ରାଜ୍ୟ

ରାଜ୍ୟରେ ଆଜି ୬,୦୧୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୬,୦୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୦୧୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୯୭...

୧୪ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୯/୬(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ରୁ ୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ। ଏ ନେଇ ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ମହାରାଷ୍ଟ୍ରର ଆଲିବାଗ, ପୁଣେ ଆଦି...

୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି କରିଚାଲିଛନ୍ତି। ଏହାର ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ରାଜ୍ୟବ୍ୟାପୀ ବିକ୍ଷୋଭ ଓ...

କରୋନା ତୃତୀୟ ଲହର ଚିନ୍ତା: ପ୍ରଭାବିତ ହୋଇପାରନ୍ତି ଶିଶୁ; ପୂର୍ବରୁ ପ୍ରସ୍ତୁତ ରହିବା ଉପରେ ମୁଖ୍ୟମନ୍ତ୍ରୀ ଦେଲେ ଗୁରୁତ୍ୱ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦ୍ୱିତୀୟ ଲହର ପରେ ଏବେ କରୋନାର ତୃତୀୟ ଲହର ଚିନ୍ତା। ଏସବୁ ମଧ୍ୟରେ ମଙ୍ଗଳବାର ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ଭିଡିଓ କନ୍‌ଫେରେନ୍ସି ଜରିଆରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ତୃତୀୟ ଲହର...

ସଂକ୍ରମଣ ସାମାନ୍ୟ କମିଲା: ରାଜଧାନୀରୁ ୬୬୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ୬୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୫୦୫ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ ଅଧିନରେ ମୋଟ୍‌ ୮୧,୫୭୦ ଆକ୍ରାନ୍ତ ଚିହ୍ନଟ...

ଏୟାରଲିଫ୍ଟ ହୋଇ କୋଲକାତା ଗଲେ ଭିଜିଲାନ୍ସ ନିର୍ଦ୍ଦେଶକ; କରୋନା ଆକ୍ରାନ୍ତ ପରେ ଅଛନ୍ତି ଗୁରୁତର

ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଛନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ତଥା ଆଇପିଏସ୍‌ ଦେବାଶିଷ ପାଣିଗ୍ରାହୀ। ମଙ୍ଗଳବାର ତାଙ୍କୁ ଏୟାରଲିଫ୍ଟ ହୋଇ ଚିକିତ୍ସା ପାଇଁ କୋଲକାତା ପଠାଯାଇଛି। କଟକ ଅଶ୍ୱିନୀ ହସ୍ପିଟାଲରୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ୱର ବିମାନବନ୍ଦର...

ବିପଦରେ ଚିଲିକା, ସୌନ୍ଦର୍ଯ୍ୟ କମୁଛି

ଛତ୍ରପୁର,୮।୬(ଡି.ଏନ୍‌.ଏ.): ଚିଲିକାରେ ବେଆଇନ ଚିଙ୍ଗୁଡ଼ି ଘେରି ଓ ଚିଙ୍ଗୁଡ଼ି ଚାଷ ଲାଗି ହ୍ରଦର ସୌନ୍ଦର୍ଯ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଏଥିନେଇ ଏହାକୁ ଉଚ୍ଛେଦ କରିବା ଲାଗି ଖଲ୍ଲିକୋଟ ଓ ଗଞ୍ଜାମ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ କେତେ...

ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରୁ ଗତ ମେ’ ୫ ତାରିଖରୁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହାର ଅବଧି ୧୪ ଦିନ ଥିବା ବେଳେ ଏହାକୁ ପ୍ରଥମେ ଜୁନ ୧ ଓ ପରେ ଜୁନ ୧୭...

ଅଧିକାଂଶ ଜିଲାରେ ଆଜିଠୁ ବର୍ଷା

ଭୁବନେଶ୍ୱର,୮।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସକ୍ରିୟ ହେବ। ଏହା ପୂର୍ବରୁ ମଙ୍ଗଳବାର ଓ ବୁଧବାର ରାଜ୍ୟର...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି। ଏହି...

ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୫,୮୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୩୩୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨,୫୬୪...

ନୀଳଗିରି ବିଧାୟକଙ୍କ ବିରୋଧରେ ଏତଲା

ପୁରୀ ଅଫିସ, ୮।୬:  ବାଲେଶ୍ୱର ଜିଲାର ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ବିରୋଧରେ ସୋମବାର ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି। ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ଏହି ଏତଲା ଦେବା ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri