ମହିଳାଙ୍କୁ ଗଣବଳାତ୍କାର
କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଥିବା ବେଳେ ଜଣେ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ...
୨ ବିଭାଗର ଅବହେଳାରୁ ଦନ୍ତା ମୃତ
ଭଞ୍ଜନଗର,୭।୬: ଗଞ୍ଜାମ ଜିଲା ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଢଉପଲ୍ଲୀ ନିକଟ କାଜୁ ଜଙ୍ଗଲରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ଦନ୍ତାହାତୀର ଜୀବନ ଯାଇଛି। ସୋମବାର...
ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ
କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅମାନୁଷିକ ଘଟଣା ଘଟିଛି କେନ୍ଦୁଝର ଜିଲା ବଲାଣି ଥାନା କିରିବୁର...
ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍
ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି କେନ୍ଦ୍ରୀୟ ଟିମ୍ କେନ୍ଦ୍ରରୁ ୭ଜଣ ସଦସ୍ୟ ଆସି ପ୍ରଥମେ ରେମୁଣା ବ୍ଲକ ସାର୍ଥା...
ନିଜ ଦରମାରୁ ରନ୍ଧାଖାଦ୍ୟ ଦେଉଛନ୍ତି କୃଷ୍ଣଚନ୍ଦ୍ର
ଭୁବନେଶ୍ୱର,୭ା୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ଓଡ଼ିଶା, ଭାରତ ସମେତ ସମଗ୍ର ବିଶ୍ୱ ଫସି ରହିଛି। ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇ ଭୋକରେ ରହୁଥିବାବେଳେ ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ଅନେକ ସହୃଦୟ ବ୍ୟକ୍ତି ଓ ଅନୁଷ୍ଠାନ ସହଯୋଗର ହାତ ବଢାଉଛନ୍ତି।...
ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍ ଟିକା
ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଟିକା ଅଭାବ ଭିତରେ ଦ୍ୱିତୀୟ ଡୋଜ୍...
କୃଷକଙ୍କ ପାଇଁ ନୂଆ ପ୍ରକଳ୍ପ ‘ରିୱାର୍ଡ’
ଭୁବନେଶ୍ୱର,୭।୬(ବ୍ୟୁରୋ): ଜଳଛାୟା ଅଞ୍ଚଳରେ ନିରନ୍ତର ଜୀବିକା ସୃଷ୍ଟି ଓ ସମନ୍ବିତ ବିକାଶ ପାଇଁ ରାଜ୍ୟ ସରକାର ନୂଆ ପରିକଳ୍ପନା ଆରମ୍ଭ କରିଛନ୍ତି। ଏହି ପ୍ରକଳ୍ପର ନାଁ ରହିଛି ‘ରିଜୁଭେନେଟିଂ ୱାଟରଶେଡ୍ସ ଫର୍ ଏଗ୍ରିକଲଚରାଲ୍ ରେଜିଲେନ୍ସ ଥ୍ରୋ ଇନୋଭେଟିଭ୍ ଡେଭଲପ୍ମେଣ୍ଟ’ ବା...
ପ୍ରସ୍ତାବ ମାତ୍ରେ ଅଣଦେଖା
ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି। ବ୍ୟକ୍ତିଗତ ଓ ସରକାରୀ ସମ୍ପତ୍ତି ନଷ୍ଟ ହେଉଛି। ଏହି ସମସ୍ୟାକୁ ସରକାର ହୃଦୟଙ୍ଗମ...
ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା
ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ...
ରାଜ୍ୟରେ ୮ରୁ ବଢ଼ିବ ବର୍ଷା
ଭୁବନେଶ୍ୱର,୭।୬(ବ୍ୟୁରୋ): ବିହାରର ଦକ୍ଷିଣ ଅଞ୍ଚଳ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। କୋରାପୁଟର ଲମତାପୁଟ, ସିମିଳିଗୁଡ଼ା, ପଟାଙ୍ଗୀ, ମୟୂରଭଞ୍ଜର ଚନ୍ଦନପୁର ଓ ବାଲେଶ୍ୱରର...
ଖୁବ୍ଶୀଘ୍ର ଏସ୍ସିବିରେ ଏକ୍ମୋ ଚିକିତ୍ସା
ଭୁବନେଶ୍ୱର,୭।୬(ବ୍ୟୁରୋ): ଏସ୍ସିବି ମେଡିକାଲରେ ଏକ୍ମୋ ଚିକିତ୍ସା ସେବା ଖୁବ୍ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୬ଟି ମେଶିନ ଆସିବାକୁ ଥିବାବେଳେ କାର୍ଡିଓଥେରାସିସ୍ ବିଭାଗରେ ସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଥିବା ଡିଏମ୍ଇଟି ସିବିକେ ମହାନ୍ତି ରବିବାର ସୂଚନା ଦେଇଛନ୍ତି। ଫଳରେ ଏଣିକି ଏହି...
ଆଜି ରାଜ୍ୟରୁ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ ଲଗାତର କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬୧୧୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୯,୨୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା...
Archives


