ରାଜ୍ୟ

କାର୍ଯ୍ୟକ୍ଷମ ହେବ କଳାକୃତି ଗ୍ରାମ

ଢେଙ୍କାନାଳ ଅଫିସ,୧୮।୧ ଢେଙ୍କାନାଳ ସଦର ବ୍ଲକ ସପ୍ତଶଯ୍ୟା ପଞ୍ଚାୟତ ନବଜୀବନପୁରରେ ପରିତ୍ୟକ୍ତ ଅବସ୍ଥାରେ ଥିବା କଳାକୃତି ଗ୍ରାମ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଦୀର୍ଘଦିନର ନୀରବତା ପରେ ଏଥିଲାଗି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ସୋମବାର ଅପରାହ୍ନରେ ଜିଲାପାଳ ସରୋଜ କୁମାର ସେଠୀଙ୍କ…

ବର୍ଜ୍ୟବସ୍ତୁରୁ ବଗିଚା

କାମାକ୍ଷାନଗର, ୧୭।୧(ଡି.ଏନ୍‌.ଏ.) ଅଗଣାରେ ହସୁଛି ରଙ୍ଗବେରଙ୍ଗ ଫୁଲ। କେଉଁଠି ସେବତୀ, ଗେଣ୍ଡୁ, ସଦାବିହାରୀ ତ ଆଉ କେଉଁଠି ଡାଲିଆ, ବରବିନା, ଦାଇଁଥସ୍‌, ପେଟୁନିଆ, ଇମ୍ପ୍ରେସନ, ଜେର୍‌ବେରା, ଗାଜାନିଆ, ଭିନକା ଭଳି ବିଦେଶୀ ଫୁଲ। କେବଳ ଫୁଲଗଛ ନୁହେଁ, ଲଙ୍କା, ବାଇଗଣ, କଲରା,…

୫୪୫ ପ୍ରାର୍ଥିପତ୍ର ଦାଖଲ କଲେ ଆଶାୟୀ

ବଅଁରପାଳ/ ବଇଣ୍ଡା/ ଛେଣ୍ଡିପଦା, ୧୮।୧(ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ ହୋଇଛି। ନିୟମ ଅନୁଯାୟୀ ଏହା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୨୨ ତାରିଖରେ ପ୍ରାର୍ଥତ୍ପତ୍ର ଯାଞ୍ଚ କରାଯିବ ଓ ୨୫ରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ।…

ବଢ଼ୁଛି ଦୈନିକ ସଂକ୍ରମଣ: ଦିନକରେ ୧୧୦୮୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ ୧୧୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୧ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୪୩୧ ଜଣ…

ରାଜଧାନୀର ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଘୋଷଣା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀର ଆଉ ୬ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । କୋଭିଡ୍‌ ସଂକ୍ରମଣ ବଢୁଥିବାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଦକ୍ଷିଣ-ପୂର୍ବ ଜୋନ୍‌ର ୬ ଟି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌…

ହାସ୍ୟାଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ: ଜାଣନ୍ତୁ କାହାକୁ କରିବେ ବିବାହ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ହାସ୍ୟାଭିନେତା ପ୍ରଜ୍ଞା ରଞ୍ଜନ ଖଟୁଆ ନିଜ ନିର୍ବନ୍ଧକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ସେ ସିନେମା, ଟେଲିଭିଜନ ଏବଂ ୟୁଟ୍ୟୁବ୍‌ରେ ଲୋକଙ୍କୁ ହସାଇବାରେ କୌଣସି ମୋଉକା ଛାଡନ୍ତି ନାହିଁ। ସୋସିଆଲ ମିଡିଆରେ ତାଙ୍କ ଏକ ଫଟୋ ଏବଂ ରିଙ୍ଗ ସେରିମନି…

ରାଜ୍ୟରେ ୪ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୮୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, କେନ୍ଦ୍ରାପଡା, ସୁନ୍ଦରଗଡ ଏବଂ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ…

ବାଲି ଚୋରା ଚାଲାଣରୁ ରାଜ୍ୟ ହରାଉଛି ୧୪ ହଜାର କୋଟି: ଭାଜପା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଚୋରା ବାଲି ମାଫିଆଙ୍କ ରାଜ୍‌ ବଢୁଛି। ରାଜ୍ୟ ସରକାର ଏବଂ ଶାସକ ଦଳର ମନ୍ତ୍ରୀ, ବିଧାୟକ ତଥା ନେତାମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ପୃଷ୍ଟପୋଷକତାରେ ଅବାଧ ବାଲି ଚୋରି ହେଉଛି।ଏହି ବାଲି ଚୋରି ଯୋଗୁ ରାଜ୍ୟ ସରକାର ପ୍ରତିବର୍ଷ…

‘ମୁକ୍ତ, ଅବାଧ, ନିରପେକ୍ଷ ନିର୍ବାଚନ ଉପରେ ଗୁରୁତ୍ୱ ଦିଅ’

ଭୁବନେଶ୍ୱର,୧୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ ପରିପେକ୍ଷୀରେ ସୋମବାର ବିଭିନ୍ନ ଜିଲା ଲାଗି ନିଯୁକ୍ତ ନିର୍ବାଚନ ଏବଂ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଜମି ଅଧିଗ୍ରହଣ କାର୍ଯ୍ୟ ତ୍ୱରାନ୍ବିତ ନିର୍ଦ୍ଦେଶ

ଭୁବନେଶ୍ୱର,୧୮।୧(ବ୍ୟୁରୋ):  ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ସୋମବାର କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ ଅଧୀନ ୧୦ ଜିଲାର ଅତିରିକ୍ତ ଜିଲାପାଳଙ୍କ ସହ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଭିଡିଓ କନ୍‌ଫରେନ୍ସରେ…

ପଞ୍ଚଭୂତରେ ବିଲୀନ ହେଲେ ଶାନ୍ତି ଦେବୀ

ଗୁଣପୁର,(ଡି.ଏନ୍‌.ଏ.)/ରାୟଗଡ଼ା ଅଫିସ, ୧୮।୧: ଭୂଦାନ ଆନ୍ଦୋଳନର ଅନ୍ୟତମ ପୁରୋଧା ତଥା ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ରବିବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୮୮ବର୍ଷ ହୋଇଥିଲା। ସୋମବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବଂଶଧାରା ନଦୀ କୂଳରେ ଗାର୍ଡ ଅଫ୍‌ ଅନର…

ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ, ୧୮ା୧: ଜଗତ୍‌ସିଂହପୁର ଜିଲାରେ ସୋମବାରଠାରୁ ଜିଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଏବଂ ୱାର୍ଡମେମ୍ବର ପଦବୀ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଜିଲା ପରିଷଦ ସଭ୍ୟ ପାଇଁ କିଛି ଆସନରେ ଏପର୍ଯ୍ୟନ୍ତ ଦଳୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri