ରାଜ୍ୟ

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ ଡ.ପ୍ରମୋଦ କୁମାର ପୃଷ୍ଟି , ଆରକ୍ଷୀ ଅଧୀକ୍ଷକ ଗଞ୍ଜାମ ଶୁଭେନ୍ଦୁ କୁମାର…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି ପୋଲିସ । ମୃତ ସୋମ୍ୟସାଗରଙ୍କ ପତ୍ନୀ ଶୁଭଶ୍ରୀଙ୍କ ସମେତ ମୋଟ ୫ଜଣଙ୍କୁ ଗିରଫ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍ ବୁଲେଟରେ ନିଆଁ ଲାଗି ଯାଇଥିଲା । ହୁତୁହୁତୁ ହୋଇ ବୁଲେଟ୍ ଗାଡ଼ି ଜଳି…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ OD ୧୮K ୭୦୪୧)ରେ ଗୁଡାରିରୁ ନବରଙ୍ଗପୁରର ସେନାପତି ଷ୍ଟ୍ରିଟ୍‌ସ୍ଥିତ ତାଙ୍କ ବାସଭବନକୁ ଯାତ୍ରା…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ ଧକ୍କାଦେଇଥିଲା କଲେଜ ବସ୍‌। ତେବେ ବସ୍‌ରେ ଥିବା ୧୫ରୁ ଊର୍ଦ୍ଧ୍ୱ ଛାତ୍ର ଆହତ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ ଜଣେ ଯୁବ ବ୍ୟବସାୟୀଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା ।…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ ଖରା ଛୁଟି ଆସେ, ଶିଶୁମାନେ ଅପେକ୍ଷା କରି ବସିଥାଆନ୍ତି ପାର୍କ ବା ଶିଶୁ…

ମାନସ ରଞ୍ଜନ ମଙ୍ଗରାଜ,ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩।୪: ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମାନସଙ୍କୁ ବିଜେଡି ସଂସଦୀୟ ଦଳ ନେତା ଭାବେ ମନୋନୀତ କରିଛନ୍ତି ନବୀନ। ସେହିପରି ସୁଲତା ଦେଓଙ୍କୁ ବିଜେଡି ସଂସଦୀୟ ଦଳ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩ କିମି. ଦୂରରେ । ଫଳରେ ଏହି ୩ କି.ମି. ରାସ୍ତା ମୃତଦେହକୁ ଖଟିଆରେ…

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି। ରବିବାର ଏଠାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୧.୫ ଡିଗ୍ରୀ ଛୁଇଁଥିଲା। ଏହାତଳକୁ…

ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…

ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍‌ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର ହୋଇଛି। ଏଥିପାଇଁ ଖୁବ୍‌ ସଜେଇ ହୋଇଛି ରାଜଧାନୀ। ସରକାରୀ କୋଠାଗୁଡ଼ିକ ଆଲୋକମାଳାରେ ବେଶ୍‌…

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ। ମହୁଲ ଫୁଲର ମହକରେ ଗଛର ପାରିପାର୍ଶ୍ୱିକ ଅଞ୍ଚଳ ମହକି ଉଠିଥାଏ। କେବଳ ମହୁମାଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?