୧୯ ମାଛ ୧୮.୬୫ ଲକ୍ଷ
ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ ବାକିଗୁଡ଼ିକର ଓଜନ ୨୦ରୁ ୨୨ କିଲୋମଧ୍ୟରେ ରହିଛି। ନୂଆବଜାର ନୋଳିଆ ବସ୍ତିର ଦଙ୍ଗଲ...
ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): ୨୦୨୨ ମାର୍ଚ୍ଚ ୧୦ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ କାର୍ଯ୍ୟ ଆରମ୍ଭ କରିନାହାନ୍ତି। ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ...
ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର
ଭୁବନେଶ୍ୱର,୨୩।୬(ବ୍ୟୁରୋ)କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ (ସିଆଇଏସ୍ସିଇ) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମଙ୍ଗଳବାର ମନା...
ଧରାପଡ଼ିଲା ଗୁଗୁଲ୍ ପେ’ରେ ଲୁଟୁଥିବା ଲୁଟେରା
ଝାରସୁଗୁଡ଼ା ଅଫିସ,୨୨ା୬: ଝାରସୁଗୁଡ଼ା ଜିଲା ପୋଲିସ ଏକ ଆନ୍ତଃ ଜିଲା ସାଇବର କ୍ରାଇମ୍ ଉପରୁ ରହସ୍ୟ ଉଠାଇଛି। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ନୟାଗଡ଼ ଜିଲାରୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେ ହେଲେ ନୟାଗଡ଼ ଜିଲା...
ବିବାହରେ ବିଳମ୍ବ ଯୋଗୁ ହାତ କାଟିଲେ ପ୍ରେମିକା
ଖଇରା, ୨୨।୬: ବିବାହ କରିବାରେ ବିଳମ୍ବ କରୁଥିଲେ ପ୍ରେମିକ। ଆଉ ଘର ଲୋକ ଅନ୍ୟତ୍ର ବିବାହ ପାଇଁ ଚାପ ପକାଉଥିଲେ। ଏଥିଯୋଗୁ ମାନସିକ ଭାରସାମ୍ୟ ହରାଇ ଆମତ୍ହତ୍ୟା ଉଦ୍ୟମ କରିଛନ୍ତି ଜଣେ ଯୁବତୀ। ବାଲେଶ୍ୱର ଜିଲା ଖଇରା ଥାନା ବର୍ତ୍ତନା...
ପ୍ରେମରେ ଜିତିଲେ, ଓଡ଼ିଶା ବୋହୂ ହେଲେ ୟୁପି ଯୁବତୀ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ନିଜ ପ୍ରେମକୁ ପାଇବା ପାଇଁ ଉତ୍ତରପ୍ରଦେଶରୁ ଓଡ଼ିଶା ଚାଲି ଆସିଥିଲେ। ଏବେ ଭୁବନେଶ୍ୱର କୋର୍ଟରେ ଲଢି ଜିତିଲେ ୟୁପି ଗୋରଖପୁରର ଝିଅ ଆକାଂକ୍ଷା ସିଂ। ପରିବାର ଲୋକଙ୍କ ହାତ ଛାଡି ଭୁବନେଶ୍ୱର ଏୟାରପୋର୍ଟ ଥାନା ଅଞ୍ଚଳରେ ରହୁଥିବା ଓଡ଼ିଆ...
ଅଧିକ ସଂଖ୍ୟାରେ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ହେବ
ଭୁବନେଶ୍ୱର, ୨୨।୬(ବ୍ୟୁରୋ):ଓଡ଼ିଶାର ବିଭିନ୍ନ ଜିଲାରେ ଅଧିକ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ଲାଗି ପିଏମ୍ଏଫ୍ଏମ୍ଇ ରାଜ୍ୟ କୋର୍ ଗ୍ରୁପ୍ ବୈଠକରେ ନିଷ୍ପତ୍ତି ହୋଇଛି। ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ...
ଚିଲିକାରୁ ଚୋରି ହେଉଛି ପାଣି
ଖୋର୍ଦ୍ଧା ଅଫିସ,୨୨।୬: ଏସିଆ ମହାଦେଶର ବୃହତ୍ତମ ଲୁଣା ହ୍ରଦ ‘ଚିଲିକା’ରୁ ପାଣି ଚୋରି ହେଉଛି। ଚିଲିକାକୁ ଲାଗି ରହିଥିବା ଶତାଧିକ ଏକର ଜମିକୁ କେତେକ ମାଫିଆ ନିଜ ଅକ୍ତିଆରରେ ରଖି ମାଟି ବନ୍ଧ ବାନ୍ଧିବା ସହ ସେଠାରେ ପାଣି ଜମାଇ...
ୟୁଟ୍ୟୁବ୍ରେ ପ୍ରଥମରୁ ଦଶମ ପାଠପଢ଼ା ଆରମ୍ଭ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ୟୁଟ୍ୟୁବ୍ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସକାଳ ୯ଟାରୁ ସାଢ଼େ ୧୦ଟା ଯାଏ ଏବଂ ନବମ ଓ ଦଶମ ପିଲାଙ୍କ ପାଠପଢ଼ା...
ବୈଶାଳୀଙ୍କ ନୃତ୍ୟ ଡକ୍ୟୁମେଣ୍ଟାରିରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଦୁର୍ଦ୍ଦଶା
ଭୁବନେଶ୍ୱର, ୨୨।୬(ବ୍ୟୁରୋ): ଜୁନ୍ ୨୦ ବିଶ୍ୱ ଶରଣାର୍ଥୀ ଦିବସ ଅବସରରେ ଶରଣାର୍ଥୀ ସଙ୍କଟ ଉପରେ ଜାତିସଂଘର କୂଟନୀତିଜ୍ଞ, ନୀତି ଅଧିକାରୀ ତଥା ଓଡ଼ିଶାର ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ ବୈଶାଳୀ ମହାନ୍ତିଙ୍କ ନୃତ୍ୟ ଡକ୍ୟୁମେଣ୍ଟାରି ମିଳିତ ଜାତିସଂଘ ପକ୍ଷରୁ ପ୍ରକାଶ କରାଯାଇଛି। ବୈଶାଳୀଙ୍କ...
୧୨ ଜେଲରୁ ମୁକ୍ତ ହେବେ ୧୬ କଏଦୀ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ସଜା ଅବଧି ପୂର୍ବରୁ ରାଜ୍ୟର ୧୧ ଜେଲ ସମେତ ବିଶାଖାପାଟଣା ଜେଲରୁ ମୁକ୍ତ ହେବେ ୧୬ କଏଦୀ। ଜେଲରେ ଆଜୀବନ ସଜା କାଟୁଥିବାବେଳେ ବ୍ୟବହାରରେ ପରିବର୍ତ୍ତନ, ଉତ୍ତମ କାର୍ଯ୍ୟ ଓ ନୀତିନିୟମକୁ ସମ୍ମାନ ଦେଉଥିବାରୁ ଏମାନଙ୍କୁ ମୁକ୍ତ କରିବାକୁ...
ଏସ୍ଡିଜି ଇଣ୍ଡେକ୍ସରେ ଓଡ଼ିଶା ୧ନଂ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶା ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍ଡିଜି)-୨୦୨୦-୨୧ରେ ପ୍ରଥମ ସ୍ଥାନ ଅଧିକାର କରିଛି। ଗତ ବର୍ଷ ତୁଳନାରେ ଓଡ଼ିଶା ଏସ୍ଡିଜିରେ ଅଧିକ ୧୦ ପଏଣ୍ଟ ପାଇ ଏହି ସ୍ଥାନ ହାସଲ କରିଛି। ୨୦୧୮-୧୯ ନୀତି ଆୟୋଗର ଏହି ସୂଚୀରେ ଓଡ଼ିଶା...
Archives


