ଆଜି ରାଜ୍ୟରେ ୩୮୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ଅଛନ୍ତି। ଏହି ୩୮୭ ଜଣଙ୍କ ମଧ୍ୟରୁ ୨୨୩ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୬୪ଟି…
ମୁଖ୍ୟ ପାରିଲେନି, ଅଫିସର କରିବେ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ):କୋଟିଆ ଗ୍ରାମପୁଞ୍ଜ, ନେରେଡି ବ୍ୟାରେଜ, ଝଞ୍ଜାବତୀ ଜଳପ୍ରପାତ, ପୋଲାଭରମ, ବାହୁଦା ନଦୀ ଜଳ ଛାଡ଼ିବା, ବାଲିମେଳା ଓ ଅପର ସିଲେରୁ ଜଳବିଦ୍ୟୁତ୍ କ୍ଷେତ୍ର ଆଦି ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସମାଧାନ ପାଇଁ ଆନ୍ଧ୍ର ଏବଂ ଓଡ଼ିଶା ସରକାରଙ୍କ ଅଫିସରମାନେ ମିଳିତ ଭାବେ…
ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଲେ
ବରଗଡ଼ ଅଫିସ୍,୯।୧୧: ବରଗଡ଼ ସଦର ଥାନା ଅଧୀନ ବିରମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ଅଭାବନୀୟ ଘଟଣା ଘଟିଛି। ବଚସା ଏବଂ କଥା କଟାକଟିରୁ ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ସ୍ବାମୀ ନିଆଁ ଲଗାଇ ଦେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର…
ଖୋର୍ଦ୍ଧାରେ ବାର୍ଡ ଫ୍ଲୁ ଆଶଙ୍କା
ଭୁବନେଶ୍ୱର(ବ୍ୟୁରୋ)/ବେଗୁନିଆ,୯ା୧୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଧୀନ କୋତଳାଙ୍ଗ ଗ୍ରାମରେ ମଙ୍ଗଳବାର କାଉ ମଡ଼କ ଦେଖାଯାଇଛି। ଅଚାନକ କାଉ ମରୁଥିବା ଯୋଗୁ ବାର୍ଡ ଫ୍ଲୁ ଆଶଙ୍କା କରାଯାଇଛି। ଫଳରେ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଅଞ୍ଚଳରେ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ…
ମା’ ଆଗରେ କୂଅରେ ପଡ଼ିଗଲେ ୨ ପୁଅ
ସମ୍ବଲପୁର,୯ା୧୧(ବ୍ୟୁରୋ): ସମ୍ବଲପୁର ଟାଉନ ଥାନା ଅଧୀନ ସାହୁ କଲୋନୀରେ ଏକ ଦୁଃଖଦ ଘଟଣା ଘଟିଛି। ମା’ଙ୍କ ଆଖି ଆଗରେ କୂଅରେ ପଡ଼ି ଜୀବନ ହାରିଛନ୍ତି ୨ ପୁଅ। ସେମାନେ ହେଲେ ସୁଶୀଲ ତ୍ରିପାଠୀ(୪୦) ଓ ସୁନୀଳ ତ୍ରିପାଠୀ (୩୭)। ପୋଲିସ ମୃତଦେହ…
୭ ହଜାର ଲାଞ୍ଚ ପାଇଁ ଆର୍ଆଇଙ୍କୁ ୩ ବର୍ଷ ଜେଲ
ଫୁଲବାଣୀ ଅଫିସ, ୯।୧୧- ଏକ ଲାଞ୍ଚ ମାମଲାର ବିଚାର କରି ମଙ୍ଗଳବାର ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଶୁଭଦର୍ଶୀ ପଟ୍ଟନାୟକ ଜଣେ ରାଜସ୍ବ ନିରୀକ୍ଷକ(ଆର୍ଆଇ)ଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି।…
ମୋପେଡରେ ଥିଲେ ଜେଜେ ନାତି, ମାଡ଼ିଗଲା ବସ୍
ଶେରଗଡ଼/ହିଞ୍ଜିଳିକାଟୁ ,୯ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ଥାନା ତଥା ହିଞ୍ଜିଳିକାଟୁ ବ୍ଲକ ବୁରୁପୋଡା ଭଗବତୀ ହାଇସ୍କୁଲ ନିକଟରେ ମଙ୍ଗଳବାର ଏକ ଘରୋଇ ବସ୍ ମୋପେଡକୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଯାଉଥିବା ମୋପେଡରେ ଯାଉଥିବା ଜେଜେଙ୍କ ମୃତ୍ୟୁ ଘଟିଥିବା ବେଳେ…
ବାପା ପୋଲିସରେ, ପୁଅ ଆକ୍ସିସ ବ୍ୟାଙ୍କରୁ ଲୁଟ୍ କରି ଫସିଲେ
ସୁନ୍ଦରଗଡ଼,୯।୧୧(ଡି.ଏନ୍.ଏ.): ପୋଲିସ ବାପାଙ୍କ ସର୍ଭିସ ବନ୍ଧୁକ ଦେଖାଇ ବ୍ୟାଙ୍କ ଲୁଟ୍ କରିବା ପଡ଼ିଛି ମହଙ୍ଗା। ଲୁଟେରାଙ୍କୁ କାବୁ କରିଛି ପୋଲିସ। ସୁନ୍ଦରଗଡ଼ ଟାଉନ୍ ଥାନା ଆକ୍ସିସ ବ୍ୟାଙ୍କରୁ ମଙ୍ଗଳବାର ବନ୍ଧୁକ ଦେଖାଇ ପାଖାପାଖି ୧୫ ଲକ୍ଷ ଟଙ୍କା ଲୁଟ୍ କରି ଚମ୍ପଟ…
ସାନ ଭାଇଙ୍କୁ କୁରାଢ଼ିରେ ହାଣିଦେଲେ
ଠାକୁରମୁଣ୍ଡା,୯।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ତାଳପଦା ପଞ୍ଚାୟତ ସରାସପୋଷୀ ଗ୍ରାମରେ ମଙ୍ଗଳବାର ବଡ଼ ଭାଇର କୁରାଢ଼ି ଚୋଟରେ ସାନ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଲକ୍ଷ୍ମୀଧର ନାଏକ(୫୦)। ଅଭିଯୁକ୍ତ କକା ପୁଅ ଭାଇ କୃଷ୍ଣ ନାଏକ ଫେରାର…
ଚାନ୍ଦିପୁର ଗୁପ୍ତ ତଥ୍ୟ ଚୋରି ମାମଲା: ରାଜ୍ୟ-କେନ୍ଦ୍ରକୁ ହାଇକୋର୍ଟଙ୍କ ନୋଟିସ୍
ଭୁବନେଶ୍ୱର, ୯।୧୧(ବ୍ୟୁରୋ): ଚାନ୍ଦିପୁର ଆଇଟିଆର୍ରୁ ତଥ୍ୟ ଚୋରି ମାମଲାର ତଦନ୍ତ ପ୍ରସଙ୍ଗରେ ଓଡ଼ିଶା ହାଇକୋର୍ଟ ମଙ୍ଗଳବାର ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି। ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ…
ଓଡ଼ିଶାରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୯।୧୧(ବ୍ୟୁରୋ): ରାଜଧାନୀରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍.ଜଗନମୋହନ ରେଡ୍ଡୀ। ମଙ୍ଗଳବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ସେ ରାଜ୍ୟ ଅତିଥି ଭବନ ଯାଇଛନ୍ତି। କିଛି ସମୟ ବିଶ୍ରାମ ନେବା ପରେ ସେ ଲୋକ ସେବା…
ବଢ଼ୁଛି ଶୀତ, ୧୫ ଡିଗ୍ରୀ ତଳେ ୭ ସହର
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ଶୀତ ବଢ଼ିଲାଣି। ଅଧିକାଂଶ ସ୍ଥାନରେ ସକାଳେ କୁହୁଡ଼ି ଦେଖିବାକୁ ମିଳୁଥିବା ବେଳେ ପାହାନ୍ତିଆ ଏବଂ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଗତକାଲି ରାତିରେ ୭ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ରେକର୍ଡ…
Archives


