ରାଜ୍ୟ

ଦୋକାନୀଙ୍କୁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ

ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍‌ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ ଏବେ ବି ବହୁ ବ୍ୟବସାୟୀ କୋଭିଡ୍‌ ପରୀକ୍ଷା କରିନାହାଁନ୍ତି। ଫଳରେ ସହରରେ ଦିନକୁ...

ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର

ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ବଡ଼ ଭାଇ ବିପ୍ରଚରଣ ପ୍ରଧାନ ଓ ତାଙ୍କ ପୁଅ ଅରୁଣ ଗୁରୁତର...

ବାହାରେ ପଡ଼ିଥିଲା ତାଲା: ଭିତରେ ଚାଲିଥିଲା ବେପାର; ଆଉ ତା’ ପରେ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଦୋକାନ ବାହାରେ ପଡ଼ିଥିଲା ତାଲା, ହେଲେ ଭିତରେ ଚାଲିଥିଲା ବେପାର। ଖବର ପାଇ ପହଞ୍ଚିଲା ପୋଲିସ। ପରେ ଦୋକାନ ହେଲା ସିଲ୍‌। ଏଭଳି ଏକ ଅଭାନୀୟ ଘଟଣା ଘଟିଛି ଭୁବନେଶ୍ୱରର ଝାରପଡ଼ା ଅଞ୍ଚଳରେ। ରଜ ପାଖେଇ ଆସୁଥିବାରୁ ଗ୍ରାହକଙ୍କୁ...

ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ସେ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ।...

କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି

ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର ମାଓବାଦୀଙ୍କ ନିହତ ହୋଇଥିବା ଜଣାପଡ଼ିଛି। ଭଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଜଙ୍ଗଲରେ ପୋଲିସ...

ଖୋଲା ରହିବ କୃଷି ଉପକରଣ ଦୋକାନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): କୃଷି ଏବଂ କୃଷି ଆନୁଷଙ୍ଗିକ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସାଧାରଣ ସମୟ ଭଳି ଖୋଲା ରହିବ। ଉଭୟ ଲକ୍‌ଡାଉନ ଏବଂ ଶଟ୍‌ଡାଉନ ସମୟରେ ବିହନ, ସାର, କୃଷି ଉପକରଣ ଏବଂ କୃଷି ଯନ୍ତ୍ରପାତି ଦୋକାନ ସାଧାରଣ ସମୟ ଭଳି ଖୋଲା...

ରଥଯାତ୍ରା ପରିଚାଳନା ପାଇଁ ଏସ୍‌ଓପି ପ୍ରସ୍ତୁତ ହେବ

ପୁରୀ ଅଫିସ, ୧୧।୬: କରୋନା ମହାମାରୀ ଯୋଗୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ଭିତରେ ମହାପ୍ରଭୁଙ୍କ ଘୋଷଯାତ୍ରାକୁ ବିନା ଭକ୍ତରେ କରିବା ପାଇଁ ଗୁରୁବାର ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ଘୋଷଣାକୁ ସେବାୟତମାନେ ସ୍ବାଗତ କରିଥିବା...

ବର୍ଷକରେ ୫ଗୁଣା ବଢ଼ିଲା ଲୁହାପଥର ମୂଲ୍ୟ

ଯାଜପୁର ଅଫିସ,୧୧।୬: ଲୁହାପଥର ଅଭାବ ଓ ଅହେତୁକ ମୂଲ୍ୟବୃଦ୍ଧି ଯୋଗୁ ରାଜ୍ୟରେ ଗଢ଼ିଉଠିଥିବା ଇସ୍ପାତ୍‌ କାରଖାନାଗୁଡିକ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଗତ ବର୍ଷକ ମଧ୍ୟରେ ଲୁହାପଥର ଦର ପ୍ରାୟ ୫ ଗୁଣାରୁ ଅଧିକ ବଢ଼ିଛି। କରୋନା ମହାମାରୀ...

ନକଲି ଡାକ୍ତରଙ୍କ କ୍ଲିନିକ୍‌ରେ ଚଢ଼ାଉ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଲାଇସେନ୍ସ କିମ୍ବା ଡାକ୍ତରୀ ଶିକ୍ଷାଗତ ଯୋଗ୍ୟତା ନାହିଁ। ତଥାପି ଘରେ ହୋମିଓପାଥିକ କ୍ଲିନିକ୍‌ ଖୋଲି ଔଷଧ ଦେବା ସହ ରୋଗୀଙ୍କ ଚିକିତ୍ସା କରୁଛନ୍ତି। କରୋନାକୁ ନେଇ ଲୋକେ ଆତଙ୍କ ଓ ଆଶଙ୍କା ଭିତରେ ରହୁଥିବାବେଳେ ‘ଷ୍ଟପ୍‌ କରୋନା’ ନାମକ...

ଘରେ ରହି ରଜ ପାଳନ କରନ୍ତୁ: ଏଡିଜି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍‌ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି। ତେଣୁ ଜନସାଧାରଣ ବାହାରକୁ ନ ବାହାରି ନିଜ ଘରେ ରହି ରଜ ପାଳନ...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୯୫୭ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୨୨୭୮ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri