ରାଜ୍ୟ

୪୪ ଲକ୍ଷ ଟଙ୍କାରେ ସରପଞ୍ଚ ପଦ ନିଲାମ

ବଲାଙ୍ଗୀର ଅଫିସ,୧୭ା୧: ଗଣତନ୍ତ୍ରର ସଶକ୍ତିକରଣ, ତୃଣମୂଳସ୍ତରରୁ ଲୋକଙ୍କ ଭାଗିଦାରୀ ଏବଂ ବିକାଶମୂଳକ କାର୍ଯ୍ୟରେ ଜନସାଧାରଣଙ୍କ ସହଭାଗିତାକୁ ସୁଦୃଢ଼ କରୁଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସମୟରେ ଗୋଟିଏ ପଞ୍ଚାୟତର ସରପଞ୍ଚ ପଦକୁ ନିଲାମ ପ୍ରକ୍ରିୟାରେ…

ପ୍ରଥମ ଦିନରେ ୮୭୭୨ ନାମାଙ୍କନପତ୍ର ଦାଖଲ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆସନ୍ତା ଫେବୃୟାରୀ ୧୬ରେ ହେବ। ଏ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି। ସୋମବାର ନାମାଙ୍କନ ପତ୍ର ଦାଖଲ କରାଯିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ପ୍ରଥମ ଦିନରେ ୮୭୭୨ ଜଣ ପାର୍ଥୀ…

ନିଶା କାରବାର ରୋକିବ ଟାକ୍ସ ଫୋର୍ସ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟରେ ଡ୍ରଗ୍ସ ଚାଲାଣ ରୋକିବା ନେଇ ଟାକ୍ସ ଫୋର୍ସ ଗଠନ କରାଯିବ। ଏହି ଟାକ୍ସ ଫୋର୍ସ ଅବସରପ୍ରାପ୍ତ ଡିଜିପି ଅଭୟଙ୍କ ଅଧ୍ୟକ୍ଷତାରେ ହେବ। ମୁଖ୍ୟ ସଚିବ ଓ ଫୋର୍ସ ଅଧ୍ୟକ୍ଷଙ୍କ ନେତୃତ୍ୱରେ କୋର୍ଡିନେଶନ କମିଟି ହେବା ନେଇ ସୂଚନା ରହିଛି।…

ମୁମ୍ବାଇରେ ଖୋଲିବ ଚଏସ୍‌-କିସ୍‌ ଆବାସିକ ବିଦ୍ୟାଳୟ

ଭୁବନେଶ୍ୱର, ୧୭।୧(ବ୍ୟୁରୋ): ଦିଲ୍ଲୀ ଓ କୋଲକାତା ପରେ ମହାରାଷ୍ଟ୍ରର ମୁମ୍ବାଇରେ କିସ୍‌ ଆବାସିକ ବିଦ୍ୟାଳୟ ଖୋଲିବ। ଏନେଇ କିସ୍‌ ଓ ମୁମ୍ବାଇସ୍ଥିତ ଚଏସ୍‌ ୱେଲଫେୟାର ଫାଉଣ୍ଡେଶନ ମଧ୍ୟରେ ରବିବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଏଥିରେ ଫାଉଣ୍ଡେଶନ ପକ୍ଷରୁ ଏହାର ଅଧ୍ୟକ୍ଷ…

ଏମ୍ସର ୩୦୦ରୁ ଅଧିକ କର୍ମଚାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ ରହିଛନ୍ତି। ଜାନୁୟାରୀ ୧ରୁ ସୋମବାର ପର୍ଯ୍ୟନ୍ତ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଓପିଡି ବନ୍ଦ…

ଥଣ୍ଡା କାଶ ହେଲେ ତୁରନ୍ତ ଆଇସୋଲେଟ କରାନ୍ତୁ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ସଂକ୍ରମଣର ଡବଲିଂ ଟାଇମ କମି ଥିବାବେଳେ ଗ୍ରୋଥ ରେଟ ବି ହ୍ରାସ ପାଇଛି । ବର୍ତ୍ତମାନ ରାଜ୍ୟରେ ୭୫ ହଜାର ଆକ୍ଟିଭ କେସ୍‌ ଥିବା ବେଳେ ମାତ୍ର ୧୨୦୦ ହସ୍ପିଟାଲାଇରେ ଭର୍ତ୍ତି ହୋଇଛନ୍ତି । ହସ୍ପିଟାଲ ଉପରେ କିଛି ଚାପ…

ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ରବିବାର ବିଳମ୍ବିତ ରାତିରେ ରାୟଗଡ଼ା ଜିଲା ସେବାସମାଜ ପରିସରରେ ୮୮ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ‘ପଦ୍ମଶ୍ରୀ…

ଧାନବିଲରୁ ମିଳିଲା ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ, ପାଖରେ ପଡ଼ିଥିଲା ଟାଙ୍ଗିଆ

ବୌଦ୍ଧ,୧୭ା୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମର ୫୭ ନଂ. ଜାତୀୟ ରାଜପଥ ପାର୍ଶ୍ୱ ଏକ ଧାନବିଲରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହକୁ ଜବତ କରିଛି ବୌଦ୍ଧ ପୋଲିସ। ଏହା ସହିତ ମୃତଦେହ ନିକଟରେ ପଡ଼ିଥିବା ଏକ ଟାଙ୍ଗିଆକୁ…

ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧୭ା୧: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ସୋମବାରଠାରୁ ପୁଣି ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ। ପ୍ରବଳ କୁହୁଡ଼ି ଯୋଗୁ ଗତ ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ ରହିଥିଲା। କେବଳ ରାତ୍ରି ରହଣି ପାଇଁ ପୂର୍ବରୁ ବୁକିଂ କରିଥିବା…

ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ

ରାୟଗଡ଼ା ଅଫିସ,୧୭ା୧: ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ ଘଟିଛି। ରବିବାର ବିଳମ୍ବିତ ରାତିରେ ରାୟଗଡ଼ା ଜିଲା ଗୁଣୁପୁର ସେବାସମାଜ ପରିସରରେ ୮୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ରବିବାର ତାଙ୍କୁ ସାମାନ୍ୟ ଜ୍ବର ହୋଇଥିବାବେଳେ ବିଳମ୍ବିତ…

ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ସୁଦୃଢ଼ କରାଯିବ

ଭୁବନେଶ୍ୱର, ୧୭।୧(ବ୍ୟୁରୋ): କରୋନା ପାଇଁ ଶିକ୍ଷା ବ୍ୟବସ୍ଥା ଗୁରୁତର ପ୍ରଭାବିତ ହୋଇଛି। ଏପରିସ୍ଥିତିରେ ଏ କ୍ଷେତ୍ରରେ ସଂସ୍କାର ଆଣିବାକୁ ଲକ୍ଷ୍ୟ ରଖିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ସହ ପିଲାଙ୍କ ବୌଦ୍ଧିକ ବିକାଶ ପାଇଁ ପଦକ୍ଷେପ…

ଆଜି ରାଜ୍ୟରୁ ୧୦,୪୮୯ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦,୪୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୪,୪୦୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬,୦୮୨ ଜଣ ଚିହ୍ନଟ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri