ରେକର୍ଡ ଭାଙ୍ଗୁଛି ସଂକ୍ରମଣ: ଡରାଇଲେଣି ୩ ଜିଲା
ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ କୋଭିଡ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଛି । ଗତ ୫ ତାରିଖରେ ରାଜ୍ୟରେ କୋଭିଡ ଟେଷ୍ଟ ପଜିଟିଭ ରେଟ ୧.୭୭ ପ୍ରତିଶତ ଥିଲା । ମାତ୍ର ୫ ଦିନ ଭିତରେ ସଂକ୍ରମଣ ବଢ଼ିବା ସହ ଟିପିଆର୍…
କଂଗ୍ରେସ ଭବନରେ ବୋମାମାଡ଼
ଭୁବନେଶ୍ୱର,୯ା୧(ବ୍ୟୁରୋ): ଗୋଷ୍ଠୀ କନ୍ଦଳକୁ ନେଇ ଶନିବାର ବିଳମ୍ବିତ ରାତିରେ କଂଗ୍ରେସ ଭବନରେ ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ସନ୍ଧ୍ୟାରେ ଦୁର୍ଗା ମାଧବ ମହଲା ନାମକ ଜଣେ ଯୁବକକୁ କଂଗ୍ରେସ ଭବନ ସାମ୍ନାରେ ଆକ୍ରମଣ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି…
ଆଜି ରାଜ୍ୟରୁ ୪୭୧୪ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ
ଭୁବନେଶ୍ୱର,୯ା୧(ବ୍ୟୁରୋ): ରବିବାର ରାଜ୍ୟରୁ ୪୭୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୭୦,୮୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୭୫୫ ଜଣ ଚିହ୍ନଟ ହୋଇଥିବା…
ବର୍ଷେ ୫ ମାସରେ ୧୨ ବାଲ୍ୟ ବିବାହ ବନ୍ଦ
କେନ୍ଦ୍ରାପଡ଼ା ଅଫିସ, ୯ା୧: ବିବାହ ବୟସ ସୀମା ଏବେ ଜାତୀୟସ୍ତରରେ ପ୍ରସଙ୍ଗ ପାଲଟିଛି। ବେଟି ବଚାଓ, ବେଟି ପଢ଼ାଓ ସ୍ଲୋଗାନକୁ ଅଗ୍ରାଧିକାର ଦିଆଯାଉଛି। ତେବେ ଏହି ସ୍ଲୋଗାନ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ କାର୍ଯ୍ୟ କରୁନାହିଁ। ଏହି ଅଞ୍ଚଳରେ ୧୮ ବର୍ଷ…
୧୨ରେ ୬ ଜିଲାକୁ ପ୍ରବଳ ବର୍ଷା
ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ ରବିବାରଠାରୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ। ଏହା ୪ରୁ ଅଧିକ ଦିନ ଧରି ଜାରି ରହିପାରେ। ୧୨ ତାରିଖରେ ୬ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।…
ଗିରଫ ବେଳେ ଥାନା ଅଧିକାରୀଙ୍କୁ ଛୁରାମାଡ଼
ଭବାନୀପାଟଣା,୯।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ମୁଖୀଗୁଡ଼ା ଓଏଚ୍ପିସି କର୍ମଚାରୀ କୁଳମଣି ରଥ ଶନିବାର ରାତିରେ କର୍ମଚାରୀ କାଳୁଚରଣ ଭୂୟାଁ ଓ ତାଙ୍କ ପୁଅ ଦୀପ୍ତିକୃଷ୍ଣଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…
କାଲିଠୁ ଦର୍ଶନ ଦେବେନି ଶ୍ରୀଜିଉ: ଆଜି ବଡ଼ଦାଣ୍ଡରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ପୁରୀ ଅଫିସ,୮ା୧: ଶନିବାର ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଛି। ରବିବାରଠାରୁ ଜାନୁୟାରୀ ୩୧ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ ରହୁଥିବାରୁ ଆଜି ଶ୍ରୀଜିଉଙ୍କ ଦର୍ଶନ ଲାଗି ଏପରି ଜନସମୁଦ୍ର ଦେଖିବାକୁ ମିଳିଛି। ମରିରିକୋଟ ଛକଠାରୁ ସିଂହଦ୍ୱାର ଯାଏ ଏହି ଭିଡ଼ ଲାଗିଛି।…
୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା
ଭୁବନେଶ୍ୱର,୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ପଞ୍ଚାୟତରେ ସେବା ଯୋଗାଉଥିବା ୫୦ ହଜାର ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦ ଟଙ୍କା…
ଅଙ୍ଗନଓ୍ବାଡ଼ି କର୍ମୀ, ସହାୟିକାଙ୍କ ପ୍ରୋତ୍ସାହନ ରାଶି ବଢ଼ିଲା
ଭୁବନେଶ୍ୱର,୮ା୧(ବ୍ୟୁରୋ): ରାଜ୍ୟ ସରକାର ଶନିବାର ଅଙ୍ଗନଓ୍ବାଡ଼ି କର୍ମୀ ଓ ସହାୟିକାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ଅଙ୍ଗନଓ୍ବାଡ଼ି କର୍ମୀ, ମିନି ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ସହାୟିକାମାନେ ୬୨ ବର୍ଷ ବୟସରେ ସେବା ନିବୃତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଉଥିବା…
ଏକ୍ସଆଇଏମ୍ବିରୁ ଚିହ୍ନଟ ହେଲେ ୩୦ ସଂକ୍ରମିତ
ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜଧାନୀର ଏକ ଶିକ୍ଷାନୁଷ୍ଠାନରେ ଫୁଟିଛି କରୋନା ବୋମା। ଭୁବନେଶ୍ୱରସ୍ଥିତ ଜାଭିୟର ଇନଷ୍ଟିଚ୍ୟୁଟରେ ଏକା ସଙ୍ଗେ ୩୦ରୁ ଅଧିକ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ ସମ୍ପୃକ୍ତ ହଷ୍ଟେଲକୁ ଶନିବାର କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଏହି ସମୟରେ ସମ୍ପୃକ୍ତ ହଷ୍ଟେଲ…
ବଢ଼ିବାରେ ଲାଗିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ଚିହ୍ନଟ ହେଲେ ଆଉ ୧୪
ଭୁବନେଶ୍ୱର, ୮।୧(ବ୍ୟୁରୋ): ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍ଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସେସ (ଆଇଏଲ୍ଏସ୍) ପକ୍ଷରୁ ଶନିବାର ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏଥିସହ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ପାଇଛି।…
ବିମାନବନ୍ଦରରେ କମୁଛି ଯାତ୍ରୀଙ୍କ ସଂଖ୍ୟା
ଭୁବନେଶ୍ୱର, ୮।୧(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ଦ୍ରୁତ ଗତିରେ ବଢିଚାଲିଛି। ଏଥି ଯୋଗୁ ଭୁବନେଶ୍ୱର ବିମାନବନ୍ଦରରେ ଯାତ୍ରୀ ସଂଖ୍ୟା ହ୍ରାସ ପାଇଛି। ଏ ନେଇ ନିର୍ଦ୍ଦେଶକ ପ୍ରଭାତ ରଞ୍ଜନ ବେଉରିଆ ସୂଚନା ଦେଇଛନ୍ତି। ଦୈନିକ ଯାତ୍ରୀ ସଂଖ୍ୟା ୧୨ ହଜାର…
Archives


