‘ଜାଗା ସମ୍ପର୍କ’ ଆୟୋଜନ କଲା ପୌରସଂସ୍ଥା
ଢେଙ୍କାନାଳ ଅଫିସ, ୨୧।୧ ଢେଙ୍କାନାଳ ପୌରାଞ୍ଚଳର ୧ନଂ. ଓ୍ବାର୍ଡ କାଠଗଡ଼ା ପର୍ବତିଆ ସାହିରେ ପୌର ସଂସ୍ଥା ପକ୍ଷରୁ ନିର୍ବାଚନ ଲାଗି ଜାରି କରାଯାଇଥିବା ଆଦର୍ଶ ଆଚରଣ ବିଧିର ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର କାଠଗଡ଼ା ଅଞ୍ଚଳରେ ପୌରସଂସ୍ଥା ପକ୍ଷରୁ ‘ଜାଗା…
ଚତୁର୍ଥ ଦିନରେ ୧,୬୧୧ ନାମାଙ୍କନ
ଢେଙ୍କାନାଳ ଅଫିସ, ୨୧।୧ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରାର୍ଥତ୍ପତ୍ର ଦାଖଲର ୪ର୍ଥ ଦିନ ଗୁରୁବାର ଢେଙ୍କାନାଳ ଜିଲାର ୧,୬୧୧ ଆଶାୟୀ ନାମାଙ୍କନ ଦାଖଲ କରିଛନ୍ତି। ତନ୍ମଧ୍ୟରେ ୱାର୍ଡମେମ୍ବର ପଦବୀରେ ୧,୧୩୩, ସରପଞ୍ଚ ପଦବୀରେ ୨୨୪, ସମିତିସଭ୍ୟ ପଦବୀରେ ୨୩୬ ଏବଂ…
ଭାଜପାର ସମ୍ପୂର୍ଣ୍ଣ, ବିଜେଡିର ଗୋଟିଏ ବାକି
ଅନୁଗୋଳ ଅଫିସ, ୨୧।୧ ଅନୁଗୋଳ ଜିଲାର ୨୮ଟି ଜିଲା ପରିଷଦ ଜୋନ୍ ପାଇଁ ଗୁରୁବାର ଭାଜପା ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏ କ୍ଷେତ୍ରରେ ବିଜେଡି ମଧ୍ୟ ପଛରେ ପଡ଼ିନାହିଁ। ଦଳ କେବଳ ୧୯ନଂ. ଜୋନ୍କୁ ବାଦ୍ ଦେଇ ଅନ୍ୟ…
ଘାଟିରୁ ଖସିଲା ବସ୍, ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ପାରଳାଖେମୁଣ୍ଡି,୨୧ା୧(ଡି.ଏନ୍.ଏ.): ଗଜପତି ଜିଲା ରାଇଗଡ଼ ଥାନା ଅନ୍ତର୍ଗତ ରାଶିବାଡ଼ି ଘାଟିରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଛି। ଫଳରେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ବସ୍ ଚାଳକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ପାରଳାଖେମୁଣ୍ଡି ଡାକ୍ତରଖାନାରେ…
ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୫୦୭କୁ ବୃଦ୍ଧି
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ଦଳୀୟ ପ୍ୟାଡ୍ରେ ପ୍ରାର୍ଥୀ ତାଲିକା
ଜଗତ୍ସିଂହପୁର ଅଫିସ, ୨୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡ ମେମ୍ବର ପଦବୀ ପାଇଁ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ହୋଇପାରିବେ ନାହିଁ ବୋଲି ନିୟମ ରହିଛି। କିନ୍ତୁ ଜଗତ୍ସିଂହପୁର ଜିଲାରେ ଏଥିରେ ବ୍ୟତିକ୍ରମ ଘଟିଛି। ବିଜେଡି…
ସମସ୍ତଙ୍କ ନଜରରେ ବରୀ, ବଡ଼ଚଣା
ଯାଜପୁର ଅଫିସ,୨୧ା୧: ସାଧାରଣ ନିର୍ବାଚନ କଥା ଦେଖିଲେ ୨୦୧୪ ଅପେକ୍ଷା ୨୦୧୯ରେ ଯାଜପୁର ଜିଲାରେ ୧୩.୨୧% ଭୋଟର ସଂଖ୍ୟା ବୃଦ୍ଧି ପାଇଥିଲା। ତଥାପି ବିଜେଡିକୁ ଏକ ପ୍ରକାର ଚ୍ୟାଲେଞ୍ଜ ଦେବାରେ ଭାଜପା ସଫଳ ହୋଇଥିଲା। ଜିଲାର ସମସ୍ତ ୭ଟି ବିଧାନସଭା ଆସନ…
ସବୁ ଦଳ ପାଇଁ ଅଡୁଆ ଅନ୍ତଃକନ୍ଦଳ
ଖୋର୍ଦ୍ଧା ଅଫିସ,୨୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗାଁଠୁ ସହର ସବୁଠି ରାଜନୀତି ସରଗରମ ରହିଛି। ନିର୍ବାଚନୀ ବୈତରଣୀ ପାର ହେବା ଲାଗି ତିନି ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଏବଂ ଭାଜପା ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏଥର ପ୍ରାର୍ଥୀଙ୍କ ଅପେକ୍ଷା…
ନେଟ୍ଓ୍ବର୍କ ନାହିଁ, କେମିତି ହେବ ‘ଡିଜିଟାଲ ପ୍ରଚାର’
ବିଷମକଟକ, ୨୧।୧(ଡି.ଏନ୍.ଏ.): ଅବିଭକ୍ତ କୋରାପୁଟ ଜିଲାକୁ ୧୯୯୨ରେ ବିଭାଜନ କରାଯାଇ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲା ହୋଇଥିଲା। ହେଲେ ଏବେବି ୪ ଜିଲାର ଅନେକ ଦୁର୍ଗମ ଅଞ୍ଚଳ ରହିଛି ଯେଉଁଠିକୁ ମୌଳିକ ସୁବିଧା ପହଞ୍ଚତ୍ ପାରୁନାହିଁ। ଡିଜିଟାଲ ସମୟରେ…
ନାମାଙ୍କନ ବେଳେ ବଢୁଛି ଗହଳି
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି ଗାଁଗହଳିରେ ରାଜନୀତି ସେତେ ସରଗରମ ହେଉଛି। ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଜୋରସୋର ଚାଲିଛି। ଗତ ୧୭ ତାରିଖରୁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରୁଥିବା ବେଳେ ବିଭିନ୍ନ ସ୍ଥାନରେ ଅସମ୍ଭବ ଭିଡ଼ ଦେଖିବାକୁ ମିଳୁଛି।…
ହାବିଲଦାରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ଦ୍ୱିତୀୟ ସ୍ତ୍ରୀ
ଭୁବନେଶ୍ୱର,୨୧।୧(ବ୍ୟୁରୋ): କମିଶନରେଟ ପୋଲିସରେ କାର୍ଯ୍ୟରତ ଜଣେ ହାବିଲଦାରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆସିଛି। ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ନ ଦେଇ ଦ୍ୱିତୀୟ ବିବାହ କରିବା ଏବଂ ଦ୍ୱିତୀୟ ସ୍ତ୍ରୀଙ୍କୁ ମାରଧର କରିବା ଭଳି ଅଭିଯୋଗ ହୋଇଛି। ନିର୍ଯାତନାର ଶିକାର ହୋଇଥିବା ଦ୍ୱିତୀୟ…
ସାଇ ସମୃଦ୍ଧି ରିୟଲ୍କନ୍ ଇଣ୍ଡିଆ ଲିମିଟେଡ୍ ମୁଖ୍ୟଙ୍କୁ ୫ ବର୍ଷ ଜେଲ
କଟକ ଅଫିସ,୨୧ା୧: ଚିଟ୍ଫଣ୍ଡ ଠକେଇ ଅଭିଯୋଗରେ ସାଇ ସମୃଦ୍ଧି ରିୟଲ୍କନ୍ ଇଣ୍ଡିଆ ଲିମିଟେଡ୍ର ପରିଚାଳନା ନିର୍ଦ୍ଦେଶକ ସନ୍ଦୀପ୍ କୁମାର ଦାସଙ୍କୁ କଟକର ସ୍ବତନ୍ତ୍ର କୋର୍ଟ ଗୁରୁବାର ୫ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଓଡ଼ିଶା ପ୍ରୋଟେକ୍ସନ ଅଫ୍ ଇଣ୍ଟରେଷ୍ଟ ଅଫ୍…
Archives


