ରାଜ୍ୟ

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ପିଟିସନ୍‌ ଦାୟର ହୋଇଛି।...

ଭାଜପା ପ୍ରାର୍ଥୀ ତାଲିକା: ପଲିଟିବ ରାଉରକେଲା ବାଜି! ତାଲିକାରେ ୧୬ ନୂଆ ଚେହେରା

ଭୁବନେଶ୍ୱର,୧୬।୪: ପ୍ରାୟ ଦୁଇ ସପ୍ତାହ ପରେ ଆସିଲା ଭାଜପାର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା। କାହାର ଟିକେଟ ବଦଳିବ, କାହାର ଟିକେଟ କଟିବ, ସେ ନେଇ ବହୁ ନେତା ଆଶା ଆଶଙ୍କାରେ ଥିଲେ। ଶେଷରେ ଆଜି ଭାଜପା ତାର ଦ୍ୱିତୀୟ...

ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ କେତେକ ସମର୍ଥକଙ୍କ ସହିତ ଭାଜପାର ଯୋଗ ଦେଇଥିବା ଜଣାପଡିଛି। ସେ ୨୦୧୪ ରେ...

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ ଜଣେ ଓ ଆଳି ଶାଳିଅଞ୍ଚ ଭେଡାରେ ବଜ୍ରାଘାତ ଯୋଗୁଁ ଆଉ ଜଣଙ୍କର ମୃତ୍ୟୁ...

ମା’ବାପାଙ୍କୁ ହରାଇଥିଲେ, ଚାକିରିରେ ଥାଇ ୟୁପିଏସ୍‌ସି ପ୍ରସ୍ତୁତି; କିଛି ଏଭଳି ଆଇଏଏସ୍‌ ଅନିମେଶଙ୍କ ସଂଘର୍ଷ କାହାଣୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ୨୦୨୩ ୟୁପିଏସ୍‌ସି ପରୀକ୍ଷାଫଳ ପ୍ରକାଶିତ ହୋଇଛି। ସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଅନୁଗୋଳ ଜିଲାର ଅନିମେଶ ପ୍ରଧାନ। ବ୍ୟକ୍ତିଗତ ଜୀବନରେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରୁଥିଲେ ହେଁ ଧୌର୍ଯ୍ୟର...

୧୮-୧୯ରେ ଜାଳିବ

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ରାଜ୍ୟକୁ ପୁଣି ଫେରିଛି ତାତି। ଆଜି ୨୯ ସହରରେ ଦିନ ତାପମାତ୍ରା ୪୦ରୁ ଅଧିକ ରେକର୍ଡ କରାଯାଇଛି। ସେହିପରି ଆଜି ବାରିପଦା ରାଜ୍ୟର ସର୍ବୋଚ୍ଚ ଇତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଜିଲାରେ ତାପମାତ୍ରା ୪୩.୬ ରେକର୍ଡ...

ଆସୁଛି ପଶ୍ଚିମା ଝଡ଼, ଏହି ସବୁ ଜିଲାରେ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୧୬।୪: ରାଜ୍ୟକୁ ପୁଣି ଫେରିଛି ତାତି। ଏହି ସ୍ଥିତି ଆଗକୁ ମଧ୍ୟ ଜାରି ରହିବ। ସେଥିପାଇଁ ପାଣିପାଗ ବିଭାଗ ଆସନ୍ତା ୫ ଦିନ ପାଇଁ ପ୍ରବଳ ଖରାକୁ ନେଇ ବିଭିନ୍ନ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ତେବେ ଆଶ୍ୱସ୍ତିର...

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ ମଧ୍ୟରେ ମାଓବାଦୀ ସଂଗଠନର କିଛି ଟପ ଲିଡର ରହିଛନ୍ତି। ସେହିପରି ମାଓଙ୍କ ସହ...

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ କରିଛନ୍ତି। ଶତାଧିକ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଯାଇ ମା’ଧାମୁରାଇ ମନ୍ଦିରରେ ପୂଜାର୍ଚ୍ଚନା କରି...

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା ଅଧୀନ ଜୁନା ଗାଁର ସନାତନ ସିଂ ବୋଲି ଜଣାପଡିଛି। ଗତବର୍ଷ ଏପ୍ରିଲ ମାସରେ...

ଭିଡିଓ କଲ୍‌ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍‌ଡେଟ୍‌…

ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍‌ କଲ୍‌ ପରେ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ କଲ୍‌ରେ ଲୋକମାନଙ୍କ ନିକଟରୁ ସେମାନଙ୍କ ଅଞ୍ଚଳରେ ହେଉଥିବା ଉନ୍ନୟନମୂଳକ କାମର ଅପଡେଟ ନେଇଛନ୍ତି।...

ଦଳରେ ଅଣଦେଖା! ବିଶେଶ୍ୱର ଟୁଡୁଙ୍କୁ ଟିକେଟ ଦେଇନି ଭାଜପା

ଭୁବନେଶ୍ବର,୧୬।୪: ରାଜ୍ୟରେ ଆଉ ୨୧ ବିଧାନସଭା ଆସନ ଲାଗି ଭାଜପା ପକ୍ଷରୁ ମଙ୍ଗଳବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଦଳ ରାଉରକେଲାରୁ ବରିଷ୍ଠ ନେତା ଦିଲୀପ ରାୟଙ୍କୁ ଟିକେଟ ଦେଇଛି । ସେହିଭଳି ଜଗତସିଂହପୁରରୁ ଅମରେନ୍ଦ୍ର ଦାସ, ରଣପୁରରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri