୨୧ ଜିଲାକୁ ୟେଲୋ ଓ୍ବାର୍ନିଂ, ୮ ଜିଲାକୁ ସତର୍କ ରହିବା ପାଇଁ ପରାମର୍ଶ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲା ଗୁଡ଼ିକ ମଧ୍ୟରେ ୮ଟି ଜିଲାରେ ପ୍ରବଳରୁ ଅତି...
୪ବର୍ଷର ପ୍ରତିଭା ସାଇସାଗର
ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ ପୁଅ ସାଇସାଗର। ବୟସ ୪ବର୍ଷ। ଗଁା ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଠ ପଢୁଥିବା ସାଇ...
ଆଇୟୁସିଏନ୍ ପୋର୍ଟାଲ୍ରେ ‘ପୃଥିବୀ ମନ୍ଥନ’
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍ର ପୋର୍ଟାଲ୍ରେ ଅରୋମିରା ଏଣ୍ଟରଟେନ୍ମେଣ୍ଟର ଭାଇରାଲ୍ ମ୍ୟୁଜିକ୍ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା ଉପରେ ପର୍ଯ୍ୟବସିତ ଏହି ମ୍ୟୁଜିକ୍ ଭିଡିଓର ଗୀତ ଗାଇଛନ୍ତି ଗାୟିକା ସୁସ୍ମିତା ଦାସ।...
ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ
ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା ହେଉଛି ଖାଦ୍ୟ ପ୍ରକ୍ରିୟାକରଣ, ସପୁରି ଚାଷ, ଏମ୍ବ୍ରଡରୀ, ପଥର ଖୋଦେଇ, ପାନିଆ ତିଆରି...
ଏଥର ବି ଲକ୍ଡାଉନ୍ରେ କଟିବ ରଜ; ଅନ୍ଲାଇନରେ ରଜପାନ, ସହର ବୁଲିବ ‘ପିଠା ଅନ୍ ହ୍ବିଲ୍’
ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଗତବର୍ଷ କରୋନା ପାଇଁ ଗଣପର୍ବ ରଜ ଫିକା ପଡିଥିଲା। ଲକ୍ଡାଉନ୍ କଟକଣା ଯୋଗୁ ଲୋକେ ଘରୁ ପଦାକୁ ବାହାରି ନ ପାରିବାରୁ ରଜ ମଉଜ ଜମି ନ ଥିଲା। ଏବର୍ଷକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ...
ଜୁନ୍ ଶେଷରେ ମାଟ୍ରିକ୍ ରେଜଲ୍ଟ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏଥିପାଇଁ ଜୋର୍ସୋରରେ ମୂଲ୍ୟାୟନ ଚାଲିଛି। ଆସନ୍ତା ୧୭ ତାରିଖରୁ ନବମ ଓ ଦଶମ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ୟୁଟ୍ୟୁବ୍ ମାଧ୍ୟମରେ ପୂର୍ବାହ୍ନ ୧୦ଟା ୪୫ରୁ ଅପରାହ୍ନ ୧ଟା...
୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟର ଅଧାରୁ ଅଧିକ ଅଞ୍ଚଳକୁ ଘେରିଯାଇଛିି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା...
ପୋଲିସ ଚାକିରି କରିବେ କିନ୍ନର
ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍ ଇନ୍ସପେକ୍ଟର(ଏସ୍ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଯୋଗ୍ୟ ପ୍ରାର୍ଥୀଙ୍କଠାରୁ ଦରଖାସ୍ତ ଆହ୍ବାନ କରାଯାଇଛି।...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୪୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୩୦୨କୁ...
ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ
ପରଜଙ୍ଗ, ୧୩।୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା ପ୍ରେମିକାଙ୍କ ଗର୍ଭପାତ ହୋଇଛି। ଗତ ୩ତାରିଖରେ ଏଭଳି ଅମାନବୀୟ ଘଟଣା ଘଟିଛି। ତେବେ...
୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହିସବୁ...
ବଢୁଛି ଅନ୍ଲକ୍ ସମ୍ଭାବନା
ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ରାଜ୍ୟରେ ତଳମୁହାଁ ହେଉଛି କରୋନା ସଂକ୍ରମଣ। ଅନେକ ଜିଲାରେ ସଂକ୍ରମଣ ହାର କମ୍ ରହୁଥିବାରୁ ଆସନ୍ତା ୧୭ତାରିଖ ସକାଳ ୫ଟାରେ ଲକ୍ଡାଉନ ଶେଷ ହେବା ପରେ ଅନ୍ଲକ୍ ପ୍ରକ୍ରିୟା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଯେଉଁ ଜିଲାରେ...
Archives


