ରାଜ୍ୟ

ନୌବାଣିଜ୍ୟ ସହ ସାଂସ୍କୃତିକ ମିଳନ ହେଉଥିଲା

କେନ୍ଦ୍ରାପଡ଼ା ଅଫିସ, ୧୯ା୧୧: କେନ୍ଦ୍ରାପଡ଼ା ଜିଲାର ନୌବାଣିଜ୍ୟ ପରମ୍ପରା ପ୍ରାଚୀନ। ସାଧବ ପୁଅ କନିକା ଉପସାଗରରୁ ବାଲି, ସିଂହଳ, ଜାଭା ଆଦି ଦେଶକୁ ଯାଇ ବ୍ୟବସାୟ କରୁଥିଲେ। ଏହା ବ୍ୟବସାୟ ମଧ୍ୟରେ ସୀମିତ ନ ରହି ସାଂସ୍କୃତିକ ମିଳନ ହେଉଥିଲା। ଏହାର…

କଳିଙ୍ଗନଗର ଶିଳ୍ପାଞ୍ଚଳରେ ନିଯୁକ୍ତି ଶୂନ

ଯାଜପୁର ଅଫିସ,୨୦।୧୧: ଯାଜପୁର ଜିଲା ରଗଡ଼ିସ୍ଥିତ ସରକାରୀ ପଲିଟେକନିକର ୯୭ ଛାତ୍ରୀଛାତ୍ର ୨୦୨୦-୨୧ ବର୍ଷରେ ରାଜ୍ୟର ବିଭିନ୍ନ ଶିଳ୍ପାନୁଷ୍ଠାନରେ ନିଯୁକ୍ତି ପାଇଛନ୍ତି। କିନ୍ତୁ ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ କାହାରିକୁ ନିଯୁକ୍ତି ଦେଇପାରିନାହିଁ। ଅନୁଗୋଳ ଜିଲାସ୍ଥିତ ଟାଟା ଷ୍ଟିଲ ଭୂଷଣ ଲିଃରେ ୩୪…

ଯୁବକଙ୍କ ପତ୍ତା ପାଉନି ପୋଲିସ

ଖୋର୍ଦ୍ଧା ଅଫିସ,୨୦।୧୧: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ କୁମ୍ଭିଲୋ ଗ୍ରାମର ସନ୍ତୋଷ କୁମାର ବେହେରା ଓରଫ ରାଜା(୨୫)ଗାଈ ଚରାଇବାକୁ ଯାଇ ଅକ୍ଟୋବର ୨୪ରୁ ନିଖୋଜ ଅଛନ୍ତି। ଘଟଣାକୁ ୨୬ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ନିରୁଦ୍ଦିଷ୍ଟଙ୍କ ପୋଷ୍ଟର ମାରିବା ସହ ମାମଲା ରୁଜୁକରି…

ନନ୍ଦନକାନନରେ ପୁଣି ଗଡ଼ିଲା ଶିଶୁ ରେଳଗାଡ଼ି

ବାରଙ୍ଗ,୨୦।୧୧(ଡି.ଏନ୍‌.ଏ.): ବହୁ ବିଭ୍ରାଟ ପରେ ଶୁକ୍ରବାର ନନ୍ଦନକାନନରେ ଶିଶୁ ରେଳଗାଡି(ଟୟ ଟ୍ରେନ) ପୁଣି ଚାଲିିଛି। ଶେଷ ଟ୍ରିପ୍‌ ପର୍ଯ୍ୟନ୍ତ ଠିକ୍‌ ଭାବେ ଚାଲିଥିବା ବେଳେ କୌଣସି ତ୍ରୁଟି ଦେଖାଦେଇ ନ ଥିଲା। ତେବେ ଶିଶୁ ରେଳଗାଡ଼ି ୬ଟି ଟ୍ରିପ୍‌ କରିଥିବାବେଳେ ମୋଟ…

ଭିତର ରତ୍ନଭଣ୍ଡାର ଚାବିକୁ ନେଇ ହଟୁନି ଦ୍ୱନ୍ଦ୍ୱ

ପୁରୀ ଅଫିସ,୨୦।୧୧: ରତ୍ନଭଣ୍ଡାରକୁ ନେଇ ନୂଆ ବିବାଦ ଦେଖାଦେଇଛି। ପୂର୍ବରୁ ରତ୍ନଭଣ୍ଡାର ଚାବି ଘଟଣାରେ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକଳାପ ଉପରେ ସାଧାରଣରେ ଅନେକ ପ୍ରଶ୍ନ ଉଠିସାରିଥିବା ବେଳେ ଶୁକ୍ରବାର ଏକ ସୂଚନା ଅଧିକାର ରିପୋର୍ଟ ଏହି ଚର୍ଚ୍ଚାକୁ…

କିନ୍ନର ମେଘନାଙ୍କ ସଂଘର୍ଷ କଥା କହିବ ‘ଟି’

ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକ ଦେଖିବାକୁ ପାଇବେ କିନ୍ନରଙ୍କ ସଂଘର୍ଷମୟ ଜୀବନ କାହାଣୀ। କିନ୍ନର ମେଘନା ସାହୁଙ୍କ ଜୀବନକୁ ନେଇ ପ୍ରସ୍ତୁତ ହେଉଛି ଚଳଚ୍ଚିତ୍ର ‘ଟି’। ମେଘନା କିଭଳି ଛୋଟବେଳୁ ଅବହେଳା ଓ ଘୃଣାର ଶିକାର ହୋଇଥିଲେ, କେଉଁ ପରିସ୍ଥିତିରେ…

ଭିମ୍‌ସାରରେ ୧୧୫ ସ୍ଥାୟୀ ଡାକ୍ତର ପଦ ଖାଲି

ସମ୍ବଲପୁର,୨୦।୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାର ଭିମ୍‌ସାରରେ ୨ବର୍ଷ ହେବ ସ୍ଥାୟୀ ଡାକ୍ତର ନିଯୁକ୍ତି କରାଯାଉ ନାହିଁ। ଖାଲିପଡିଥିବା ଶହେରୁ ଊର୍ଦ୍ଧ୍ୱ ପଦ ପୂରଣ ପାଇଁ କର୍ତ୍ତୃପକ୍ଷ ପଦକ୍ଷେପ ନେବା ବଦଳରେ ସରକାରଙ୍କ ପାଖକୁ ନିଯୁକ୍ତି ବାବଦରେ ଥିବା କେତେକ ସମସ୍ୟା ଉପରେ…

‘ଆତ୍ମା’ କର୍ମଚାରୀଙ୍କୁ ଅଣଦେଖା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୃଷି ବୈଷୟିକ ପରିଚାଳନା ଏଜେନ୍ସି (ଆତ୍ମା) ହେଉଛି କୃଷି ବିଭାଗର ମେରୁଦଣ୍ଡ । ଧାନ ଉତ୍ପାଦନ କ୍ଷେତ୍ରରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ସହ କୃଷକମାନଙ୍କୁ ସହାୟତା କରିବା କ୍ଷେତ୍ରରେ ଏହାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିରେ କାର୍ଯ୍ୟ…

ଓଡ଼ିଶାର ସ୍କିଲ୍‌ ଇକୋସିଷ୍ଟମ୍‌ ପରିଦର୍ଶନ କଲେ ମହାରାଷ୍ଟ୍ରର ୪୦ ଜଣିଆ ଦଳ

ଭୁବନେଶ୍ୱର, ୨୦।୧୧(ବ୍ୟୁରୋ): ଦେଶରେ ଦକ୍ଷତା ବିକାଶ ଓ ଶିଳ୍ପ ତାଲିମ କ୍ଷେତ୍ରରେ ଓଡ଼ିଶା ଆଜି ଉଦାହରଣ ସାଜିଛି। ରାଜ୍ୟର ବୈଷୟିକ ଏବଂ ଧନ୍ଦାମୂଳକ ଶିକ୍ଷା ଓ ତାଲିମ (ଟିଭିଇଟି) ବିଷୟରେ ଜାଣିବା ନିମନ୍ତେ ମହାରାଷ୍ଟ୍ର ଦକ୍ଷତା ବିକାଶ ମିଶନର ୪୦ ଜଣିଆ…

ଅହଂକାରର ପରାଜୟ: କଂଗ୍ରେସ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ୩ କୃଷି ଆଇନକୁ ପ୍ରତ୍ୟାହାର କରାଯିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଘୋଷଣା କରିଛନ୍ତି। ସେହି ଆଇନକୁ ସଂସଦର ଆସନ୍ତା ଶୀତକାଳୀନ ଅଧିବେଶନରେ ରଦ୍ଦ କରାଯିବ। ଏହା କୃଷକ ଓ ଗଣତନ୍ତ୍ରର ବିଜୟ ଏବଂ କେନ୍ଦ୍ର ସରକାରଙ୍କ ଅହଂକାରର…

ପ୍ରମାଣ ଦେଲେ ମୁଖ୍ୟମନ୍ତ୍ରୀ ଜେଲରେ ଭର୍ତ୍ତି କରିବେ: ପ୍ରଣବ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମମିତା ମେହେର ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ ଏହା ଉପରେ ପ୍ରତିକ୍ରିୟା ରଖି ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଟୁଇଟ୍‌ କରି ସେ କହିଛନ୍ତି, କେନ୍ଦ୍ର ସରକାର ଚାଷୀ ଆଇନ…

ମୁଖ୍ୟମନ୍ତ୍ରୀଙ୍କ ନୈତିକତା କୁଆଡ଼େ ଗଲା: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାକୁ ନେଇ ଶୁକ୍ରବାର ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବର୍ଷିଛନ୍ତି। ଦଳୀୟ କାର୍ଯ୍ୟାଳୟଠାରେ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଧର୍ମେନ୍ଦ୍ର ସିଧାସଳଖ ମମିତା ହତ୍ୟା ପ୍ରସଙ୍ଗରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri