ରାଜ୍ୟ

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା ନାବାଳିକାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ ସମ୍ପୃକ୍ତ ଗୁଣିଆ ନାଇକେନପାଲି ଗ୍ରାମର ରୂପ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ ବିଦ୍ୟାଳୟରେ ଦିଆଯାଇଥିବା ବଟିକା ଖାଇ ୩୮ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଓଚିନ୍ଦା…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି ସ୍ଥିତିକୁ ନେଇ ସ୍ଥାନୀୟ ଲୋକେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ନିଶା କାରବାରରୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ ତାଙ୍କର ମୃତଦେହକୁ ସତ୍କାର କରିବାକୁ ସାହି ପଡୋଶୀ, ଗ୍ରାମବାସୀ, ବନ୍ଧୁ ବାନ୍ଧବ କିଏ…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ ତ୍ବରିତ ପଦକ୍ଷେପ ନେବାକୁ ବରଗଡ଼ ଲୋକସଭା ସାଂସଦ ସାଂସଦ ପ୍ରଦୀପ ପୁରୋହିତ ଚିଠା…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି ଟଙ୍କାର ୨୩ଟି ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟରେ…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ ଚାଲାଣ ପଇଠ କରିବାକୁ ପଡ଼ିବ। ଏକ ଜନସ୍ୱାର୍ଥ ମାମଲା (PIL) ର ଶୁଣାଣି…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ରାକେଶ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଅଂଶ ଗ୍ରହଣ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ ଆସିଛି । ଭାରତ ବନ୍ଦକୁ ନେଇ ଏବେ ଦେଶରେ ଜୋର ଧରିଛି ଚର୍ଚ୍ଚା…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ ଆସିଛି ତାହା ଯେତିକି ଆଶ୍ଚର୍ଯ୍ୟ ଲାଗିଲା ପରି। ରବିବାର ରାତିରେ ମୃତ ସତ୍ୟବ୍ରତ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପାଢୀ କହିଛନ୍ତି, ୨୦୨୬-୨୭ ପାଞ୍ଜି…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ ଅଚାନକ ଗାଡି ଚାଳକଙ୍କୁ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର ଭିତରକୁ ଯିବାକୁ ନିର୍ଦ୍ଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri