୟୁଏଫ୍ ଓଡ଼ିଶା ଓପନ୍ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ମଙ୍ଗଳବାର ଖେଳାଯିବ । ଏହି ପ୍ରତିଯୋଗିତାରେ ୧୮ଟି ଦେଶର ୩୦୦ରୁ ଅଧିକ ବଛାବଛା ଖେଳାଳି ଭାଗ ନେଇଛନ୍ତି। ଟୁର୍ଣ୍ଣାମେଣ୍ଟରେ ପୁରୁଷ ଓ ମହିଳା ବର୍ଗରେ…
କଳାବ୍ୟାଜ୍ ପିନ୍ଧିଲେ ଅଧିକାରୀ,କର୍ମଚାରୀ
ବାରିପଦା ଅଫିସ,୨୫ ।୧ମୟୂରଭଞ୍ଜ ଭାଜପା ଏମ୍ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଗତ ଶୁକ୍ରବାର ନିଜ କାର୍ଯ୍ୟାଳୟକୁ ଡାକି ଦୁଇ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ହାତ ଭାଙ୍ଗିବା ଘଟଣାକୁ ଜିଲା କଂଗ୍ରେସ ପକ୍ଷରୁ…
ବଞ୍ଚତ୍ବାକୁ କିଛି ସହାୟତା ଦିଅ
ଅନୁଗୋଳ ଅଫିସ, ୨୫ ।୧ ମା’ ବାପା ସ୍ବର୍ଗବାସୀ ହେବା ପରେ ୩ ମାସ ହେଲା ଦୁଇ ଭଉଣୀ ଅନାଥ, ଅସହାୟ ହୋଇପଡ଼ିଛୁ। କେମିତି ଜୀବନ ଧାରଣ କରିବୁ ଜାଣିପାରୁନୁ। ତେଣୁ ନିରାଶ ନ କରି ବଞ୍ଚତ୍ବାକୁ କିଛି ସହାୟତା ଦିଅ।…
କନ୍ୟାସନ୍ତାନଙ୍କ ସୁରକ୍ଷା ନେଇ ଆଲୋଚନା
ଅନୁଗୋଳ ଅଫିସ,୨୫ ।୧କନ୍ୟା ସନ୍ତାନର ଗୁରୁତ୍ୱକୁ ଉପଲବ୍ଧି କରିବା ଓ ସେମାନଙ୍କ ସଂଖ୍ୟା ପୁଅମାନଙ୍କ ତୁଳନାରେ କିପରି ଅଧିକ ହେବ, ଏହାକୁ ଦୃଷ୍ଟିରେ ରଖି ଜାତୀୟ ଶିଶୁ କନ୍ୟା ଦିବସ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ସୋମବାର ପାଳିତ ହୋଇଯାଇଛି। କନ୍ୟା…
ଝିଅ ବାହାଘର ଗୁଆ ଦେବାକୁ ଯାଇ ଫେରିଲେନି
ଢେଙ୍କାନାଳ ଅଫିସ, ୨୫ ।୧ ଝିଅ ବାହାଘର ପାଇଁ ମାମୁ ଘରକୁ ଦେବାକୁ ଯାଉଥିଲେ ଗୁଆ। ହେଲେ ରାସ୍ତାରେ ଆଇରନ୍ ବୋଝେଇ ଟ୍ରକ୍ ସାଜିଲା ମୃତ୍ୟୁର ଦୂତ ଏବଂ ଦୁର୍ଘଟଣାରେ ସବୁଦିନ ପାଇଁ ଅଫେରା ରାଇଜକୁ ଚାଲିଗଲେ ଢେଙ୍କାନାଳ ଜିଲା କଣ୍ଟାବଣିଆ…
ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ
ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ଜିଲାରେ ଅବାଧ ଏବଂ ନିରପେକ୍ଷ ନିର୍ବାଚନ ପରିଚାଳନା ଲାଗି ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା କାର୍ଯ୍ୟାଳୟରେ କରୋନା ମାର୍ଗଦର୍ଶିକା ଅନୁଯାୟୀ ଆୟୋଜିତ ଏହି ବୈଠକରେ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା ଉପସ୍ଥିତ…
Archives


