ଆଜି ନାମାଙ୍କନ ଶେଷ
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କାର୍ଯ୍ୟ ଜୋରସୋରରେ ଚାଲିଛି। ଗତ ୪ ଦିନ ହେବ ଓ୍ବାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଏବଂ ଜିଲା ପରିଷଦ ସଦସ୍ୟଙ୍କ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ ହେଉଛି। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ…
ନିର୍ବାଚନ ନୁହେଁ, ସହମତିରେ ଚୟନ
କୋରାପୁଟ,୨୧ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ କୋଟିଆ ପଞ୍ଚାୟତରେ ନିର୍ବାଚନ ହେବ ନାହିଁ। ସହମତିଭିତ୍ତିରେ ଜନପ୍ରତିନିଧି ଚୟନ ହେବେ ବୋଲି କୋରାପୁଟସ୍ଥିତ ଏକ ହୋଟେଲରେ ଗୁରୁବାର ସନ୍ଧ୍ୟାରେ ବସିଥିବା ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଜିଲା ବିଜେଡି ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀଙ୍କ…
ଢିଙ୍କିଆରେ ପୋଲିସର ଲାଠିମାଡ଼ ଘଟଣା: ଗୃହ ବିଭାଗକୁ ରିପୋର୍ଟ ତଲବ କଲେ ହାଇକୋର୍ଟ
କଟକ ଅଫିସ,୨୧ା୧: ଜଗତ୍ସିଂହପୁର ଜିଲା ଢିଙ୍କିଆରେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପୋଲିସ ଅମାନୁଷିକ ଲାଠିମାଡ଼ ଘଟଣାରେ ଓଡ଼ିଶା ହାଇକୋର୍ଟ ରାଜ୍ୟ ଗୃହ ବିଭାଗ ନିକଟରୁ ଷ୍ଟାଟସ୍ ରିପୋର୍ଟ ତଲବ କରିଛନ୍ତି। ଏଥିସହ ଢିଙ୍କିଆ ଓ ଆଖପାଖ ଅଞ୍ଚଳକୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ…
ବୁଲ୍ଲି ବାଈ ଆପ୍: ବ୍ରଜରାଜନଗରରୁ ଗିରଫ ହେଲେ ଏମ୍ବିଏ ଡିଗ୍ରୀଧାରୀ
ଝାରସୁଗୁଡ଼ା ଅଫିସ୍, ୨୦ା୧: ବିବାଦୀୟ ମୋବାଇଲ ଆପ୍ଲିକେଶନ (ଆପ୍) ‘ବୁଲ୍ଲି ବାଈ’କୁ ପ୍ରସ୍ତୁତ କରିବାରେ ସାମିଲ ଥିବା ଅଭିଯୋଗରେ ମୁମ୍ବାଇ କ୍ରାଇମ୍ବ୍ରାଞ୍ଚର ସାଇବର ପୋଲିସ ଟିମ୍ ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଜଣେ ଏମ୍ବିଏ ଡିଗ୍ରୀଧାରୀଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ…
ମା’ ହତ୍ୟାକାରୀଙ୍କୁ ୧୦ ବର୍ଷ ଜେଲ
କେନ୍ଦୁଝର,୨୦ା୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ଓ ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଗୁରୁବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ହତ୍ୟାକାରୀ ହରିଚନ୍ଦନପୁର ବ୍ଲକ ରେବଣାପଳାସପାଳ ଗ୍ରାମର ବିଦ୍ୟାଧର ନାୟକଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସହ ୨୦ ହଜାର ଟଙ୍କା…
‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୦ା୧: ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ଗୁରୁବାର ସଫଳ ପରୀକ୍ଷଣ ହୋଇଛି। ଚାନ୍ଦିପୁର ପରିକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡ୍ରୁ ଆଜି ପୂର୍ବାହ୍ନ ୧୦ଟା ୪୦ ମିନିଟ୍ରେ ଏହି ପରୀକ୍ଷା କରାଯାଇଛି। ପୂର୍ବରୁ ଏହି କ୍ଷେପଣାସ୍ତ୍ର ଲକ୍ଷ୍ୟଭେଦ କ୍ଷମତା…
ଭିଡ଼ ରୋକିବାକୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଲାଗି ନାମାଙ୍କନ ଦାଖଲ ବେଳେ ହେଉଥିବା ଭିଡ଼ ରୋକିବାକୁ ନିର୍ବାଚନ କମିଶନ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୧୭ରୁ ନାମାଙ୍କନ ଚାଲିଥିବା ବେଳେ ଅନେକ ସ୍ଥାନରେ ଭିଡ଼ ପରିଲକ୍ଷିତ ହେଉଛି। ପ୍ରାର୍ଥୀଙ୍କ ସହ ସମର୍ଥକମାନେ ନାମାଙ୍କନ କେନ୍ଦ୍ରରେ ଭିଡ଼…
ରାଜ୍ୟରେ ସଂକ୍ରମଣ ସ୍ଥିର ଅଛି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ଏବେ ସ୍ଥିର ରହିଛି । ପ୍ରଥମେ ଯେଉଁ ଗତିରେ ସଂକ୍ରମଣ ବଢ଼ୁଥିଲା ସେଥିରେ କମ୍ ଆସିଛି । ଯାହା ଆମ ପାଇଁ ଆଶ୍ୱାସନାର ବିଷୟ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ବର୍ତ୍ତମାନ ସ୍ଥିତିରେ ୮୮…
୨୬ରୁ ସ୍ବାଭିମାନ ଅଞ୍ଚଳରେ ବୋଟ୍ ଆମ୍ବୁଲାନ୍ସ ସେବା
ଚିତ୍ରକୋଣ୍ଡା,୨୦।୧(ଡି.ଏନ.ଏ.) ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଳକର ସ୍ବାଭିମାନ ଅଞ୍ଚଳବାସୀଙ୍କୁ ଆସନ୍ତା ୨୬ରୁ ବୋଟ୍ ଆମ୍ବୁଲାନ୍ସ ସେବା ମିଳିବ। ବିଚ୍ଛିନ୍ନାଞ୍ଚଳବାସୀଙ୍କ ପାଇଁ ଜିଲା ପ୍ରଶାସନ ପୂର୍ବରୁ ୨ଟି ବୋଟ୍ ଆମ୍ବୁଲାନ୍ସ ଯୋଗାଇ ଦେଇଛି। ଏହା ସ୍ପଲ୍େଓ ଲଞ୍ଚ ଘାଟରେ ଉଦ୍ଘାଟିତ ହୋଇ ଅଞ୍ଚଳବାସୀଙ୍କୁ…
ପୋଲିସ-ମାଓବାଦୀ ଗୁଳି ବିନିମୟ: ଟଳିପଡ଼ିଲେ ମାଓବାଦୀ ମୁନି
ମାଲକାନଗିରି,୨୦ା୧(ଡି.ଏନ୍.ଏ.): ମାଲକାନଗିରି ସୀମାରେ ପୋଲିସ ଏନ୍କାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ମହୁପଦର ଏଲ୍ଓଏସ କମାଣ୍ଡର ମୁନି ବୋଲି ଜଣାପଡ଼ିଛି । ମୁନିଙ୍କ ନାଁରେ ୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ସୂଚନାଯୋଗ୍ୟ, କଟେକଲ୍ୟାଣ ଥାନା ଅନ୍ତର୍ଗତ…
ନାରାୟଣପାଟଣାରୁ ପ୍ରାର୍ଥିପତ୍ର ଦାଖଲ କଲେ ନାଚିକା ଲିଙ୍ଗା, ପୁଅ ରବିନାଚିକା
କୋରାପୁଟ,୨୦।୧(ସ୍ବ.ପ୍ର.) ନାମାଙ୍କନପତ୍ର ଦାଖଲର ତୃତୀୟ ଦିନରେ କୋରାପୁଟ ଜିଲାରେ ମୋଟ ୧୫୪୪ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଜିଲାରେ ଜିଲା ପରିଷଦ ଜୋନ ପାଇଁ ୧୫ ଜଣ , ସମିତିସଭ୍ୟ ପାଇଁ ୨୨୫ ଜଣ, ସରପଞ୍ଚ ପାଇଁ ୩୦୪ ଜଣ ଏବଂ ୱାଡସଭ୍ୟ…
ଶ୍ମଶାନରୁ ଜୀବନ୍ତ ଫେରି ଆସିଥିବା ଶିଶୁ ଡାକ୍ତରଖାନାରେ ଆଖି ବୁଜିଲା
ପାଟଣା,୨୦ା୧(ସ୍ବ.ପ୍ର.): ଲୋକେ ଡାକ୍ତରଙ୍କୁ ରୋଗୀଙ୍କ ଦ୍ୱିତୀୟ ଭଗବାନ ବୋଲି ମାନି ଥାଆନ୍ତି। ହେଲେ ବେଳେବେଳେ ଏଭଳି କିଛି ଅଭାବନୀୟ ଘଟଣା ଘଟେ, ଯାହା ଫଳରେ ଡାକ୍ତରଙ୍କ ଉପରୁ ଭରସା ତୁଟିଯାଏ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡ଼ା…
Archives


