ବିଦେଶରେ ପଢିବା ପାଇଁ ଯିବାକୁ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ଟିକା
ଭୁବନେଶ୍ୱର, ୫।୬ (ବ୍ୟୁରୋ): ବିଦେଶକୁ ଯାଇ ପାଠ ପଢିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। କରୋନା ମହାମାରୀ ସମୟରେ ବିଦେଶ ଯିବା ପାଇଁ ଟିକାକରଣ ବାଧ୍ୟତାମୂଳକ ଥିବାରୁ ଅନେକ ଛାତ୍ରୀଛାତ୍ରଙ୍କ ବିଦେଶରେ ପାଠ ପଢିବା...
ଘରେ ବସି ଆପ୍ରେ ବୁକିଂ କରିହେବ ଅକ୍ସିଜେନ୍
ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍ଡାଉନ ଶଟ୍ଡାଉନ୍ର ସୁଫଳ ମିଳୁଛି। ହେଲେ ଏବେ ବି କିଛି ଲୋକ କଟକଣାକୁ ପାଳନ କରୁନାହାନ୍ତି। ବିଶେଷକରି ବିଭିନ୍ନ ମାର୍କେଟ ଅଞ୍ଚଳରେ...
ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍
ବ୍ରହ୍ମପୁର ଅଫିସ,୫ା୬: ଜନୈକା ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ପନ୍ଦରାସାହିର ଦୀପକ...
୧୯ ଜିଲାରେ କାଳବୈଶାଖୀ ଭୟ
ଭୁବନେଶ୍ୱର,୫।୬: ଦକ୍ଷିଣ, ପଶ୍ଚିମ, ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ଜିଲାଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ...
ଘରେ ରହି ଚିକିତ୍ସିତ ହେବାକୁ ଥିବା କରୋନା ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ କନସେନ୍ଟ୍ରେଟର
ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରରେ ଅକ୍ସିଜେନର ଘୋର ଅଭାବ ଦେଖାଦେଇଛି। ତେବେ ଅକ୍ସିଜେନ ଯୋଗାଣ ପାଇଁ ବିଏମ୍ସି ବଡ଼ ପଦକ୍ଷେପ ନେଇଛି। ଏଣିକି ଘରେ ରହି ଚିକିତ୍ସିତ ହେବାକୁ ଚାହୁଁଥିବା କରୋନା ରୋଗୀଙ୍କୁ ଅକ୍ସିଜେନ କନସେନ୍ଟ୍ରେଟର ଯୋଗାଇ ଦିଆଯିବ...
ଆର୍ପିଡିଏସିକୁ ଡର
ଯାଜପୁର ଅଫିସ,୫।୬:ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଏବଂ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍ପିଡିଏସି) ବୈଠକ ଶେଷ ଥର ପାଇଁ ୧୪ା୯ା୨୦୧୬ରେ ଅନୁଷ୍ଠିତ ହୋଇଥିଲା। ଇତିମଧ୍ୟରେ କଟକଠାରେ ଆର୍ପିଡିଏସି ବୈଠକ...
ଯୁକ୍ତ ଦୁଇ ମୂଲ୍ୟାୟନ, ରେଜଲ୍ଟ ନେଇ ମନ୍ତ୍ରୀ ଦେଲେ ଏହି ସୂଚନା
ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ସରକାର ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରିଛନ୍ତି। ତେବେ ବର୍ତ୍ତମାନ କେମିତି ମୂଲ୍ୟାୟନ ହେବ ଏବଂ କେବେ ରେଜଲ୍ଟ ପ୍ରକାଶ ପାଇବ ସେନେଇ ଚିନ୍ତାରେ ଅଛନ୍ତି ଛାତ୍ରୀଛାତ୍ର ଏବଂ ଅଭିଭାବକ। ଏହି...
ଚିନ୍ତା ଘାରିଲେ ବି ପ୍ରତିକାର ଶୂନ
ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ ରାସ୍ତା ନିର୍ମାଣ ବୃଦ୍ଧି ପାଇଛି। ସଚେତନତାର ଅଭାବ ଓ ବିକାଶ ନାଁରେ ବିନାଶ...
୭ରୁ କଟକଣାରେ ଚାଲିବ ହାଇକୋର୍ଟ
କଟକ ଅଫିସ୍,୫।୬: ମହାମାରୀ କୋଭିଡ୍ ଏବଂ ରାଜ୍ୟରେ ଲକ୍ଡାଉନ୍ ଓ ଶଟ୍ଡାଉନ୍କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ କାର୍ଯ୍ୟ। ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କ ସୂଚନା ମୁତାବକ ଏହି କଟକଣା ଆସନ୍ତା...
ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ
କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏସ୍ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅସ୍ତ୍ରୋପଚାର ପରେ...
କରୋନାରୁ ସୁସ୍ଥ ହୃଦ୍ରୋଗୀ ହାର୍ଟ ଚେକ୍ ଅପ୍ କରିବାକୁ ପରାମର୍ଶ
ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏଥିପ୍ରତି ହୃଦ୍ରୋଗୀମାନେ ଅଧିକ ଯତ୍ନବାନ ହେବା ପାଇଁ ପରାମର୍ଶ ଦେଇଛନ୍ତି...
ଡା. ମନୋଜ ସାହୁଙ୍କୁ ଜାତୀୟ ସମ୍ମାନ
ଭୁବନେଶ୍ୱର, ୫।୬ (ବ୍ୟୁରୋ): ସମ୍ ହସ୍ପିଟାଲର ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ମନୋଜ କୁମାର ସାହୁଙ୍କୁ ‘କାମରାଜ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଜୁକେଶନ ଆଣ୍ଡ୍ ରିସର୍ଚ୍ଚ’ ସମ୍ମାନ ମିଳିଛି। ତାମିଲନାଡୁର ଥେନିସ୍ଥିତ ଏହି ଇନ୍ଷ୍ଟିଚ୍ୟୁଟ୍ ପକ୍ଷରୁ ଦେଶର ବରିଷ୍ଠ ତଥା ବିଶିଷ୍ଟ...
Archives


