ରାଜ୍ୟ

ବନ୍ଦରର ବର୍ଦ୍ଧିତ ପ୍ରକଳ୍ପ ଉପରେ ସମୀକ୍ଷା

ପାରାଦୀପ, ୧୧ା୧(ସ୍ବ.ପ୍ର.): କେନ୍ଦ୍ର ବନ୍ଦର ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ସଚିବ ଡା.ସଞ୍ଜୀବ ରଞ୍ଜନ ସୋମବାର ପ୍ରଥମ ଥର ପାଇଁ ପାରାଦୀପ ଗସ୍ତ କରିଛନ୍ତି। ତାଙ୍କୁ ସେକ୍ଟର ୨୧ରେ ଥିବା ଜବାହର ଅତିଥି ଭବନରେ ବନ୍ଦର ଅଧ୍ୟକ୍ଷ ପି.ଏଲ ହାରାନ୍ଧ…

ଲାଟେରାଲ ଏଣ୍ଟ୍ରି ଫର୍ମୁଲା ଆପଣାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ଅମର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ସରକାରୀ ଚାକିରି କରିବେ ଘରୋଇ କର୍ମଚାରୀ। କେନ୍ଦ୍ରର ଲାଟେରାଲ ଏଣ୍ଟ୍ରି ଫର୍ମୁଲା ଓଡ଼ିଶାରେ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି। ସେ ତାଙ୍କ ଚିଠିରେ ଉଲ୍ଲେଖ…

୩ କୋଭିଡ୍‌ କେୟାର ସେଣ୍ଟର କାର୍ଯ୍ୟକ୍ଷମ ହେବ

ଜଗତ୍‌ସିଂହପୁର ଅଫିସ, ୧୧ା୧: ଜଗତ୍‌ସିଂହପୁର ଜିଲାରେ କୋଭିଡ୍‌- ୧୯ ସୁପରିଚାଳନା ସଂକ୍ରାନ୍ତୀୟ ସମୀକ୍ଷା ବୈଠକ ସୋମବାର ଜିଲାପାଳ ପାରୁଲ ପଟୱାରୀଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। କୋଭିଡ୍‌ ଭିତ୍ତିଭୂମି ଉପରେ ଜିଲାପାଳ କହିଥିଲେ ପାରାଦୀପସ୍ଥିତ କୋଭିଡ୍‌ ହସ୍ପିଟାଲରେ ୬୫ ଶଯ୍ୟା…

ବଢୁଛି ମାମଲା, ପୋଲିସ କର୍ମଚାରୀ ଅଭାବ

ପଟ୍ଟାମୁଣ୍ଡାଇ,୧୧ା୧ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଆଜବେଷ୍ଟସ ଘରେ ଚାଲିଛି। ଥାନାରେ ଦିନକୁ ଦିନ ମାମଲା ବଢି ଚାଲିଛି। ଏଥିସହ ଆପରାଧିକ କାର୍ଯ୍ୟକଳାପ ମଧ୍ୟ ବୃଦ୍ଧି ପାଉଛି। ୨୦୧୮ ନଭେମ୍ବରରେ ଏହା ଆଦର୍ଶ ଥାନାର ମାନ୍ୟତା ପାଇଥିଲା। ପରେ ଆବଶ୍ୟକ ପୋଲିସ…

୫-ଟି ଯୋଜନାର ସଫଳ ରୂପାୟନ ଲାଗି ଗଠନ ହେଲା ଟିମ୍‌

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସହରାଞ୍ଚଳରେ ୫-ଟି ଆଧାରରେ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡ଼ିକର କିଭଳି ସଫଳ ରୂପାୟନ ଏବଂ ତଦାରଖ ହୋଇପାରିବ ସେଥିପାଇଁ ରାଜ୍ୟସ୍ତରୀୟ ୩ୟ ପକ୍ଷ ଗୁଣାତ୍ମକ ମାନ ନିର୍ଦ୍ଧାରଣ ଟିମ୍‌ ଗଠନ ହୋଇଛି। ଏହି କ୍ରମରେ ରାଜ୍ୟସ୍ତରୀୟ ୩ୟ ପକ୍ଷ ଗୁଣାତ୍ମକ ମାନ…

୨୪ ଘଣ୍ଟାରେ ପିଚୁ ଉଠିଲା

ଯାଜପୁର ରୋଡ,୧୧ା୧(ଡି.ଏନ.ଏ.): ପ୍ରଶାସନିକ ଉଦାସୀନତା ଯୋଗୁ ଏବେ ବ୍ୟାସନଗର ପୌର ପରିଷଦର ପ୍ରାୟ ପ୍ରତ୍ୟେକ ଗଳିକନ୍ଦି ସମସ୍ୟା ଜର୍ଜରିତ ଜନାକୀର୍ଣ୍ଣ ସହର ଭାବେ ପରିଗଣିତ ହେଉଛି। ଏହି ସହରର ୧୭ନଂ.ୱାର୍ଡ ଅନ୍ତର୍ଗତ ସାପଗଡିଆ ମୁଖ୍ୟରାସ୍ତାରୁ ଷ୍ଟାଡିୟମ ଗେଟ ପର୍ଯ୍ୟନ୍ତ ୧ କିମି…

ମୃତକଙ୍କୁ ମିଳୁଛି, ଭିନ୍ନକ୍ଷମଙ୍କୁ ନୁହେଁ

ଯାଜପୁର ଅଫିସ, ୧୧ା୧: ଯାଜପୁର ଜିଲାରେ ମୃତ ବ୍ୟକ୍ତିଙ୍କ ନାମରେ ନକଲି ଟିପ ଚିହ୍ନ ଦେଇ ଭତ୍ତା ଉଠା ଯାଉଥିବାବେଳେ ପ୍ରକୃତ ହିତାଧିକାରୀ ଏହି ଯୋଜନାର ସୁଫଳ ପାଇବାରୁ ବଞ୍ଚି ହୋଇଛନ୍ତି। ଏପରି ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ରସଲପୁର…

ରାଜଧାନୀରେ ଯୁବତୀଙ୍କୁ ତଣ୍ଟିଚିପି ହତ୍ୟା

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଆଉ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବତୀଙ୍କୁ ତଣ୍ଟିଚିପି ହତ୍ୟା କରାଯାଇଛି। ସୋମବାର ଭରତପୁର ଥାନା ଅନ୍ତର୍ଗତ ତାରିଣୀ ବସ୍ତିର ଏକ ଭଡ଼ାଘରୁ ଉକ୍ତ ଯୁବତୀଙ୍କ ମୃତଦେହକୁ ପୋଲିସ ଜବତ କରିଛି। ସେ ହେଲେ ପୁରୀ ଜିଲା…

ଛାତ୍ର ନେତା ଇତିଶଙ୍କ ସମେତ ୨ ଗିରଫ

ଭୁବନେଶ୍ୱର,୧୧।୧(ବ୍ୟୁରୋ): କଂଗ୍ରେସ ଭବନରେ ପେଟ୍ରୋଲ ପକାଇ ନିଆଁ ଲଗାଇବା ଘଟଣାରେ କ୍ୟାପିଟାଲ ଥାନା ପୋଲିସ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଛାତ୍ରନେତା ତଥା ପୂର୍ବତନ ଛାତ୍ର କଂଗ୍ରେସ ସଭାପତି…

ହାଇକୋର୍ଟରେ ରାଜ୍ୟ ସରକାରଙ୍କ ଜବାବ ଦାଖଲ

କଟକ ଅଫିସ,୧୧ା୧: ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆଦିବାସୀ(ଏସ୍‌ଟି)ଙ୍କ ପାଇଁ ସଂରକ୍ଷଣ ପ୍ରସଙ୍ଗକୁ ନେଇ ଦାଏର ମାମଲାରେ ସୋମବାର ରାଜ୍ୟ ସରକାର ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି। ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଓ ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବଙ୍କୁ…

ପଞ୍ଚାୟତିରାଜ ବିଭାଗରେ ୨୧୦ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ନିଯୁକ୍ତି

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ୨୧୦ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ନିଯୁକ୍ତି ମିଳିଛି। ସେମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଗ୍ରାମୀଣ ଗୃହ ନିର୍ମାଣ ଓ ପାନୀୟ ଜଳ ଯୋଗାଣ…

୬୫ କୋଟିର ହେରୋଇନ ଜବତ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟକୁ ନିଷିଦ୍ଧ ନିଶାଦ୍ରବ୍ୟ ହେରୋଇନ୍‌ ଚାଲାଣ କରୁଥିବା ଏକ ବଡ଼ ଆନ୍ତଃରାଜ୍ୟ ର଼୍ୟାକେଟକୁ ପଶ୍ଚିମବଙ୍ଗ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଧରିଛି। ଗତ ତିନିଦିନର ଅପରେଶନରେ ର଼୍ୟାକେଟ୍‌ର ୬ଜଣ ସଦସ୍ୟଙ୍କୁ ପୂର୍ବ ବର୍ଦ୍ଧମାନ ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri