ଦ୍ୱିତୀୟ ଡୋଜ୍ ଟିକାକରଣ: ଜାନୁୟାରୀ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ
ଭୁବନେଶ୍ୱର, ୧୪।୧(ବ୍ୟୁରୋ): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କୋଭିଡ୍ ଗାଇଡ୍ଲାଇନ୍ ଓ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ମହାମାରୀର ପ୍ରଥମ ଲହରରୁ ଟିକାକରଣକୁ ପ୍ରାଧାନ୍ୟ ଦିଆଯାଉଥିଲେ ବି ଏବେ ସୁଦ୍ଧା ରାଜ୍ୟର ଅନେକ ଲୋକ ଟିକା ନେଇ ନାହାନ୍ତି। ଏହା ମଧ୍ୟରେ…
ଟ୍ରମା ଚିକିତ୍ସା ଲାଗି ୧୪୭ କୋଟି
ଭୁବନେଶ୍ୱର,୧୪।୧(ବ୍ୟୁରୋ): ଓଡ଼ିଶାରେ ପ୍ରତି ୧୦୦ ଦୁର୍ଘଟଣାରେ ୪୮ଜଣଙ୍କ ଜୀବନ ଯାଉଛି, ଯାହା ଜାତୀୟ ହାର ତୁଳନାରେ ଅଧିକ। ଏଥିଲାଗି ସୁପ୍ରିମକୋର୍ଟ କମିଟି ବାରମ୍ବାର ତାଗିଦ୍ କରୁଥିଲେ ମଧ୍ୟ ଆଖିଦୃଶିଆ ଫଳ ମିଳୁନାହିଁ। ୨୦୨୦ ତୁଳନାରେ ୨୦୨୧ ଜାନୁୟାରୀରୁ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ…
‘ସଂକ୍ରମଣ ବଢ଼ିଲେ ବି ହସ୍ପିଟାଲ ଯିବା ସଂଖ୍ୟା କମ୍’
ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଉପରମୁହଁା ରହିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ତେବେ ଖୁବ୍ କମ୍ ଦିନରେ ଆମେ ଦ୍ୱିତୀୟ ଲହରର ଶୀର୍ଷକୁ ଅତିକ୍ରମ କରିଯାଇପାରୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର…
ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା
ଭୁବନେଶ୍ୱର,୧୪ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କେନ୍ଦ୍ର କାର୍ମିକ, ସାଧାରଣ ଅଭିଯୋଗ ଓ ପେନ୍ସନ ମନ୍ତ୍ରଣାଳୟ ପକ୍ଷରୁ ଅନୁମୋଦନ ଦିଆଯାଇଛି। ଏନେଇ ମନ୍ତ୍ରଣାଳୟ…
ମକର ସଂକ୍ରାନ୍ତିରେ ଖୋର୍ଦ୍ଧା ଉପଖଣ୍ଡର ସମସ୍ତ ଦେବାଳୟରେ ୧୪୪ ଧାରା
ଖୋର୍ଦ୍ଧା ଅଫିସ,୧୪ା୧: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ପବିତ୍ର ମକର ସଂକ୍ରାନ୍ତିରେ ସମସ୍ତ ଦେବାଳୟରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଉପଜିଲାପାଳ ଆଇ.ଗୌରବ ଶିବାଜୀ ଏହି ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଦେବାଳୟରେ ୧୪୪ଧାରା ଜାରି…
ଜିଲାରେ ୧,୨୮,୧୫୭ ପିଲାଙ୍କୁ ଦିଆଯିବ ଟିକା
ଖୋର୍ଦ୍ଧା ଅଫିସ,୧୪ା୧: ଜିଲାରେ ପଲ୍ସ୍ ପୋଲିଓ ଟିକାକରଣ ପାଇଁ ଜିଲା ଟାସ୍କଫୋର୍ସ ବୈଠକ ଗୁରୁବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏଥିରେ ଅଧ୍ୟକ୍ଷତା କରିବା ସହ ପୋଲିଓ ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଗୁରୁତ୍ୱ ଦେଇଥିଲେ।…
ପରଲୋକରେ ସଙ୍ଗୀତକାର ସରୋଜ ପଟ୍ଟନାୟକ
ବାରିପଦା ଅଫିସ,୧୪ା୧- ବିଶିଷ୍ଟ ଓଡ଼ିଆ ସଙ୍ଗୀତକାର ସରୋଜ ପଟ୍ଟନାୟକ(୮୧)ଙ୍କର ଗୁରୁବାର ରାତିରେ ବାରିପଦା ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ସେ ବହୁ ଓଡ଼ିଆ ଚଳଚ୍ଚିତ୍ରରେ ଗୀତ ରଚନା ସହ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ତାଙ୍କ ସ୍ବର ସଂଯୋଜିତ ଅନେକ ଗୀତ ଲୋକପ୍ରିୟ…
ମୋବାଇଲ ଧରିଲେ କଡ଼ା ଦଣ୍ଡ
ମାଲକାନଗିରି,୧୩।୧(ଡି.ଏନ୍.ଏ.): ପୋଲିସ ଇନ୍ଫର୍ମର ସନ୍ଦେହରେ ମାଓବାଦୀମାନେ ଗ୍ରାମବାସୀଙ୍କ ମୋବାଇଲ୍ ଫୋନ୍ ଭାଙ୍ଗି ଦେଇଛନ୍ତି। ମୋବାଇଲ୍ ବ୍ୟବହାର ନ କରିବାକୁ ଚେତାବନୀ ମଧ୍ୟ ଦିଆଯାଇଛି। ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ତୁଳସୀ ଗାଁରୁ ଏଭଳି ଅଭିଯୋଗ ଆସିଛି। ଗ୍ରାମବାସୀ ମାଓବାଦୀ ସଙ୍ଗଠନ…
ପଚା କଖାରୁରେ ନାଲି ରଙ୍ଗ ମିଶାଇ ପ୍ରସ୍ତୁତ କରୁଥିଲେ ଟମାଟୋ ସସ୍
କଟକ ଅଫିସ, ୧୩।୧:ଖାଦ୍ୟକୁ ସ୍ବାଦିଷ୍ଟ କରିବା ପାଇଁ ହୋଟେଲ, ଫାଷ୍ଟ ଷୁଡ ଦୋକାନ ଏବଂ ଘରେ ବ୍ୟବହୃତ ହେଉଛି ଟମାଟୋ ଓ ଚିଲି ସସ୍। ହେଲେ ଏହା ପଚା କଖାରୁ, ହାନିକାରକ ରଙ୍ଗ ଏବଂ ବିଭିନ୍ନ କେମିକାଲର ମିଶ୍ରଣରେ ପ୍ରସ୍ତୁତ କରାଯାଉଛି।…
ଓସିଏସ୍ ମେନ୍ ପରୀକ୍ଷା ସ୍ଥଗିତ ରଖିବାକୁ ଦାବି
ଭୁବନେଶ୍ୱର,୧୩।୧(ବ୍ୟୁରୋ): ଓଡିଶା ସିଭିଲ ସର୍ଭିସ ମେନ୍ ପରୀକ୍ଷା ସ୍ଥଗିତ ରଖିବାକୁ ଦାବି କରାଯାଉଛି। ପରୀକ୍ଷାର୍ଥୀ ମେନ୍ ପରୀକ୍ଷା ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। କରୋନା ସ୍ଥିତି ସ୍ବାଭାବିିକ ନ ହେବା ଯାଏ ପରୀକ୍ଷା ସ୍ଥଗିତ ରଖିବାକୁ ପରୀକ୍ଷାର୍ଥୀ ଅନୁରୋଧ କରିଛନ୍ତି।…
ଭକ୍ତଙ୍କ ପାଇଁ କାଳିଜାଇ ବନ୍ଦ
ଖୋର୍ଦ୍ଧା ଅଫିସ, ୧୩।୧: ଭକ୍ତଙ୍କ ପାଇଁ ମା’ କାଳିଜାଇ ମନ୍ଦିର ଶୁକ୍ରବାର ବନ୍ଦ ରହିବ। ମକର ସଂକ୍ରାନ୍ତିରେ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ହୋଇଛି। କାଲି ସକାଳ ୫ଟାରୁ କଟକଣା ଲାଗୁ ହେବ। ସୂଚନାଯୋଗ୍ୟ,…
ମକର ସଂକ୍ରାନ୍ତିରେ ବନ୍ଦ ରହିବ ମା’ ତାରିଣୀ ମନ୍ଦିର
କେନ୍ଦୁଝର,୧୩।୧(ସ୍ବ.ପ୍ର.): ଶୁକ୍ରବାର ମକର ସଂକ୍ରାନ୍ତି। ଏହାକୁ ନେଇ ରାଜ୍ୟର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବାର ସମ୍ଭାବନା ରହିଛି। ମାତ୍ର କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଶୁକ୍ରବାର କେନ୍ଦୁଝର ଜିଲା ଘଟଗାଁ ସ୍ଥିତ ମା’ ତାରିଣୀଙ୍କ ମନ୍ଦିର ବନ୍ଦ ରହିବ।…
Archives


