କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା
ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ କଳାକାର ଓ୍ବେଲଫେୟାର ଫଣ୍ଡରୁ ଏହି ସହାୟତା ଦିଆଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ତପୁ...
ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ
ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୂଲ୍ୟାୟନ ଦଶମ ପରୀକ୍ଷା ମାର୍କ ଭିତ୍ତିରେ ହେବାକୁ ନିଷ୍ପତ୍ତି ହୋଇଛି। ରେଗୁଲାର ପିଲାଙ୍କ...
କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ
ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ ହେବାକୁ ଥିବା ସମସ୍ତ ବ୍ୟକ୍ତିଙ୍କର ୪ ଥର କରୋନା ଟେଷ୍ଟ କରାଯିବାକୁ ନିଷ୍ପତ୍ତି...
ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…
ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି। ଉଭୟର କେବଳ ଫାଇନାଲ ପରୀକ୍ଷା ହେବ। ଜୁଲାଇ କିମ୍ବା...
କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍ଇଟି ସିବିକେ ମହାନ୍ତି କହିଛନ୍ତି । ଡିଏମଇଟି କହିଛନ୍ତି ଯେ, ତୃତୀୟ ଲହର ପାଇଁ ଓଡ଼ିଶା ସରକାର...
ଓଡ଼ିଶାର ଐତିହ୍ୟକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ: ସୁର
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସମେତ କଂଗ୍ରେସର ବହୁ ନେତା ଘୋଡ଼ା...
ଇ-ପାଠଶାଳା, ଇ-ମୂଲ୍ୟାଙ୍କନ ପୋର୍ଟାଲ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ଅନ୍ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ମୂଲ୍ୟାୟନ ପାଇଁ ଓପେପା ଦ୍ୱାରା ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମରେ ଦୁଇଟି ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଭର୍ଚୁଆଲ୍ରେ ଏହାକୁ ଉଦ୍ଘାଟନ...
୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମକୁ ସଫଳ...
ମାଷ୍ଟରକ୍ୟାଣ୍ଟିନ ଛକରୁ ‘ଐତିହ୍ୟ ଘୋଡ଼ା’ ହଟାଇବା ପ୍ରସଙ୍ଗ: ସୌନ୍ଦର୍ଯ୍ୟକରଣ ନାଁରେ ଐତିହ୍ୟକୁ ଅବହେଳା କରା ନ ଯାଉ
ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକରେ ଦଣ୍ଡାୟମାନ ରହିଛି ‘ଐତିହ୍ୟ ଘୋଡ଼ା ଓ ଯୋଦ୍ଧା’ ସ୍ଥାପତ୍ୟ। ଏହା ଓଡ଼ିଶା ଶାସନର ସ୍ମାରକୀ ବହନ କରୁଛି। ବିଶିଷ୍ଟ ପ୍ରସ୍ତର ଶିଳ୍ପୀ ସ୍ବର୍ଗତ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଏହାକୁ ତିଆରି କରିଥିବାବେଳେ ୧୯୮୮ରେ ସେଠାରେ...
ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍ଏସ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍ ଖଣିର ସୁରକ୍ଷା ବ୍ୟବସ୍ଥାକୁ ନେଇ ତଦନ୍ତ ଆରମ୍ଭ ହୋଇଛି। ଭାରତ ସରକାରଙ୍କ ଡାଇରେକ୍ଟର...
ଆଶଙ୍କା ଭିତରେ ଭଲ ଫଳକୁ ଅପେକ୍ଷା
ଭୁବନେଶ୍ୱର,୧୭।୬: ଦେଶରେ କୋଭିଡ୍ ସଂକ୍ରମଣ ଯୋଗୁ ଶିକ୍ଷା ବ୍ୟବସ୍ଥା ବେଶ୍ ପ୍ରଭାବିତ ହୋଇଛି। ୨୦୧୯-୨୧ ଶିକ୍ଷାବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍ଇ) ଦ୍ୱାଦଶ ଛାତ୍ରୀଛାତ୍ରମାନେ ପାଠପଢ଼ାଠାରୁ ଆରମ୍ଭ କରି ପରୀକ୍ଷାଫଳକୁ ନେଇ ଏବେବି ଚିନ୍ତିତ ରହିଛନ୍ତି। ଏଭଳି ସ୍ଥିତିରେ ସୁପ୍ରିମକୋର୍ଟଙ୍କ...
ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର
ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍ ଗୁରୁବାର ପ୍ରସ୍ତାବିତ ସ୍ଥାନ ବୁଲି ଦେଖିଛି। କେନ୍ଦ୍ରୀୟ ଅଧିକାରୀମାନେ ସିପସରୁବାଲି ଅଞ୍ଚଳ ବୁଲି ଦେଖିବା ସହ...
Archives


