୪ ଆଇଏଏସ୍ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାକୁ ପଦୋନ୍ନତି
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ ଅଫିସରଙ୍କୁ ସ୍ତରରେ ପଦୋନ୍ନତି ଦେଇଛନ୍ତି। ୪ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାକୁ ପଦୋନ୍ନତି କରାଯାଇଛି। ୧୯୯୧ ବ୍ୟାଚ୍ର ଆଇଏଏସ୍ ଅନୁ ଗର୍ଗ, ମଧୁସୂଦନ ପାଢ଼ୀ, ସତ୍ୟବ୍ରତ ସାହୁ, ବିଜୟ ଆରୋରାଙ୍କୁ ଅତିରିକ୍ତ ମୁଖ୍ୟ…
ନକଲି ପୋଲିସକୁ ଧରିଲା ଅସଲି ପୋଲିସ, ସ୍କ୍ବାଡ ପରିଚୟ ଦେଇ କରୁଥିଲେ ଲୁଟ୍ପାଟ
ବରଗଡ଼ ଅଫିସ,୧୫ା୧: ପୋଲିସ ସ୍କ୍ବାଡର କର୍ମଚାରୀ ପରିଚୟ ଦେଇ ଲୁଟ୍ପାଟ୍ ଚଲାଇଥିବା ୨ ଅଭିଯୁକ୍ତଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଲାଙ୍ଗୀର ସଦର ଥାନା ସିନ୍ଦୁରବାହାଲ ଗ୍ରାମର ସୁମନ ଶେଖର ପାଣିଗ୍ରାହୀ(୨୬) ଏବଂ ବରଗଡ଼ ପୌର ପରିଷଦ…
ଗଛରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ
ଅମ୍ବାଭୋନା,୧୫ା୧(ଡି.ଏନ୍.ଏ.): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଡୁଙ୍ଗୁରୀ ଦେଚୁଆଁ ପାହାଡ଼ ମଧ୍ୟରେ ରହିଥିବା ମାତାବନ୍ଧ ନିକଟସ୍ଥ ଏକ ଗଛରୁ ଶନିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତକଦ୍ୱୟ ହେଲେ, ଡୁଙ୍ଗୁରୀ ଗ୍ରାମର ପାଣ୍ଡବ ବାଗ(୪୫) ଓ ସୁବାସିନୀ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ୩,୨୨୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୩,୨୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୫୫,୬୧୫ ଜଣ ସୁସ୍ଥ ହୋଇସାରିଲେଣି। ଆଜି ସୁନ୍ଦରଗଡ଼ରୁ…
ଦୃଷ୍ଟି ବାଧିତ ଯାଁଳା ଭଉଣୀ, ଦୁନିଆ ଦେଖିବା ପାଇଁ ସହାୟତା ଲୋଡ଼ିଲେ ମାତାପିତା
ସୋରଡ଼ା,୧୫ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ସଞ୍ଜୟ ଗୌଡ଼ଙ୍କ ଦୁଇ ଝିଅ ଦୃଷ୍ଟି ବାଧିତ (ଯାଁଳା ଭଉଣୀ) ଥିବା ସମାଜସେବୀ ପ୍ରମୋଦ ପଟ୍ଟନାୟକ, ଲମ୍ବୋଦର ଅଧିକାରୀଙ୍କଠାରୁ ଖବର ପାଇ ଶନିବାର ସ୍ଥାନୀୟ ଆଇଆଇସି ରମେଶ…
ବଢୁଛି ଓମିକ୍ରନ: ଆଜି ୩୨ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଶନିବାର ରାଜ୍ୟରୁ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଥିବା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ…
ପ୍ରକାଶ ପାଇଲା ସଂରକ୍ଷଣ ତାଲିକା
ଭୁବନେଶ୍ୱର,୧୫।୧(ବ୍ୟୁରୋ): ପୌର ନିର୍ବାଚନ ନେଇ ମ୍ୟୁନିସିପାଲିଟି ଓ ଏନଏସିର ଅଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ମହିଳାଙ୍କ ପାଇଁ ୫୦ ପ୍ରତିଶତରୁ ଅଧିକ ଆସନ ସଂରକ୍ଷିତ ରହିଛି । ୧୦୭ ଆସନରୁ ମହିଳାଙ୍କ ପାଇଁ ୫୪ଟି ଆସନ ସଂରକ୍ଷିତ ରହିଛି…
୧୭ରୁ ଭୁବନେଶ୍ୱର ଏମ୍ସ ଓପିଡି ବନ୍ଦ
ଭୁବନେଶ୍ୱର,୧୫।୧(ବ୍ୟୁରୋ): ଭୁବନେଶ୍ୱର ଏମ୍ସର ଓପିଡି ଆସନ୍ତା ୧୭ରୁ ବନ୍ଦ ହେବା ନେଇ ଘୋଷଣା ହୋଇଛି। ଏମ୍ସର କିଛି ଅଧିକାରୀ ଓ କର୍ମଚାରୀ ପଜିଟିଭ୍ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଛି। ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରୀକାଳୀନ ସେବା…
ପୌରଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ
ଭୁବନେଶ୍ୱର, ୧୫।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ପର ନିର୍ବାଚନ ହେବ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟର ୧୦୭ଟି ପୌର ପରିଷଦ ଅଧ୍ୟକ୍ଷ ପାଇଁ ଶନିବାର ସଂରକ୍ଷଣ ତାଲିକା ପ୍ରକାଶ ପାଇଛିି। ନଗର ଉନ୍ନୟନ ବିଭାଗ ପକ୍ଷରୁ…
ପୁଣି ବିଏମ୍ସି ଦକ୍ଷିଣ ପୂର୍ବ ଜୋନ୍ର ୪ କର୍ମଚାରୀ କରୋନା ପଜିଟିଭ୍
ଭୁବନେଶ୍ୱର,୧୫।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ମୁଖ୍ୟ କାର୍ଯ୍ୟାଳୟର ଆଉ କିଛି କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବିଏମ୍ସି ଦକ୍ଷିଣ ପୂର୍ବ ଜୋନ୍ର ୪ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ପୂର୍ବରୁ ବିଏମ୍ସିର ୨୨ କର୍ମଚାରୀ…
ଲକ୍ଷଣ ନ ଥିଲେ କରନ୍ତୁ ନାହିଁ କରୋନା ଟେଷ୍ଟିଂ
ଭୁବନେଶ୍ୱର, ୧୫।୧(ବ୍ୟୁରୋ): କୌଣସି ଲକ୍ଷଣ ନ ଥିଲେ କୋଭିଡ୍-୧୯ ଟେଷ୍ଟିଂ କରନ୍ତୁ ନାହିଁ। ପଜିଟିଭ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ମଧ୍ୟ ଯଦି ଆପଣଙ୍କ ପାଖରେ ଲକ୍ଷଣ ନାହିଁ, ତେବେ ଟେଷ୍ଟିଂ କରିବା ଆବଶ୍ୟକ ନାହିଁ । କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍ଲାଇନ୍…
ଚାଷୀଙ୍କ ଦୁର୍ଦ୍ଦଶା ବଢ଼ାଉଛି ଅଦିନିଆ ବର୍ଷା
ପଦ୍ମପୁର/ବନ୍ତ, ୧୫ା୧(ଡି.ଏନ.ଏ.) ଚଳିତବର୍ଷ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀମାନଙ୍କ ମେରୁଦଣ୍ଡ ଭାଙ୍ଗିଯାଇଛି। ଚାଷ ଆରମ୍ଭରେ ଅନିୟମିତତା ବର୍ଷା, ସାରର ଅଭାବୀ ବିକ୍ରି ପରେ ଲଘୁଚାପ ଜନିତ ବର୍ଷା ଏବଂ ଏବେ ଅମଳ ସମୟରେ କଟାଯାଇଥିବା ପାଚିଲା ଧାନ ବିଲରେ ଭିଜୁଛି। ଏହାକୁ ନେଇ…
Archives


