ଏନ୍କାଉଣ୍ଟରରେ ମହିଳା ମାଓବାଦୀ ନିହତ
ମାଲକାନଗିରି/ଏମ୍ଭି୭୯,୧୮ା୬: ପୋଲିସ ଏନ୍କାଉଣ୍ଟରରେ ଶୁକ୍ରବାର ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ବନ୍ଧୁକ ସମେତ ବହୁ ମାଓବାଦୀ ସାମଗ୍ରୀ ପୋଲିସ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବସ୍ତର ଏବଂ ସୁକ୍ମା...
ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର
କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ସୁଶାନ୍ତ ଗୌଡ। ସୁଶାନ୍ତ...
ହାତଗଣ୍ଠି ପୂର୍ବରୁ ଉଠିଲା କୋକେଇ
ଭଦ୍ରକ ଅଫିସ,୧୮।୬: ଶୁକ୍ରବାର ଥିଲା ବାହାଘର। ଏନେଇ ଘରେ ଚାଲିଥିଲା ପ୍ରସ୍ତୁତି। ବେଶ୍ ଖୁସି ଥିଲେ ପରିବାର ଲୋକ। ହେଲେ ବିଧିର ବିଧାନ ଥିଲା ଭିନ୍ନ। ବାହାଘରର ପୂର୍ବରୁ ଉଠିଲା କୋକେଇ। କରୋନା ଛଡ଼ାଇ ନେଲା ଖୁସି। ଘରେ ଏବେ...
ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା
ଭୁବନେଶ୍ବର,୧୮।୬: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା,...
କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା
ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ କଳାକାର ଓ୍ବେଲଫେୟାର ଫଣ୍ଡରୁ ଏହି ସହାୟତା ଦିଆଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ତପୁ...
ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ
ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୂଲ୍ୟାୟନ ଦଶମ ପରୀକ୍ଷା ମାର୍କ ଭିତ୍ତିରେ ହେବାକୁ ନିଷ୍ପତ୍ତି ହୋଇଛି। ରେଗୁଲାର ପିଲାଙ୍କ...
କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ
ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ ହେବାକୁ ଥିବା ସମସ୍ତ ବ୍ୟକ୍ତିଙ୍କର ୪ ଥର କରୋନା ଟେଷ୍ଟ କରାଯିବାକୁ ନିଷ୍ପତ୍ତି...
ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…
ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି। ଉଭୟର କେବଳ ଫାଇନାଲ ପରୀକ୍ଷା ହେବ। ଜୁଲାଇ କିମ୍ବା...
କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍ଇଟି ସିବିକେ ମହାନ୍ତି କହିଛନ୍ତି । ଡିଏମଇଟି କହିଛନ୍ତି ଯେ, ତୃତୀୟ ଲହର ପାଇଁ ଓଡ଼ିଶା ସରକାର...
ଓଡ଼ିଶାର ଐତିହ୍ୟକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ: ସୁର
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସମେତ କଂଗ୍ରେସର ବହୁ ନେତା ଘୋଡ଼ା...
ଇ-ପାଠଶାଳା, ଇ-ମୂଲ୍ୟାଙ୍କନ ପୋର୍ଟାଲ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ଅନ୍ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ମୂଲ୍ୟାୟନ ପାଇଁ ଓପେପା ଦ୍ୱାରା ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମରେ ଦୁଇଟି ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଭର୍ଚୁଆଲ୍ରେ ଏହାକୁ ଉଦ୍ଘାଟନ...
୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମକୁ ସଫଳ...
Archives


