ମମିତା ରାୟପୁର ଯିବା ନେଇ ପୋଲିସକୁ ପ୍ରମାଣ ମିଳିନାହିଁ କହିଲେ ଡିଆଇଜି
ସମ୍ବଲପୁର,୧୩ା୧୧(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ପୋଲିସ କାର୍ଯ୍ୟ ସମ୍ପାଦନାରେ ଅବହେଳା କରିନାହିଁ। ଅଭିଯୋଗ ପରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତଙ୍କ କ୍ରାଇମ୍ ସିନ କରିବା, କୋର୍ଟଙ୍କୁ ସୂଚନା ଦେବା, ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସବୁ ସମୟ…
ଘର ଭାଙ୍ଗିଲେ, ଶିଶୁପୁତ୍ରର ଜୀବନ ନେଲେ
କେନ୍ଦୁଝର,୧୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଧୀନ ବିମଳା ସେକ୍ସନ ରାଣିବେଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ରାତିରେ ଖାଦ୍ୟ ଅନ୍ବେଷଣରେ ଆସିଥିବା ହାତୀପଲ ଜଣେ ବ୍ୟକ୍ତିଙ୍କ ଘର କାନ୍ଥ ଭାଙ୍ଗି ଦେବାରୁ ଭିତରେ ଶୋଇଥିବା ୭ ବର୍ଷ…
କରୋନାରେ ୧୫ବର୍ଷୀୟ ନାବାଳିକାଙ୍କ ଜୀବନ ଗଲା
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ ପିଲାର କରୋନାରେ ମୃତ୍ୟୁ ଘଟିଛି। ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ କୋରାପୁଟ ଜିଲାର ଜଣେ ଲେଖାଏ ରହିଛନ୍ତି। କୋରାପୁଟର ଜଣେ ୧୫ବର୍ଷୀୟ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ…
କାନ୍ଦି କାନ୍ଦି ଟ୍ରେନ୍ ଆଗକୁ ଡେଇଁପଡ଼ିଲେ ଯୁବତୀ
ରେଢାଖୋଲ,୧୩।୧୧(ଡି.ଏନ୍.ଏ.): ରେଢାଖୋଲ ରେଳ ଷ୍ଟେଶନ ନିକଟରେ ଶନିବାର ଜଣେ ଯୁବତୀ ଏକ ମାଲବାହୀ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ରେଳବାଇ ପୋଲିସ ଯୁବତୀଙ୍କ ମୃତଦେହ ଜବତ କରି ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ମୃତ ଯୁବତୀ ଜଣକ…
ବଦଳିଲେ ଏହି ଆଇଏଏସ୍, ମିଳିଲା ନୂଆ ଦାୟିତ୍ୱ
ଭୁବନେଶ୍ୱର, ୧୩।୧୧(ବ୍ୟୁରୋ): ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ଆଇଏଏସ୍ ରଞ୍ଜନ କୁମାର ଦାସଙ୍କୁ ବିଭାଗର ସଚିବ ଭାବେ କାର୍ଯ୍ୟ କରିବା ଲାଗି ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ…
ଆହୁରି ୫ ଦିନ ବର୍ଷିବ
ଭୁବନେଶ୍ୱର,୧୩।୧୧(ବୁ୍ୟୁରୋ): ଥାଇଲାଣ୍ଡ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୧୨ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଯାହା ଧୀରେ ଧୀରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।୧୫ ତାରିଖରେ ଏହା ଦକ୍ଷିଣ ପୂର୍ବ…
ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୫ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଏବଂ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…
ସଂସ୍କୃତି ବିଭାଗ ସଚିବ ହେଲେ ରଞ୍ଜନ କୁମାର ଦାସ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ଆଇଏଏସ ରଞ୍ଜନ କୁମାର ଦାସ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ। ଏ ନେଇ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ତେବେ ସାଧାରଣ ପ୍ରଶାସନ ବିଭାଗ…
ରାଜ୍ୟରେ ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୦୩ ଜଣ…
ବନ୍ଦ ପାଳନ, କଂଗ୍ରେସ କର୍ମୀଙ୍କ ଧାରଣା
ଯାଜପୁର ଅଫିସ,୧୩।୧୧: ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ ଶୁକ୍ରବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଯାଜପୁର ଜିଲାରେ ମିଶ୍ରିତ ପ୍ରଭାବ ପକାଇଛି। କେତେକ ଛୋଟ ଦୋକାନକୁ ବାଦ୍ ଦେଲେ ଜିଲାରେ…
କାମ ଦେଉନି ଏମ୍ଡିଙ୍କ ତଦନ୍ତ ନିର୍ଦ୍ଦେଶ
ଯାଜପୁର ଅଫିସ,୧୩।୧୧: ସମସ୍ୟା ଏବଂ ଦୁର୍ନୀତିକୁ ନେଇ ଯାହା ପାଖରେ ଗୁହାରି କରାଯାଉଛି ସେମାନେ କିଛି ଶୁଣୁ ନାହାନ୍ତି। ବରଂ ସମସ୍ୟାର ବଳୟ ଭିତରେ ଅଭିଯୋଗକାରୀ ଆହୁରି ଛଟପଟ ହେଉଛନ୍ତି। ଏଭଳି ଅବ୍ୟବସ୍ଥାକୁ ଦେଖି କେତେଜଣ ଦୁର୍ନୀତିଖୋର ସରକାରୀ ଅଧିକାରୀ ଖୁସି…
ମମିତାଙ୍କୁ ନ୍ୟାୟ ପାଇଁ ଆନ୍ଦୋଳନ ଜାରି ରହିବ
କେନ୍ଦ୍ରାପଡ଼ା ଅଫିସ, ୧୩।୧୧: ମମିତା ମେହେର ହତ୍ୟା ମାମଲାରେ କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ନିଜର ଶକ୍ତି ପ୍ରଦର୍ଶନ କରିଛି। ଶୁକ୍ରବାର ସକାଳ ୬ଟାରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସହରର ପ୍ରତି ଛକରେ ମମିତା ହତ୍ୟାକାଣ୍ଡର ପ୍ରକୃତ କାରଣ ବାହାର କରିବାକୁ…
Archives


