ଜରୁରୀ ନ ଥିଲେ ହସ୍ପିଟାଲକୁ ଆସିବା ମନା: ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୧୪।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଛି। ତେବେ ସଂକ୍ରମଣ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ହସ୍ପିଟାଲରେ ସବୁବେଳେ ଅଧିକ ଗହଳି ହୁଏ । ତେଣୁ ଏଠାରେ ସଂକ୍ରମଣର ଆଶଙ୍କା ଅଧିକ ରହିଛି । ଅତି ଦରକାର…
ଭିମ୍ସାରରେ ଏମ୍ବିବିଏସ୍ ପରୀକ୍ଷା ସ୍ଥଗିତ
ସମ୍ବଲପୁର ଅଫିସ୍,୧୪।୧: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ସମସ୍ତ ସ୍କୁଲ, କଲେଜ୍ ବନ୍ଦ କରିଦେଇଛନ୍ତି। ସେହିପରି ଭିମ୍ସାରରେ ଏମ୍ବିବିଏସ୍ ପରୀକ୍ଷା ସ୍ଥଗିତ ରଖାଯାଇଛି। ଶନିବାରରୁ ହେବାକୁ ଥିବା ଏହି ପରୀକ୍ଷାକୁ କର୍ତ୍ତୃପକ୍ଷ ସ୍ଥଗିତ…
ବାବା ଆଖଣ୍ଡଳମଣିଙ୍କ ପାଖରେ ଲାଗିହେଲା ମକର ପୋଡ଼ପିଠା
ଆରଡ଼ି,୧୪ା୧(ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଶୁକ୍ରବାର ମକର ସଂକ୍ରାନ୍ତିରେ ବାବା ଆଖଣ୍ଡଳମଣିଙ୍କ ପାଖରେ ମକର ପୋଡ଼ପିଠା ଲାଗି କରାଯାଇଛି । ଭୋର ୫ଟାରେ ମନ୍ଦିର ପହୁଡ଼ ଖୋଲା ଯିବା ପରେ ମଙ୍ଗଳ ଆଳତି କରାଯାଇଥିଲା। ପରେ ବାବାଙ୍କ ସ୍ନାନକୃତ୍ୟ…
ସରିଲା କୁମ୍ଭୀର, ପକ୍ଷୀ ଗଣନା
ଭଦ୍ରକ ଅଫିସ, ୧୪।୧ ଭଦ୍ରକ ବନଖଣ୍ଡ ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ କୁମ୍ଭୀର ଓ ପକ୍ଷୀ ଗଣନା ଶେଷ ହୋଇଛି। ଜିଲା ବନଖଣ୍ଡ ବନ୍ୟପ୍ରାଣୀ ବିଭାଗର ଚାନ୍ଦବାଲି, ବାସୁଦେବପୁର, ଭଦ୍ରକ ଓ ଧାମନଗର ରେଞ୍ଜରେ ୪ ଟିମ୍ ଏଥିରେ ସାମିଲ ଥିଲେ। ଚାନ୍ଦବାଲି…
‘ଯୁଗସ୍ରଷ୍ଟା ଥିଲେ ଫକୀରମୋହନ’
ବାଲେଶ୍ୱର ଅଫିସ, ୧୪।୧ ଫକୀର ମୋହନ ବିଶ୍ୱବିଦ୍ୟାଳୟ, ବ୍ୟାସ ବିହାର ପରିସରରେ ଗୁରୁବାର ଫକୀର ମୋହନ ଜୟନ୍ତୀ ପାଳିତ ହୋଇଯାଇଛି। କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଗୁରୁବାର ବିଶ୍ୱବିଦ୍ୟାଳୟ ପ୍ରବେଶପଥରେ ଥିବା ଫକୀର ମୋହନଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି…
୩୫୦ ଶଯ୍ୟାର କୋଭିଡ୍ କେୟାର ସେଣ୍ଟର
ଢେଙ୍କାନାଳ ଅଫିସ,୧୪।୧ ଢେଙ୍କାନାଳ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍ ମେରାମଣ୍ଡଳୀ ପକ୍ଷରୁ କୋଭିଡ୍-୧୯ର ମୁକାବିଲା ପାଇଁ ତ୍ୱରିତ ପଦକ୍ଷେପ ସ୍ବରୂପ କାରଖାନା ପରିସରରେ ୩୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ କେୟାର ସେଣ୍ଟର ପ୍ରସ୍ତୁତ କରାଯାଇଛି। ସ୍ବତନ୍ତ୍ର କୋଭିଡ୍ ପାରାମେଡିକ୍ସ, ସଫେଇ କର୍ମଚାରୀ, ଡାକ୍ତର ଏବଂ…
ନିମ୍ନମାନର ରାସ୍ତା ନେଇ ଜିଲାପାଳଙ୍କୁ ଅଭିଯୋଗ
ବଇଣ୍ଡା,୧୪।୧(ଡି.ଏନ.ଏ.) ଆଠମଲ୍ଲିକ ବ୍ଲକ କନ୍ତପଡା ପଞ୍ଚାୟତ ପିତାବଳିବାହାଳ ଛକଠାରୁ ବିପ୍ରଡିହ ପର୍ଯ୍ୟନ୍ତ ୧୨.୫୦ କି.ମି. ପିଚୁ ରାସ୍ତା ନିମ୍ନମାନର ହୋଇଥିବା ଗୁରୁବାର ତରଣ୍ଡା ଓ ବିପ୍ରଡିହ ଗ୍ରାମବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ଦର୍ଶାଇଛନ୍ତି, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଗ୍ରାମ୍ୟ…
ସାଇଣ୍ଟିଫିକ୍ ଟିମ୍ର ତଦନ୍ତ
ଢେଙ୍କାନାଳ ଅଫିସ/ରାସୋଳ (ଡି.ଏନ୍.ଏ.),୧୪।୧ ଢେଙ୍କାନାଳ ଜିଲା ରାସୋଳସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାରେ ଗୁରୁବାର ଆରମ୍ଭ ହୋଇଛି ସାଇଣ୍ଟିଫିକ୍ ଟିମ୍ର ତଦନ୍ତ। ଥାନାଧିକାରୀ ବିଜୟ କୁମାର ହାଇବ୍ରୁଙ୍କ ନେତୃତ୍ୱରେ ପୋଲିସ କର୍ମଚାରୀ ଏଥିରେ ସହାୟତା କରିଥିଲେ। ସାଇଣ୍ଟିଫିକ୍ ଟିମ୍ ଦିନତମାମ…
ଆଜି ରାଜ୍ୟରୁ ୧୦,୨୭୩ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୦୬୫ ଶିଶୁ
ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୦,୨୭୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୧,୮୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୯୬୨ ଜଣ ଚିହ୍ନଟ ହୋଇଥିବା…
ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୪୭୬କୁ ବୃଦ୍ଧି
ଭୁବନେଶ୍ୱର,୧୪ା୧(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ମକର ସଂକ୍ରାନ୍ତିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି।…
ଆଜି ମକର ସଂକ୍ରାନ୍ତି: ଫିକା କଲା କରୋନା କଟକଣା
ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ପାଇଁ ଏଥର ଫିକା ପଡ଼ିଛି ମକର ଉତ୍ସବ। କରୋନା ସଂକ୍ରମଣ ବଢ଼ି ଚାଲିଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ପର୍ବପର୍ବାଣି ପାଳନ ଉପରେ କଟକଣା ଜାରି କରାଯାଇଛି। ଏଥିରେ ମେଳାକୁ ସମ୍ପୂର୍ଣ୍ଣ…
Archives


