ରାଜ୍ୟ

ବିବାହ ପାଇଁ ଚାଲି ଚାଲି ଯାଆନ୍ତି ବରକନ୍ୟା

ବାଲେଶ୍ୱର ଅଫିସ, ୨୦।୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତ ମଧ୍ୟ ଦେଇ ପ୍ରବାହିତ ଗଙ୍ଗାହାର ନଦୀ ଅଞ୍ଚଳବାସୀଙ୍କ ଗମନାଗମନରେ ବାଧକ ସାଜିଛି। କାହିଁ କେଉଁ ଆବାହମାନ କାଳରୁ ବରବାଙ୍କ ଗ୍ରାମର ଶତାଧିକ ପରିବାର ନଦୀ ଉପରେ ଏକ ବାଉଁଶ ପୋଲ…

ନନ୍ଦନକାନନରେ ୪ ଦିନରେ ୪ ପକ୍ଷୀ ମୃତ

ବାରଙ୍ଗ,୨୦।୧(ଡି.ଏନ୍‌.ଏ.): ନନ୍ଦନକାନନରେ ଲଗାତାର ୪ ଦିନରେ ୪ଟି ପକ୍ଷୀଙ୍କ ମୃତ୍ୟୁ ହୋଇଛି। ମୃତ ପକ୍ଷୀଙ୍କ ମଧ୍ୟରୁ ତିନୋଟି ମୟୂର ଓ ଗୋଟିଏ ମାଟିଆ ଚିଲ ଅଛନ୍ତି। ଭେଟେନାରୀ ପରିସରରେ ଥିବା କ୍ବାରାଣ୍ଟାଇନରେ ରହୁଥିବା ସମସ୍ତ ପକ୍ଷୀଗୁଡିକୁ ସ୍ବତନ୍ତ୍ର କୋଠରୀରେ ରଖାଯାଇ ସେମାନଙ୍କ…

ରାଜ୍ୟରୁ ଆଉ ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରୁ କରୋନା ନେଇଛି ଆଉ ୭ ମୁଣ୍ଡ। ମୃତକଙ୍କ ମଧ୍ୟରେ ଭୁବନେଶ୍ୱରର ୮୪ ବର୍ଷୀୟ ବୃଦ୍ଧ, ୬୪ ବର୍ଷୀୟ ବୃଦ୍ଧ, ୯୬ ବର୍ଷୀୟ ବୃଦ୍ଧ, ୭୯ ବର୍ଷୀୟ ବୃଦ୍ଧ ଥିବାବେଳେ ଗଞ୍ଜାମର ୪୫ ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାର ୫୨ ବର୍ଷୀୟ…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦, ୩୬୮ ଆକ୍ରାନ୍ତ; ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ…

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଦୈନିକ ଦଶ ହଜାରରୁ ଖସୁନାହିଁ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୧୦,୩୬୮ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬,୦୧୫ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪,୩୫୩ ଲୋକାଲ କେସ୍‌ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ…

ଆଜିଠୁ ଓସିଏସ୍‌ ମେନ୍‌ ପରୀକ୍ଷା

କଟକ ଅଫିସ,୨୦ା୧: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ୍‌ (ଓସିଏସ୍‌) ମେନ୍‌ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେଉଛି। ଚଳିତଥର ପ୍ରାୟ ୪,୭୫୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ୫ଟି ଜୋନ୍‌ର ୧୬ଟି ପରୀକ୍ଷା କେନ୍ଦ୍ରରେ କୋଭିଡ୍‌ କଟକଣା…

ପୁଅକୁ ଫାଶୀ ହେଉ: ବାପା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବଡ଼ଗଡ଼ ଥାନା ଅନ୍ତର୍ଗତ କଳିଙ୍ଗ ବସ୍ତିରେ ମା’ଙ୍କୁ ହତ୍ୟା କରି ଜାଳି ଦେବା ଘଟଣାରେ ଗିରଫ ଅଭିଯୁକ୍ତ ପୁଅ ପ୍ରଶାନ୍ତ କୁମାର ଜେନା ଓରଫ କାଳିଆ ଜେଲ୍‌ ଯାଇଛନ୍ତି। ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ପୋଲିସ ତାଙ୍କ ନାମରେ…

ଲୁକ୍କାୟିତ ସ୍ତରରୁ ବିକାଶ ପଥରେ

ସମବେଦନା ନୁହେଁ, ସମାନତାର ଲଢ଼େଇ। ସମାଜରେ ଭିନ୍ନ ଏକ ଶବ୍ଦରୁ ବାହାରକୁ ଆସିବାର ଚେଷ୍ଟା। ନିଜ ପାଇଁ ଅଧିକାର ସୃଷ୍ଟି କରିବାର ପ୍ରୟାସ। ସହିବାକୁ ପଡ଼ିଛି, ଆଜିବି ସହୁଛନ୍ତି କେତେ କଷ୍ଟ ଓ ଯନ୍ତ୍ରଣା। ସଂଘର୍ଷ ଭିତରେ ନିଜ ପାଇଁ ତିଆରି…

କାଳିଆପାଣି ଖଣି ଅଞ୍ଚଳରେ ବେଆଇନ ବାଲି ଡିପୋ; ପୋଲିସ, ପ୍ରଶାସନକୁ ହାତ କରି…

ଯାଜପୁର ଅଫିସ,୨୦ା୧: ଯାଜପୁର ଜିଲା ରନତ୍ଗର୍ଭା ସୁକିନ୍ଦା ଅଞ୍ଚଳରେ ଭୂତଳ ଖଣି କାର୍ଯ୍ୟରେ ଏବେ ପ୍ରଚୁର ପରିମାଣରେ ବାଲିର ଆବଶ୍ୟକ ପଡୁଛି। ଏଥିଯୋଗୁ ବେଆଇନ ବାଲି ଉତ୍ତୋଳନ ଓ ପରିବହନ କେତେଜଣ ବିଭାଗୀୟ ଅଧିକାରୀଙ୍କ ସୁରକ୍ଷାରେ ଅଣାୟତ ହୋଇଛି। କାଳିଆପାଣି ଖଣି…

ଭାରତରେ ୨୦୨୧ ପଞ୍ଚମ ଉତ୍ତପ୍ତ ବର୍ଷ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ବେଳକୁ ବେଳ ମହାବିପଦର ସଙ୍କେତ ଦେଲାଣି। ଜଙ୍ଗଲ ପୋଡ଼ିଠାରୁ ଆରମ୍ଭ କରି ଶିଳ୍ପ, ଜନବସତି, ଦ୍ରୁତ ସହରୀକରଣ ଓ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରତ୍ୟେକ ବର୍ଷ ହଜାର ହଜାର ହେକ୍ଟର ଘଞ୍ଚ ଜଙ୍ଗଲକୁ ନଷ୍ଟ କରାଯାଉଛି, ଯାହାକି…

୬ ସ୍ଥାନରେ ଖୋଲିଲା କୋର୍ଟ

କଟକ ଅଫିସ,୧୯ା୧: ରାଜ୍ୟର ୬ଟି ସ୍ଥାନରେ ନୂତନ କୋର୍ଟ ବୁଧବାର ଉଦ୍‌ଘାଟିତ ହୋଇଛି। ସେଗୁଡିକ ହେଲା ମାଲକାନଗିରି ଜିଲା କୁଡୁମୁଲୁଗୁମାଠାରେ ସିଭିଲ ଜଜ ତଥା ଜେଏମ୍‌ଏଫ୍‌ସି, କଳାହାଣ୍ଡି ଜିଲା ଭବାନୀପାଟଣାଠାରେ ସିନିୟର ସିଭିଲ ଜଜ୍‌ ତଥା ସହକାରୀ ସେସନ ଜଜ୍‌(ମହିଳା ଅଦାଲତ),…

ବେଙ୍ଗାଲୁରୁରୁ ଭୁବନେଶ୍ୱର ଆସୁଥିଲା ବିମାନ, ମଝି ଆକାଶରେ ହୋଇଥାନ୍ତା ମୁହାଁମୁହିଁ

ବେଙ୍ଗାଲୁରୁ/ଭୁବନେଶ୍ୱର,୧୯ା୧(ବ୍ୟୁରୋ): ମଝିଆକାଶରେ ମୁହାଁମୁହିଁ ହୋଇ ଚୁରମାର ହୋଇଯାଇଥାନ୍ତା ଦୁଇ ଯାତ୍ରୀବାହୀ ବିମାନ। ସବୁଠୁ ଆଶ୍ଚର୍ଯ୍ୟର କଥା ଦୁଇଟି ବିମାନ ମଧ୍ୟରୁ ଗୋଟିଏ ବେଙ୍ଗାଲୁରୁରୁ ଭୁବନେଶ୍ୱର ଆସୁଥିଲା। ଆଉ ଗୋଟିଏ ବେଙ୍ଗାଲୁରୁରୁ କୋଲକାତା ଯାଉଥିଲା। ୩ ହଜାର ଫୁଟରେ ଏହି ଦୁଇ ବିମାନ…

ମତଦାନର ୪୮ ଘଣ୍ଟା ପୂର୍ବରୁ ମଦ ବନ୍ଦ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୬ରୁ ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଭୋଟ୍‌ ଗ୍ରହଣର ୪୮ ଘଣ୍ଟା ପୂର୍ବରୁ ମଦ ଉପରେ ନିଷେଧାଦେଶ ଜାରି କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ଏପରିକି ହୋଟେଲ, ରେଷ୍ଟୁରାଣ୍ଟ ଓ ଦୋକାନଗୁଡ଼ିକରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri