ପୋଲିସ ଗୁଇନ୍ଦା ସୂଚନାଦାତାଙ୍କୁ ହତ୍ୟା କଲେ ମାଓବାଦୀ
ମାଲକାନଗିରି,୧୦ା୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଦାନ୍ତଓ୍ବୋଡ଼ାଠାରେ ପୋଲିସର ଗୁଇନ୍ଦା ସୂଚନାଦାତା ସମ୍ବନ୍ଧରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ଯବାନ ଜଣଙ୍କ ହେଲେ ଟାଟୁମ ଗ୍ରାମର ବାସିନ୍ଦା ଉମେଶ ମାର୍କମ। ମଙ୍ଗଳବାର ରାତିରେ ଗାଁକୁ କିଛି ମାଓବାଦୀ ଆସି ଉମେଶଙ୍କୁ ହତ୍ୟା କରିଥିଲେ।…
ରାଜ୍ୟର ସର୍ବବୃହତ ଓମ୍ଫେଡ ଡାଏରୀ ପ୍ଲାଣ୍ଟ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
କଟକ ଅଫିସ,୧୦।୧୧: ରାଜ୍ୟର ସର୍ବବୃହତ ଓମ୍ଫେଡ ଡାଏରୀ ପ୍ଲାଣ୍ଟ ବୁଧବାର ଉଦ୍ଘାଟନ କରାଯବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ବାରଙ୍ଗ ବ୍ଲକ ଅରିଲୋ ଠାରେ ୩୦୦ କୋଟି ଟଙ୍କାର ଏହି ଅତ୍ୟାଧୁନିକ ସମ୍ପୂର୍ଣ୍ଣ ଅଟୋମଟିକ ଡାଏରୀ ପ୍ଲାଣ୍ଟର ଲୋକାର୍ପଣ କରିବେ। ରାଜ୍ୟର…
ଆଇଆଇସି କହୁଛି କହି ଲକ୍ଷାଧିକ ଟଙ୍କାର ଲୁହାରଡ୍ ଲୁଟିଲେ ଦୁର୍ବୃତ୍ତ
ଗଞ୍ଜାମ,୧୦ା୧୧(ଡି.ଏନ୍.ଏ.): ଗଞ୍ଜାମ ଥାନା ଆଇଆଇସି କହୁଛି କହି ଜଣେ ଟ୍ରେଡର୍ସମାଲିକଙ୍କଠାରୁ ଲକ୍ଷାଧିକ ଟଙ୍କାର ଲୁହାରଡ୍ ଠକେଇ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି l ଟ୍ରେଡର୍ସ ମାଲିକ ଆଇଆଇସିଙ୍କୁ ଟଙ୍କା ମାଗିବା ପରେ ଖୋଲିଛି ଠକେଇର ଗୁମର। ଆଇଆଇସି ଶୁଭେନ୍ଦୁ କୁମାର ସାହୁ…
ଆଶଙ୍କାରେ ଚଣ୍ଡିଖୋଲ ଭୂତଳ ତୈଳଭଣ୍ଡାର
ଚଣ୍ଡିଖୋଲ,୧୦।୧୧(ଡି.ଏନ.ଏ.): ଯାଜପୁର ଜିଲା ଚଣ୍ଡିଖୋଲଠାରେ ପ୍ରସ୍ତାବିତ ଭୂତଳ ତୈଳ ଭଣ୍ଡାର ନିର୍ମାଣ ନେଇ ୨୦୧୬-୧୭ରୁ ଘୋଷଣା କରାଯାଇଥିଲେ ବି ଏ ପର୍ଯ୍ୟନ୍ତ କାର୍ଯ୍ୟ ପାଦେ ବି ଆଗେଇ ପାରିନି। ଏପରି କି ପ୍ରସ୍ତାବିତ ପ୍ରକଳ୍ପର ଜମି ଅଧିଗ୍ରହଣ କାର୍ଯ୍ୟ ମଧ୍ୟ ହୋଇ…
ବ୍ୟାସନଗର ମ୍ୟୁନିସିପାଲିଟି ୱାର୍ଡ ପୁନର୍ଗଠିତ
ଯାଜପୁର ଅଫିସ,୧୦।୧୧: ୨୬ ୱାର୍ଡ ବିଶିଷ୍ଟ ବ୍ୟାସନଗର ମ୍ୟୁନିସିପାଲିଟିର ପଛୁଆବର୍ଗଙ୍କ ପାଇଁ ୭ଟି ୱାର୍ଡ ସଂରକ୍ଷିତ ରହିଥିବାବେଳେ ସେଥିରୁ ୪ଟି ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ତଫସିଲଭୁକ୍ତ ଜାତିଙ୍କ ପାଇଁ ସଂରକ୍ଷିତ ୩ଟି ୱାର୍ଡରୁ ୨ ମହିଳା ଓ ତଫସିଲଭୁକ୍ତ ଜନଜାତିଙ୍କ…
ଟ୍ରକ୍ ପଛରେ ପିଟିହେଲା ଯାତ୍ରୀବାହୀ ବସ୍: ୧୫ରୁ ଊର୍ଦ୍ଧ୍ୱ ଆହତ
ଛେଣ୍ଡିପଦା,୧୦ା୧୧(ଡି.ଏନ୍.ଏ.): ଛେଣ୍ଡିପଦା-ଅନୁଗୋଳ ୬୩ ନଂ ରାଜ୍ୟ ରାଜପଥର ନିଶା ଶିଳ୍ପାଞ୍ଚଳ ଥାନାର ଜିନ୍ଦଲ ଫାଟକ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, ନିଶାସ୍ଥିତ ଜିନ୍ଦଲ କମ୍ପାନୀର ମ୍ୟାଟେରିଆଲ…
ମରାମତି ଅଭାବରୁ ରାସ୍ତା ଶୋଚନୀୟ
ନାଉଗାଁ,୧୦।୧୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଛକରୁ ତିହୁଡାକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇ ପଡିଛି। ବିଭିନ୍ନ ସଙ୍ଗଠନ, ବୁଦ୍ଧିଜୀବୀଙ୍କ ପକ୍ଷରୁ ବାରମ୍ବାର ଦାବି ସତ୍ତ୍ୱେ ରାସ୍ତାର ତିହୁଡାଠାରୁ ଅଧା କିମି ପର୍ଯ୍ୟନ୍ତ ମରାମତି କରାଯାଇଛି। ମାତ୍ର ବାକି ରାସ୍ତା ଏବେବି ଖରାପ…
ମହିଳାଙ୍କ ପାଇଁ ୫୦%ରୁ ଊର୍ଦ୍ଧ୍ୱ ଆସନ ସଂରକ୍ଷିତ
ପାରାଦୀପ, ୧୦।୧୧(ସ୍ବ.ପ୍ର.): ପାରାଦୀପ ପୌର ନିର୍ବାଚନ ପାଇଁ ମଙ୍ଗଳବାର ଚିଠା ସଂରକ୍ଷଣ ତାଲିକା ଘୋଷଣା କରାଯାଇଛି। ଜିଲାପାଳ ପାରୁଲ ପଟଓ୍ବାରିଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ ସମସ୍ତ ଓ୍ବାର୍ଡର ତାଲିକା ବଦଳି ଯାଇଛି। ଏଥିରେ ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ଆସନ ମହିଳାଙ୍କ ପାଇଁ…
ଯାତ୍ରୀବାହୀ ଟ୍ରେନ ଚଳାଚଳ ଦାବି: ଆଜି ରେଳରୋକୋ
କେନ୍ଦ୍ରାପଡ଼ା ଅଫିସ, ୧୦।୧୧: କେନ୍ଦ୍ରାପଡ଼ା ଜିଲାକୁ ୨୦୨୦ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏହା ପରେ ରେଳ ବିହୀନ ଜିଲାରୁ କେନ୍ଦ୍ରାପଡ଼ାର ନାମ ବାଦ୍ ପଡିଥିଲା। ଏବେ ଦୈନିକ ୩୦ ମାଲବାହୀ ଟ୍ରେନ ଗଡୁ ଥିଲେ ମଧ୍ୟ…
୨୦ ବର୍ଷରେ ଓଡ଼ିଶା ବିକାଶକୁ ଦେଖ
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବିଗତ ୨୦ ବର୍ଷରେ ଓଡ଼ିଶାରେ ବିକାଶର ବିଭିନ୍ନ କ୍ଷେତ୍ରରେ ଦ୍ରୁତ ପରିବର୍ତ୍ତନ ଘଟିଛି ବୋଲି ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ମଙ୍ଗଳବାର ଲୋକସେବା ଭବନରେ ଆଇଏସ୍ ଶିକ୍ଷାନବିସମାନେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଥିଲେ। ଏହି ଅବସରରେ ଗ୍ରାମୀଣ…
ଓଡ଼ିଶାକୁ ପ୍ରଥମ ଜାତୀୟ ଇ-ବିଧାନସଭା ଗୌରବ
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଓଡିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା ହେବାର ଗୌରବ ପ୍ରାପ୍ତ ହୋଇଛି। ରାଜ୍ୟ ସରକାରଙ୍କ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଜାତୀୟ ପ୍ରଯୁକ୍ତି ବିଦ୍ୟା କେନ୍ଦ୍ର ଓଡ଼ିଶା ଶାଖା ଓ ଓକାକ୍ର ବୈଷୟିକ ସହାୟତା କ୍ରମେ…
ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ନୋଟିସ
କଟକ ଅଫିସ,୧୦ା୧୧: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ(ଡିଆର୍ଡିଓ) ତଥ୍ୟ ଲିକ୍ ମାମଲାରେ ହାଇକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତଦନ୍ତକାରୀ ସଂସ୍ଥାକୁ ନୋଟିସ ଜାରି କରିଛନ୍ତି। ଉକ୍ତ ମାମଲାର ତଦନ୍ତର ସ୍ଥିତି(ଷ୍ଟାଟସ) ରିପୋର୍ଟ ଦାଖଲ କରିବାପାଇଁ…
Archives


