ପୁରୀ ସ୍ବର୍ଗଦ୍ୱାରରେ ହେଲା କଟକଣା
ପୁରୀ ଅଫିସ, ୮।୧: ପୁରୀ ସ୍ବର୍ଗଦ୍ୱାରରେ ସୋମବାରରୁ ଶବଦାହ ଉପରେ କଟକଣା ଲାଗୁ ହୋଇଛି। ଏଣିକି ସ୍ବର୍ଗଦ୍ୱାରରେ ବାହାର ଜିଲାର ଲୋକଙ୍କ ଶବଦାହ କରିବାକୁ ଅନୁମତି ଦିଆଯିବ ନାହିଁ। କେବଳ ପୁରୀ ଜିଲାର ଲୋକ ପରିଚୟ ପତ୍ର ଦେଖାଇ ଶବଦାହ କରିବାକୁ…
ଜଗାକୁ ଦେଖିବାକୁ ଭିଡ଼: ବଡ଼ଦାଣ୍ଡରେ ଭକ୍ତଙ୍କ ଲମ୍ବା ଧାଡ଼ି
ପୁରୀ ଅଫିସ,୮।୧: ଶ୍ରୀଜିଉଙ୍କୁ ଦର୍ଶନ ଉପରେ ୧୦ ତାରିଖରୁ କଟକଣା ଲାଗିବା ପରେ ଶନିବାର ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ ଭକ୍ତଙ୍କ ଲମ୍ବା ଧାଡ଼ି ଲାଗି ରହିଛି। ଶନିବାରରେ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏ…
ପ୍ରକାଶ ପାଇଲା ଜିଲା ପରିଷଦ ଅଧ୍ୟକ୍ଷ ଚୂଡାନ୍ତ ସଂରକ୍ଷଣ ତାଲିକା
ଭୁବନେଶ୍ୱର,୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଜିଲା ପରିଷଦ ଅଧ୍ୟକ୍ଷ ପଦବୀର ଚୂଡାନ୍ତ ସଂରକ୍ଷଣ ତାଲିକା ଶନିବାର ପ୍ରକାଶ ପାଇଛି। ଏ ନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏହି ସଂରକ୍ଷଣ ତାଲିକା ପ୍ରକାଶ କରିଯାଇଛି। ଅନୁସୂଚିତ ଜାତି/ଜନଜାତି ଓ ମହିଳାମାନଙ୍କ ପାଇଁ…
କେନାଲ କାମରେ ଅନିୟମିତତା
ହାଟଡିହୀ,୮।୧(ଡିି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଦ୍ୟାଧରପୁର କେନାଲ ଡିଭିଜନ ଅଧୀନ ବିଭିନ୍ନ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏଷ୍ଟିମେଟ ଅନୁସାରେ କାର୍ଯ୍ୟ ନ ହୋଇ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ମିଥ୍ୟା ବିଲ୍ କରାଯାଇଥିବା ଆନନ୍ଦପୁର ସିଭିଲ ସୋସାଇଟି ପକ୍ଷରୁୁ…
ମାଙ୍କଡା ଖୋଳିବାରୁ ପାଣି ନାଳ ନଷ୍ଟ
ଖଇରା, ୮।୧(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ତହସିଲ ବର୍ତ୍ତନା ରାଜସ୍ବ କ୍ଷେତ୍ର ଅଧୀନ ରଟିଣା ବାଲିଶାସନ ନିକଟରେ କେତେଜଣ ବ୍ୟକ୍ତି ମାଙ୍କଡା ଓ ମୋରମ ଖୋଳିବା ନିଶାରେ ଚାଷଜମିକୁ ସଂଯୋଗ କରୁଥିବା ପାଣିନାଳକୁ ନଷ୍ଟ କରି ଦେଇଥିବାରୁ ଚାଷୀମାନେ ତୀବ୍ର ଅସନ୍ତୋଷ…
ଚିନ୍ତା ବଢାଉଛି କରୋନା,ରାଜ୍ୟରେ ୩୬୭୯ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜ୍ୟରେ ଶନିବାର ୩୬୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୪୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୫୩୧ ଜଣ ଲୋକାଲ କେସ…
‘ଶିମିଳିପାଳ ସୁରକ୍ଷା ସମସ୍ତଙ୍କ ଦାୟିତ୍ୱ’
ବାରିପଦା ଅଫିସ,୮।୧ ଶିମିଳିପାଳ ଅଭୟାରଣ୍ୟକୁ ବନାଗ୍ନିରୁ ମୁକ୍ତ କରିବା ନିମନ୍ତେ ସପ୍ତାହବ୍ୟାପୀ ଜନସଚେତନତା କାର୍ଯ୍ୟକ୍ରମ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଓ ମୟୂରଭଞ୍ଜ ବନବିଭାଗର ମିଳିତ ସହଯୋଗରେ ସ୍ଥାନୀୟ ଛଉ ପଡ଼ିଆରେ…
ବାଲିବୋରେ ମଣ୍ଡି ଆରମ୍ଭ
ଭୁବନ, ୮।୧(ଡି.ଏନ୍.ଏ.) ଭୁବନ ବ୍ଲକ ବାଲିବୋରେ ଶୁକ୍ରବାରଠାରୁ ଖରିଫ୍ ଧାନ ମଣ୍ଡି ଆରମ୍ଭ ହୋଇଛି। ସିଡିପିଓ ଦାୟିତ୍ୱରେ ଥିବା ସୁପରଭାଇଜର ନିର୍ମଳ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ। ମଣ୍ଡିରେ ଧାନ ବିକ୍ରି କରିବାକୁ ୫୪୭ ଚାଷୀ…
୮ ବ୍ଲକରୁ ୪ଟିରେ ମହିଳା
ଅନୁଗୋଳ ଅଫିସ, ୮।୧ ଅନୁଗୋଳ ଜିଲାର ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ, ସମିତି ସଭ୍ୟ ଓ ସରପଞ୍ଚ ପଦବୀର ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜିଲା ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି। ଜିଲାର ମୋଟ୍ ୮ଟି ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ମଧ୍ୟରୁ…
ରାଜଧାନୀର ଆଉ ୧୧ ଅଞ୍ଚଳ ହେଲା କଣ୍ଟେନମେଣ୍ଟ ଜୋନ
ଭୁବନେଶ୍ୱର,୮।୧(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ରାଜଧାନୀର ୧୧ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଏକାଧିକ କୋଭିଡ ପଜିଟିଭ ବାହାରିବା ପରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଉତ୍ତର ଜୋନର ନିଳାଦ୍ରିବିହାର…
ନିର୍ବାଚନ ଆୟୋଗ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର,୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ବୈଠକ ଡାକିଛନ୍ତି। ତେବେ ଏହି ବୈଠକ ଶନିବାର ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହେବ। ସିଏସ୍, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଏହି ବୈଠକରେ ଯୋଗ ଦେବେ।…
ନନ୍ଦନକାନନ: ଅନ୍ଲାଇନ ଟିକେଟ କଳାବଜାର
ବାରଙ୍ଗ,୮।୧(ଡି.ଏନ୍.ଏ.): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନଙ୍କୁ ଦୃଷ୍ଟିରେ ରଖି ନନ୍ଦନକାନନରେ ଶୁକ୍ରବାରଠାରୁ ପର୍ଯ୍ୟଟକମାନେ କେବଳ ଅନ୍ଲାଇନରେ ଟିକେଟ କରି ବୁଲିବାକୁ ଯାଇପାରିବେ ବୋଲି ଗୁରୁବାର ଘୋଷଣା କରିଥିଲେ। ଶୁକ୍ରବାର ବହୁ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଥିଲେ ମଧ୍ୟ ନନ୍ଦନକାନନ ପକ୍ଷରୁ ହୋଇଥିବା…
Archives


