ରାଜ୍ୟ

ବରୀ, କୋରେଇ ବ୍ଲକରେ ମେଗା ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୧୮ା୧: ଯାଜପୁର ଜିଲା ବରୀ ବ୍ଲକର ୮୯ ଗ୍ରାମ ଓ କୋରେଇ ବ୍ଲକର ୧୫୮ ଗ୍ରାମ ପାଇଁ ୨ଟି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପକୁ ପ୍ରଶାସନିକ ମଞ୍ଜୁରୀ ମିଳିଛି। ଏଥିରେ କୋରେଇ ବ୍ଲକ ପାଇଁ ୧୩୮.୬୯ କୋଟି ଏବଂ ବରୀ…

କାର୍ଯ୍ୟକାରୀ ହେଉନି ଜିଲା ପରିଷଦ ନିଷ୍ପତ୍ତି

ଯାଜପୁର ଅଫିସ,୧୮।୧: ଜିଲା ପରିଷଦ ସହ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ମିଶ୍ରଣ ହୋଇଯାଇଥିବାରୁ ପରିଷଦର କ୍ଷମତା ବୃଦ୍ଧିପାଇବ ବୋଲି ଆଶା କରାଯାଇଥିଲା। ତଦନୁସାରେ ଭୋଟର ଜିଲାପରିଷଦ ପ୍ରାର୍ଥୀଙ୍କୁ ଭୋଟ ଦେଇ ବିଜୟୀ କରାଇଥିଲେ। କିନ୍ତୁ ଗତ ୫ ବର୍ଷରେ…

ତଦନ୍ତ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ

ନିଶ୍ଚିନ୍ତକୋଇଲି,୧୮ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ କରିଥିବା ଆବେଦନ ସୋମବାର ଜେଏମ୍‌ଏଫ୍‌ସି କୋର୍ଟରେ ଖାରଜ ହୋଇଯାଇଛି। ଏଥିସହ ତଦନ୍ତ ପ୍ରକ୍ରିୟା ତୁରନ୍ତ ଶେଷ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୧୧ା୧ା୨୨ରେ ମାହାଙ୍ଗା ପୋଲିସ ଜେଏମ୍‌ଏଫ୍‌ସି କୋର୍ଟରେ…

ଓଏଚ୍‌ଆର୍‌ସି କାର୍ଯ୍ୟାଳୟ ୯ଦିନ ଶଟ୍‌ଡାଉନ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟର ବହୁ ଅଧିକାରୀ ଓ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ଏଡ଼ାଇବା ପାଇଁ କାର୍ଯ୍ୟାଳୟକୁ ୯ଦିନ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ୧୭ ତାରିଖରୁ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟାଳୟ ବନ୍ଦ…

ସିଏମ୍‌ଓ ଓଡ଼ିଶା ପ୍ରୋଫାଇଲ ଫଟୋ ବଦଳିଲା

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହାର ପ୍ରୋଫାଇଲ ଫଟୋକୁ ପରିବର୍ତ୍ତନ କରାଯାଇଛି। ଉଭୟ ଫେସବୁକ୍‌ ଏବଂ ଟୁଇଟରରେ ଥିବା ଫଟୋକୁ ପରିବର୍ତ୍ତନ କରାଯାଇଛି। ପୂର୍ବରୁ ଉଭୟ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ରହିଥିଲା। ବର୍ତ୍ତମାନ ନବୀନଙ୍କ ସ୍ଥାନରେ…

ମେସେଜ ଆସିଲା, ଧାନ ଉଠିଲା ନାହିଁ

ଖୋର୍ଦ୍ଧା ଅଫିସ/ନିରାକାରପୁର/ବୋଲଗଡ଼, ୧୮ା୧ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଧାନମଣ୍ଡି ଖୋଲିବାରେ ବିଳମ୍ବ ଘଟୁଥିବାରୁ ଚାଷୀଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ନିର୍ଦ୍ଧାରିତ ତାରିଖରେ ଧାନ ବିକ୍ରି ଲାଗି ମୋବାଇଲ ଫୋନ୍‌କୁ ମେସେଜ ଆସୁଥିବା ବେଳେ ଉକ୍ତ ତାରିଖରେ ଧାନ କିଣାଯାଉନାହିଁ। ଫଳରେ…

ଫୁସ୍‌ଫୁସ୍‌ରେ ପହଞ୍ଚିଲା ବେଳକୁ ଓମିକ୍ରନ୍‌ ଦୁର୍ବଳ

ଭୁବନେଶ୍ୱର, ୧୮।୧(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଅଧିକ ସଂକ୍ରାମକ। କିନ୍ତୁ ଫୁସ୍‌ଫୁସ୍‌ରେ ପହଞ୍ଚତ୍ଲା ବେଳକୁ ଏହି ଭୂତାଣୁ ଦୁର୍ବଳ ହୋଇଯାଉଛି। ଫଳରେ ଏହା ସାଧାରଣ ମଣିଷର କିଛି କ୍ଷତି କରିପାରୁନି। କିନ୍ତୁ ଯିଏ ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ, ସେମାନଙ୍କୁ ଓମିକ୍ରନ୍‌…

୨୧ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮୧(ବ୍ୟୁରୋ): ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। କେତେକ ଜିଲାରେ ଘନ କୁହୁଡ଼ି ଯୋଗୁ ଯାତାୟାତରେ ବାଧା ସୃଷ୍ଟି କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ,…

ଦୁର୍ଦ୍ଦିନରେ ଲଘୁ ଉଦ୍ୟୋଗ

ଭୁବନେଶ୍ୱର,୧୮ା୧(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଗତ ୨ ବର୍ଷ ହେବ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଅତିମାତ୍ରାରେ ପ୍ରଭାବିତ ହୋଇଛି। କୋଭିଡ୍‌ କଟକଣା ଯୋଗୁ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିଥିବାରୁ ଏହା ଉପରେ ନିର୍ଭର କରୁଥିବା…

ସୁମିତ୍‌-ତପସ୍ବିନୀ ମାମଲା: ଆବେଦନ ଖାରଜ କଲେ ଏସ୍‌ଡିଜେଏମ କୋର୍ଟ

ବ୍ରହ୍ମପୁର ଅଫିସ, ୧୭।୦୧: ବହୁ ଚର୍ଚ୍ଚିତ ସୁମିତ୍‌ ସାହୁ ଏବଂ ତପସ୍ବିନୀ ଦାଶ ମାମଲା ଦିନକୁ ଦିନ ନୂଆ ନୂଆ ମୋଡ ନେଉଛି। ତପସ୍ବିନୀଙ୍କୁ ନ ରଖିବା କେସ୍‌ରେ ପ୍ରଥମେ ଏସ୍‌ଡିଜେଏମ ଏବଂ ପରେ ଜିଲା କୋର୍ଟରୁ ନିରାଶ ହୋଇଛନ୍ତି ସୁମିତ୍‌…

ବିଜେଡି ଟଙ୍କା ବାଣ୍ଟୁଥିବା ଅଭିଯୋଗ

ଆରଡ଼ି, ୧୭।୧ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ମୁଆଁ ଗାଁରେ ରବିବାର ବିଜେଡି ନେତା ଟଙ୍କା ବାଣ୍ଟୁଥିବା ନେଇ ଯୁବକମାନେ ଅଭିଯୋଗ କରିଛନ୍ତି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ…

ସ୍ୱାମୀ ତ ରହିଲେନି, ଟଙ୍କା ଆଉ କ’ଣ ହେବ

ଭଦ୍ରକ ଅଫିସ, ୧୭ା୧- “ଜୀବନ ତ ବଞ୍ଚାଇ ହେଲାନି। ଆଉ ଚିକିତ୍ସା ପାଇଁ ମିଳିଥିବା ସହାୟତା ରାଶି କ’ଣ ହେବ। ଏହି ଟଙ୍କା ହୁଏତ ଆଉ କାହା ଜୀବନ ବଞ୍ଚାଇବାରେ ସାହାଯ୍ୟ କରିବ” ଏଭଳି କହି କୋଭିଡ୍‌ରେ ପ୍ରାଣ ହରାଇଥିବା ଭଦ୍ରକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri