ରାଜ୍ୟ

ଜେଲରୁ ବାହାରିଲେ ଅଭୟକାନ୍ତ ପାଠକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗିରଫ ହେବାର ଦୀର୍ଘ ୬ମାସ ପରେ ଶୁକ୍ରବାର ଜେଲରୁ ମୁକୁଳିଛନ୍ତି ଆଇଏଫ୍‌ଏସ୍‌ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ସ୍କାଏ କିଙ୍ଗ୍‌ ଟ୍ରାଭେଲ୍ସରେ ଠକେଇ ଓ ଟାଟା ମୋଟର୍ସରେ ଚାକିରି...

୮ ଜିଲାରେ ଅକ୍ସିଜେନ୍‌ ପ୍ଲାଣ୍ଟ ଶିଳାନ୍ୟାସ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ୮ ଜିଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କରିବା ସହ ତରଳ ମେଡିକାଲ ଅକ୍ସିଜେନ୍‌ (ଏଲ୍‌ଏମ୍‌ଓ) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ...

କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ କରୋନାଜନିତ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା...

ସଂକ୍ରମଣ ଖସୁଛି, ସଞ୍ଜୀବନୀ ବଢ଼ୁଛି

ଅନୁଗୋଳ ଅଫିସ, ୧୯ା୬ ଅନୁଗୋଳ ଜିଲାରେ ହଠାତ୍‌ ବଢ଼ିଯାଇଥିଲା କରୋନା ସଂକ୍ରମଣ। ପ୍ରଶାସନର ପୂର୍ବ ପ୍ରସ୍ତୁତି ସତ୍ତ୍ୱେ ନିୟନ୍ତ୍ରଣରେ ନ ଥିଲା ପରିସ୍ଥିତି। ଏପରି କି କିଛିଦିନ ଧରି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ପାଖାପାଖି ରହୁଥିଲା। ମୃତ୍ୟୁ ସଂଖ୍ୟାରେ...

ଗଛ ବିନା ଶ୍ରୀହୀନ ରାଜପଥ

ଢେଙ୍କାନାଳ ଅଫିସ, ୧୯।୬ ଜାତୀୟ ରାଜପଥ (ଏନ୍‌ଏଚ୍‌) ଉପରେ ନିର୍ଭର କରେ ଦେଶର ଆର୍ଥିକ ପ୍ରଗତି। ଆନ୍ତଃଜିଲା ଏବଂ ଆନ୍ତଃରାଜ୍ୟ ଗମନାଗମନ ବ୍ୟବସ୍ଥାକୁ ଉନ୍ନତ କରିବା, ବାଣିଜ୍ୟ ବ୍ୟବସାୟ ଲାଗି ମାର୍ଗ ପ୍ରଶସ୍ତ କରିବାକୁ ସରକାର ଏନ୍‌ଏଚ୍‌ ନିର୍ମାଣ ତଥା...

ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ବର୍ଷ...

ଏନ୍‌କାଉଣ୍ଟରରେ ମହିଳା ମାଓବାଦୀ ନିହତ

ମାଲକାନଗିରି/ଏମ୍‌ଭି୭୯,୧୮ା୬: ପୋଲିସ ଏନ୍‌କାଉଣ୍ଟରରେ ଶୁକ୍ରବାର ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ବନ୍ଧୁକ ସମେତ ବହୁ ମାଓବାଦୀ ସାମଗ୍ରୀ ପୋଲିସ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବସ୍ତର ଏବଂ ସୁକ୍‌ମା...

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର

କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ସୁଶାନ୍ତ ଗୌଡ। ସୁଶାନ୍ତ...

ହାତଗଣ୍ଠି ପୂର୍ବରୁ ଉଠିଲା କୋକେଇ

ଭଦ୍ରକ ଅଫିସ,୧୮।୬: ଶୁକ୍ରବାର ଥିଲା ବାହାଘର। ଏନେଇ ଘରେ ଚାଲିଥିଲା ପ୍ରସ୍ତୁତି। ବେଶ୍‌ ଖୁସି ଥିଲେ ପରିବାର ଲୋକ। ହେଲେ ବିଧିର ବିଧାନ ଥିଲା ଭିନ୍ନ। ବାହାଘରର ପୂର୍ବରୁ ଉଠିଲା କୋକେଇ। କରୋନା ଛଡ଼ାଇ ନେଲା ଖୁସି। ଘରେ ଏବେ...

ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ବର,୧୮।୬: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା,...

କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା

ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ କଳାକାର ଓ୍ବେଲଫେୟାର ଫଣ୍ଡରୁ ଏହି ସହାୟତା ଦିଆଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ତପୁ...

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ

ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୂଲ୍ୟାୟନ ଦଶମ ପରୀକ୍ଷା ମାର୍କ ଭିତ୍ତିରେ ହେବାକୁ ନିଷ୍ପତ୍ତି ହୋଇଛି। ରେଗୁଲାର ପିଲାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri