ରାଜ୍ୟ

ଆଜିଠୁ ସମଲେଶ୍ବରୀଙ୍କ ମନ୍ଦିର ବନ୍ଦ

ସମ୍ବଲପୁର,୧୧।୧(ବ୍ୟୁରୋ): ମା’ ସମଲେଶ୍ବରୀଙ୍କ ମନ୍ଦିରରେ ଭକ୍ତଙ୍କ ପାଇଁ ସାଧାରଣ ଦର୍ଶନ ମଙ୍ଗଳବାରରୁ ବନ୍ଦ ରହିବ। ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ଶ୍ରଦ୍ଧାଳୁ ଆସନ୍ତା ୩୧ ତାରିଖ…

ପରପାରିରେ ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝି

ଭୁବନେଶ୍ୱର,୧୧।୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ଜିଲା ଖଡ଼ିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ମାଝିଙ୍କର ସୋମବାର ବିଳମ୍ବିତ ରାତିରେ ଭୁବନେଶ୍ୱରରେ ପରଲୋକ ଘଟିଛି। ଏ ନେଇ ତାଙ୍କ ପୁଅ କୃଷ୍ଣସିଂହ ମାଝି ସୂଚନା ଦେଇଛନ୍ତି । ଭୁବନେଶ୍ୱରସ୍ଥିତ ସରକାରୀ…

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୬୯କୁ ବୃଦ୍ଧି ପାଇଛି। ମୃତକ ଜଣକ ବଲାଙ୍ଗୀର ଜିଲାର। ତେବେ ଆଜି ରାଜ୍ୟରେ ୭,୦୭୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

୧୨ରୁ ଭିତରକନିକାରେ ପକ୍ଷୀ ଗଣନା

କେନ୍ଦ୍ରାପଡା ଅଫିସ,୧୧।୧: ଭିତରକନିକାରେ ପକ୍ଷୀ ଗଣନା ବୁଧବାର ଠାରୁ ଆରମ୍ଭ ହେବ । ଏଥିପାଇଁ ୧୬ଟି ଟିମ୍‌ ନିୟୋଜିତ ହେବେ। ପ୍ରତିଟି ଟିମ୍‌ରେ ୪ ରୁ ୫ ଜଣ ସଦସ୍ୟ ନିୟୋଜିତ ହେବା ସହିତ ଚଳିତ ବର୍ଷ କିଛି କଲେଜ ଛାତ୍ରଙ୍କୁ…

ରାଜଧାନୀର ଆଉ ୧୨ ଅଞ୍ଚଳ କଣ୍ଟେନ୍‌ମେଣ୍ଟ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ଦୃତ ଗତିରେ ବଢୁଛି । ଏନେଇ ବିଏମ୍‌ସି ପକ୍ଷରୁ ଜୋରଦାର କଟକଣା କରାଯାଉଛି। ତେବେ ରାଜଧାନୀର ଆଉ ୧୨ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଏକାଧିକ କୋଭିଡ ପଜିଟିଭ ବାହାରିବା ପରେ…

ଚିନ୍ତା ବଢାଇଲାଣି କରୋନା, ହୁ ହୁ ହୋଇ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୭୦୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୪୧୨୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୯୪୩ ଜଣ ଲୋକାଲ କେସ…

୫୧ ପଦକ ସହ ଶୀର୍ଷରେ ଓଡ଼ିଶା

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି। ନୂଆଦିଲ୍ଲୀସ୍ଥିତ ତାଲକଟୋରା ଇନ୍‌ଡୋର୍‌ ଷ୍ଟାଡିୟମଠାରେ ଆୟୋଜିତ ଇଣ୍ଡିଆ ସ୍କିଲ୍ସ ୨୦୨୧ ପ୍ରତିଯୋଗିତାରେ ସର୍ବାଧିକ ପଦକ ଜିତି ସ୍କିଲ-ଇନ୍‌-ଓଡ଼ିଶା ପ୍ରତିଯୋଗୀ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। କୌଶଳ ବିକାଶ…

ବିଦ୍ୱାନ୍‌ ବ୍ୟକ୍ତି, ପ୍ରଗତିଶୀଳ ସମାଜ ଲାଗି ଚେଷ୍ଟା କରିଥାଏ: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଜଣେ ବିଦ୍ୱାନ୍‌ ବ୍ୟକ୍ତି ହିଁ ନ୍ୟାୟପୂର୍ଣ୍ଣ ଏବଂ ପ୍ରଗତିଶୀଳ ସମାଜ ଗଠନ କରିବାକୁ ଚେଷ୍ଟା କରିଥାଏ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସୋମବାର ଡୁନ୍‌ ସ୍କୁଲ ପକ୍ଷରୁ ଆୟୋଜିତ ୮୨ତମ ଇଣ୍ଡିଆନ ପବ୍ଲିକ୍‌ ସ୍କୁଲ କନ୍‌ଫରେନ୍ସ(ଆଇପିଏସ୍‌ସି) ପ୍ରିନ୍ସିପାଲ୍ସ କନ୍‌କ୍ଲେଭରେ…

ରାଜ୍ୟରେ ବର୍ଷା ଆରମ୍ଭ

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ଓଡ଼ିଶାକୁ ପଶ୍ଚିମା ଝଡ଼ର ଆଗମନ ଯୋଗୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ସୋମବାର ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇଛି। ଏଥିସହିତ ପଶ୍ଚିମ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର ବିଶେଷକରି ପଶ୍ଚିମ ଓଡ଼ିଶାରେ ଅଧିକ…

ଭୋକ ଉପାସରେ ୧୫୭୯ କଳାକାର

କେନ୍ଦ୍ରାପଡ଼ା ଅଫିସ, ୧୧ା୧: ଗାଁରେ ଆଉ କେନ୍ଦରା  ସ୍ବର ଶୁଭୁନାହିଁ। ପାଲା, ଦାସକାଠିଆରେ ଲୋକଙ୍କ ରାତି ଆଉ ପାଉ ନାହିଁ। କଣ୍ଢେଇ ଲୋକ କଳା ବିଲୁପ୍ତ ହେବକୁ ବସିଲାଣି। କାଇଁଚ କଳା ସାମଗ୍ରୀ ବିକ୍ରି ହେଉନି। କରୋନା ଜୀବିକା ଉପରେ ପ୍ରହାର…

୩ ଜିଲା ପରିଷଦ ପଦ ପାଇଁ ସଂରକ୍ଷଣ ତାଲିକା ବଦଳିଲା

ଡେରାବିଶ,୧୧ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଚୂଡାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ହେବା ପରେ ଡେରାବିଶ ବ୍ଲକ ଅଧୀନରେ ଥିବା ୧୨ ନଂ., ୧୩ ନଂ. ଓ ୧୪ ନଂ. ଜୋନ୍‌ରେ ବିଭିନ୍ନ ରାଜନୈତିକ ଦଳ…

ପାନୀୟ ଜଳ ପାଇଁ ଲୋକେ ହନ୍ତସନ୍ତ

ରଘୁନାଥପୁର,୧୧ା୧(ଡି.ଏନ୍‌.ଏ.): ସରକାର ବିଭିନ୍ନ ପଞ୍ଚାୟତରେ ପାନୀୟଜଳ ପ୍ରକଳ୍ପ କରି ଗ୍ରାମାଞ୍ଚଳରେ ସ୍ବଚ୍ଛ ପିଇବା ପାଣି ଯୋଗାଇ ଦେଉଛନ୍ତି। ମାତ୍ର ଅନେକ ସମୟରେ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ ଲୋକେ ପିଇବାପାଣି ପାଇବାରୁ ବଞ୍ଚିତ ହେଉଛନ୍ତି। ଏହାର ଉଦାହରଣ ରଘୁନାଥପୁର ବ୍ଲକ ରେଢୁଆହାଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri