ରାଜ୍ୟ

ବାଲେଶ୍ୱର ରେଳ ଡିଭିଜନ ପାଇଁ ରେଳମନ୍ତ୍ରୀଙ୍କୁ ପତ୍ର

ଭୁବନେଶ୍ୱର,୧୦।୧(ବ୍ୟୁରୋ): ବାଲେଶ୍ୱରରେ ରେଳ ଡିଭିଜନ ପ୍ରତିଷ୍ଠା ଓ ନୀଳଗିରିରୁ ମୟୂରଭଞ୍ଜ ପର୍ଯ୍ୟନ୍ତ ରେଳ ଲାଇନ ସମ୍ପ୍ରସାରଣ କରିବାକୁ ଦାବି କରିଛି କଂଗ୍ରେସ। ଏନେଇ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନିକଟକୁ ପତ୍ର ଲେଖିଛି। ସେ ତାଙ୍କ ପତ୍ରରେ…

ଆଜିଠୁ ସମସ୍ତ କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସୋମବାରଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛନ୍ତି ସରକାର। କ୍ଲାସରୁମ ପାଠପଢ଼ା ସହ ହଷ୍ଟେଲଗୁଡ଼ିକ ମଧ୍ୟ ବନ୍ଦ କରାଯାଇଛି। ଗତ ୭…

ମାଛଚାଷ କରିଛି ମହିଳାଙ୍କୁ ସ୍ବାବଲମ୍ବୀ

କେନ୍ଦ୍ରାପଡ଼ା ଅଫିସ, ୧୦ା୧: ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ କୃଷିକୁ ଗୁରୁତ୍ୱ ଦିଆଯାଏ। ତେବେ ସାଧାରଣ ଧାନ ଫସଲ ପରିବାରର ଅର୍ଥନୀତିକୁ ସମ୍ଭାଳି ପାରୁନାହିଁ। ଫଳରେ ଜିଲାର ଯୁବ ମାନବସମ୍ବଳ ବିଦେଶମୁହଁା ହେଉଥିବା ବେଳେ ମହିଳାମାନେ ମାଛଚାଷ ପ୍ରତି ଆଗ୍ରହ ପ୍ରକାଶ କରୁଛନ୍ତି।…

ଚାଷୀଙ୍କ ନାମ ପଞ୍ଜୀକରଣରେ ଅନିୟମିତତା

ଯାଜପୁର ଅଫିସ,୧୦ା୧: ଯାଜପୁର ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀଙ୍କ ନାମ ପଞ୍ଜୀକରଣରେ ପୁଣି ବିଭାଗୀୟ ଅଧିକାରୀଙ୍କ ଅନିୟମିତତା ଓ ଅବହେଳା ପଦାରେ ପଡିଛି। ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ସମ୍ପାଦକଙ୍କ ଲାଭଖୋର୍‌ ମନୋଭାବ ଯୋଗୁ ଜିଲାର ଚାଷୀଙ୍କ ଜମି…

ବାଧୁଛି ଅନ୍‌ଲାଇନ ପଢ଼ା ଖର୍ଚ୍ଚ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ତୃତୀୟ ଲହର ଆଶଙ୍କା ସୃଷ୍ଟି ହୋଇଛି। ରାଜ୍ୟରେ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ କରାଯାଇଛି। ଅଫ୍‌ଲାଇନ କ୍ଲାସ୍‌ ବଦଳରେ ଅନ୍‌ଲାଇନ କ୍ଲାସ୍‌ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ଯାଉଥିବା…

ଆଜିଠୁ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ କରୋନା ସ୍ଥିତି ଧୀରେ ଧୀରେ ବିଗିଡ଼ିବାରେ ଲାଗିଛି। ସରକାର ଟିକାକରଣ ସମେତ ଟ୍ରାକିଂ, ଟ୍ରେସିଂ ଓ ଟେଷ୍ଟିଂକୁ ଗୁରୁତ୍ୱ ଦେଉଥିଲେ ମଧ୍ୟ ସଂକ୍ରମଣ ରୋକିବାର ନାଁ ଧରୁନି। ଏପରିକି ଡବଲ୍‌ ଡୋଜ୍‌ ଟିକା ନେବା…

ରାଜ୍ୟ ଋଣ ଭାର ବଢ଼ୁଛି

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ ୨୦୨୧-୨୨ର ଅକ୍ଟୋବର ଶେଷ ବେଳକୁ ରାଜ୍ୟର ଋଣ ଭାର ୧,୦୩,୮୨୦.୭୧ କୋଟି ଟଙ୍କାରେ ପହଞ୍ଚତ୍ଥିବା ବେଳେ ତାହା ମାର୍ଚ୍ଚ ଶେଷ ସୁଦ୍ଧା ୧,୨୫,୦୦୫.୩୧ କୋଟି ଟଙ୍କାରେ ପହଞ୍ଚତ୍ବ ବୋଲି ରାଜ୍ୟ ସରକାର ଆକଳନ କରଛନ୍ତି। କେବଳ…

ବସ୍‌କୁ ଠେଲି ନେଲା ଦନ୍ତା

ବାରିପଦା ଅଫିସ,୯।୧- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଟିକପଦା ରାସ୍ତାରେ ରବିବାର ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଗୋଡ଼ାଇବା ସହ ଠେଲି ଠେଲି ୫୦ ମିଟର ଆଗକୁ ନେଇଯାଇଥିଲା। ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବସ୍‌ଟିର ପଛପାର୍ଶ୍ୱ…

୧୧ରୁ ପୁଣି ବର୍ଷା

ଭୁବନେଶ୍ୱର,୯।୧(ବ୍ୟୁରୋ): ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ଗୁରୁଚାପ ବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ। ଅନ୍ୟପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଏନେଇ ଆଞ୍ଚଳିକ ପାଣିପାଗ…

କରୋନା ସଂକ୍ରମଣ କେବେ କମିବ କହି ହେବନି

ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ସଂକ୍ରମଣ ପ୍ଲାଟୋ ଷ୍ଟେଜକୁ ନ ଆସିବା ଯାଏ କେବେ କମିବ କହି ହେବନି । ସଂକ୍ରମଣ ରୋକିବାକୁ…

ସଂକ୍ରମଣକୁ ତାଳ ଦେଇ ବଢ଼ିଚାଲିଛି କୋଭିଡ୍‌ କଣ୍ଟେନ୍‌ମେଣ୍ଟ ଜୋନ୍‌; ଆଜି ଆଉ ୭ ଅଞ୍ଚଳ…

ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବଢ଼ୁଛି କରୋନା ସଂକ୍ରମଣ। ଏଥିସହ ତାଳ ଦେଇ ବଢ଼ି ଚାଲିଛି କଣ୍ଟେନମେଣ୍ଟ ଜୋନ୍‌ । ବିଏମ୍‌ସିର ଦକ୍ଷିଣ-ପୂର୍ବ ଜୋନରେ ରବିବାର ଆଉ ୭ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଏକାଧିକ ପଜିଟିଭ୍‌ ଚିହ୍ନଟ ପରେ ବିଏମ୍‌ସି…

ରାଜଧାନୀରେ ବଢ଼ିଲା କୋଭିଡ୍‌ ହସ୍ପିଟାଲ୍‌, ଶଯ୍ୟା ସଂଖ୍ୟା

ଭୁବନେଶ୍ୱର, ୯।୧(ବ୍ୟୁରୋ): ଭୁବନେଶ୍ୱରରେ କୋଭିଡ ହସ୍ପିଟାଲ ଓ ଶଯ୍ୟା ସଂଖ୍ୟା ବୃଦ୍ଧି ପାଇଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ପୂର୍ବରୁ ସମ୍‌ ଓ ଆଦିତ୍ୟ-ଅଶ୍ୱିନୀ ହସ୍ପିଟାଲକୁ ଏ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri