ଖୁସି ଖବର: ଆଜି ୩୦୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୯୧୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୯୩,୫୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୬୭୫ ଜଣ...
ବିଆର୍ପିଏଲ୍ ବିରୋଧରେ ଏନ୍ଜିଟି ମାମଲା: ଏସ୍ପିସିବିର ଲୋକଦେଖାଣିଆ ତଦନ୍ତ
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍ପିଏଲ୍) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ପକ୍ଷରୁ ତଦନ୍ତ କରାଯାଇଛି। ଏହି ତଦନ୍ତରେ ଏସ୍ପିସିିବି ପକ୍ଷରୁ ପରିବେଶବିତ୍ ହିରଣ୍ୟ...
ଆଜି କ୍ରୋମାଇଟ୍ ନିଲାମ
ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ ପାଇଁ ରଖାଯାଇଥିବା ପ୍ରାୟ ୬ ଲକ୍ଷ ମେଟ୍ରିକ ଟନ୍ କ୍ରୋମାଇଟ ବିକ୍ରୀ ହୋଇ...
ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ
କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଶିବପ୍ରସନ୍ନ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଧିକ ତଦନ୍ତ ପାଇଁ...
୨୭ ଯାଏ ବର୍ଷା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା...
ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬ ହଜାର ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏହାଦ୍ୱାରା...
ଓ୍ବେବ୍ସାଇଟରେ ପ୍ରଭାବ ଏବଂ ପଇସା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ବର୍ତ୍ତମାନ ୪୨ଟି ବିଭାଗ କାର୍ଯ୍ୟ କରୁଛି। ସେ ସମସ୍ତ ବିଭାଗର ଗୁରୁତ୍ୱପୂର୍ଣ୍ଣ ତଥ୍ୟଗୁଡ଼ିକ କେତେ ମାତ୍ରାରେ ସୁରକ୍ଷିତ ତାକୁ ନେଇ ବର୍ତ୍ତମାନ ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଗୁଞ୍ଜରଣ ଆରମ୍ଭ ହେଲାଣି। ସରକାରଙ୍କ...
ଆଜି ମାଟ୍ରିକ ପରୀକ୍ଷାଫଳ
କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍ ବିବୃତି ମାଧ୍ୟମରେ ସୂଚନା ଦିଆଯାଇଛି। ଅପରାହ୍ନ ୪ଟା ବେଳେ କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ...
ଗୋଟିଏ କୋଠରିରେ ୧୫୦ କର୍ମଚାରୀ
ପାଲଲହଡା,୨୫ା୬(ଡି.ଏନ.ଏ.) ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ ବଳବତ୍ତର ରହିଛି। ଏପରି କି ବିବାହ ଉତ୍ସବରେ ମଧ୍ୟ ୨୫ରୁ ଅଧିକ ଲୋକଙ୍କୁ...
ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି
ବରଗଡ଼ ଅଫିସ୍,୨୪।୬: କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ପରେ ରାଜ୍ୟ ସରକାର ସେଲୁନ, ବିୟୁଟି ପାର୍ଲର ଖୋଲିବା ଉପରେ କଟକଣା ଜାରି କରିଥିଲେ। ଏହି କଟକଣା ଯୋଗୁ ବର୍ତ୍ତମାନ ସେଲୁନ, ବିୟୁଟି ପାର୍ଲର କର୍ମଚାରୀଙ୍କ ଜୀବନ ଦୁର୍ବିସହ ହୋଇପଡିଲାଣି। ବାରିକଙ୍କୁ...
ଡିଭାଇଡରରେ ପିଟିହେଲା କାର୍: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ
ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍ର ପି.ଲକ୍ଷ୍ମୀ (୪୫) ଓ ତାଙ୍କ ପୁଅ ପି.ଜଗନ (୧୯)। ବ୍ରହ୍ମପୁର ବଡ ମେଡିକାଲ ଫାଣ୍ଡି ପୋଲିସ...
୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ
ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ ପାଠପଢା ଆରମ୍ଭ କରିଛନ୍ତି। ହେଲେ ନେଟୱର୍କ ସମସ୍ୟା ମାଓବାଦୀ ପ୍ରବଣ ତୁରେକେଲା ବ୍ଳକର...
Archives


