ଏମ୍ପିଙ୍କ ଚାଳଘରେ ଖାଇଲେ ରେଳମନ୍ତ୍ରୀ
ସଜନାଗଡ଼,୮।୧(ଡି.ଏନ.ଏ.): ବାଲେଶ୍ୱର ଗସ୍ତରେ ଆସିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାଲେଶ୍ୱର ଷ୍ଟେଶନରେ ମେମୁ ଟ୍ରେନ ଚଳାଚଳ ଶୁଭାରମ୍ଭ ଓ ନୀଳଗିରି ଗୋପୀନାଥପୁରରେ ଷ୍ଟେଶନ ଶିଳାନ୍ୟାସ କରିବା ପରେ ଅପରାହ୍ନରେ ଏମ୍ପି ପ୍ରତାପଚନ୍ଦ୍ର ଷଡ଼ଙ୍ଗୀଙ୍କ ଗଁା ଗୋପୀନାଥପୁରରେ ପହଞ୍ଚିଥିଲେ। ସେଠାରେ ଗ୍ରାମବାସୀ ତାଙ୍କୁ…
୭୨ ଘଣ୍ଟାର ଆର୍ଟି-ପିସିଆର୍ ରିପୋର୍ଟ ନେଗେଟିଭ୍ ଥିଲେ ବିମାନ ବନ୍ଦରରେ ଟେଷ୍ଟ ହେବନି
ଭୁବନେଶ୍ୱର, ୮।୧(ବ୍ୟୁରୋ): ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ସ୍ବତନ୍ତ୍ର ଗାଇଡ୍ଲାଇନ୍ ଜାରି କରାଯାଇଛି। ସମସ୍ତ ବିମାନ ଯାତ୍ରୀଙ୍କ ଆର୍ଟିପିସିଆର୍ ଟେଷ୍ଟ୍କୁ ବାଧ୍ୟତାମୂଳକ କରାଯାଇଥିବାବେଳେ ଶୁକ୍ରବାରଠାରୁ…
ଦେଇଥିବା କଥା ରଖିଛୁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀମାନଙ୍କୁ ୩ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିଛନ୍ତି। ରାଜ୍ୟର ସମୁଦାୟ ୩୧ ଲକ୍ଷ ପରିବାରକୁ ୧୪୪୪ କୋଟି…
୨୬ ବର୍ଷ ପରେ ସ୍ତ୍ରୀ ହତ୍ୟାକାରୀ ନିର୍ଦ୍ଦୋଷ
ଦେବଗଡ଼,୮।୧(ଡି.ଏନ.ଏ.): ଏକ ହତ୍ୟା ମାମଲାର ଦୀର୍ଘ ୨୬ ବର୍ଷ ପରେ ରାୟ ପ୍ରକାଶ ପାଇଛି। ଉକ୍ତ ମାମଲାର ବିଚାର କରି ଦେବଗଡ଼ ଅତିରିକ୍ତ ଜିଲା ଓ ଦୌରାଜଜ୍ ଚିନ୍ମୟ ଗୋଚ୍ଛାୟତ ମତୁଆ ମୁଣ୍ଡା ଓରଫ୍ ଗାଗାରିନ ନାମକ ଜଣେ ଅଭିଯୁକ୍ତଙ୍କୁ ପ୍ରମାଣ…
ଏମ୍ପିଙ୍କ ଚାଳଘରେ ଖାଇଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ସଜନାଗଡ଼,୭।୧(ଡି.ଏନ.ଏ.): ବାଲେଶ୍ୱର ଗସ୍ତରେ ଆସିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାଲେଶ୍ୱର ଷ୍ଟେଶନରେ ମେମୁ ଟ୍ରେନ ଚଳାଚଳ ଶୁଭାରମ୍ଭ ଓ ନୀଳଗିରି ଗୋପୀନାଥପୁରରେ ଷ୍ଟେଶନ ଶିଳାନ୍ୟାସ କରିବା ପରେ ଅପରାହ୍ନରେ ଏମ୍ପି ପ୍ରତାପଚନ୍ଦ୍ର ଷଡ଼ଙ୍ଗୀଙ୍କ ଗାଁ ଗୋପୀନାଥପୁରରେ ପହଞ୍ଚିଥିଲେ। ସେଠାରେ ଗ୍ରାମବାସୀ ତାଙ୍କୁ…
ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ୩ ମହାନଗର ଆସନ ସଂରକ୍ଷଣ ଚିଠା
ଭୁବନେଶ୍ୱର,୭।୧(ବ୍ୟୁରୋ)- ପୌର ନିର୍ବାଚନ ପାଇଁ ଓ୍ବାର୍ଡ ପୁନର୍ଗଗଠନ ଓ ଆସନ ସଂରକ୍ଷଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମର ୬୭, କଟକର ୫୯ ଏବଂ ବ୍ରହ୍ମପୁର ମହନଗର ନିଗମର ୪୨ଟି…
ରେଡ୍ ଜୋନ୍କୁ ଆସିଲା ଖୋର୍ଦ୍ଧା
ଭୁବନେଶ୍ୱର, ୭।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଛି। ଦୈନିକ ସଂକ୍ରମଣ ୩ ହଜାର ମୁହାଁ ହେଲାଣି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୮,୯୭୦ ନମୂନା ପରୀକ୍ଷା କରାଯାଇଥିବା ବେଳେ ୨,୭୦୩ କରେନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ…
ସୋମବାରଠାରୁ ଭକ୍ତଙ୍କ ଲାଗି ବନ୍ଦ ରହିବ ଶ୍ରୀମନ୍ଦିର
ପୁରୀ ଅଫିସ,୭।୧: ଆସନ୍ତା ସୋମବାରଠାରୁ ଭକ୍ତଙ୍କ ଲାଗି ବନ୍ଦ ରହିବ ଶ୍ରୀମନ୍ଦିର। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଜାନୁୟାରୀ ୩୧ ଯାଏ ଏହି କଟକଣା ରହିବ। ଶୁକ୍ରବାର ଛତିଶା ନିଯୋଗ- ଶ୍ରୀମନ୍ଦିର ପ୍ରଶାସନ ବୈଠକରେ ବନ୍ଦ ଲାଗି…
ସାଢ଼େ ୮ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଗଲା ସହାୟତା ରାଶି
ଭୁବନେଶ୍ବର,୭।୧(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଘର ମରାମତି ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପକ୍କାଘର ପାଇଥିବା ହିତାଧିକାରୀଙ୍କୁ ୩ ହଜାର ଟଙ୍କା ଏବଂ ଘର ପାଇ ନ ଥିବା ହିତାଧିକାରୀଙ୍କୁ ୫ ହଜାର ଟଙ୍କାର…
ନନ୍ଦନକାନନ ଟିକେଟ କାଉଣ୍ଟର ବନ୍ଦ: ହଟହଟା ପର୍ଯ୍ୟଟକ
ଭୁବନେଶ୍ୱର,୭।୧(ବ୍ୟୁରୋ): ନନ୍ଦନକାନନ ଟିକେଟ କାଉଣ୍ଟରକୁ ବନ୍ଦ କରିଦିଆଯାଇଛି। ସରକାରଙ୍କ ନୂଆ କୋଭିଡ ନିୟମ ଅନୁଯାୟୀ, ଶୁକ୍ରବାରଠାରୁ ଫେବୃୟାରୀ ପହିଲା ପର୍ଯ୍ୟନ୍ତ ନନ୍ଦନକାନନ ଟିକେଟ କାଉଣ୍ଟର ବନ୍ଦ ରହିବ। ପର୍ଯ୍ୟଟକ କେବଳ ଅନଲାଇନରେ ଟିକେଟ ବୁକ କରି ନନ୍ଦନକାନନ ବୁଲି ପାରିବେ ।…
ଆଜିଠାରୁ ନାଇଟ୍ କର୍ଫ୍ୟୁ: ଟ୍ବିନ୍ସିଟିକୁ ଜଗିବେ ୨୫ ପ୍ଲାଟୁନ୍ ପୋଲିସ
ଭୁବନେଶ୍ବର,୭।୧(ବ୍ୟୁରୋ): ଆଜିଠାରୁ ଟ୍ବିନସିଟିରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ଏହି କଟକଣା ରାତି ୯ ଟାରୁ ସକାଳ ୫ ଯାଏ ଲାଗିବାକୁ ଥିବା ବେଳେ ଫେବୃୟାରୀ ୧ ଯାଏ ବଳବତ୍ତର ରହିବ। ଏହି ସମୟରେ କୋଭିଡ୍ ନିୟମ ଭାଙ୍ଗିଲେ ଦୃଢ଼…
ଆସନ୍ତା ୧୦ରୁ କଲେଜ-ବିଶ୍ୱବିଦ୍ୟାଳୟ ବନ୍ଦ
ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଶୁକ୍ରବାର ବନ୍ଦ ଘୋଷଣା କରାଯାଇଛି। ଜାନୁୟାରୀ ୧୦ରୁ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। କେବଳ ମେଡିକାଲ ଏବଂ ନର୍ସିଂ କଲେଜଗୁଡ଼ିକୁ ଏଥିରୁ ବାଦ ଦିଆଯାଇଛି। ଅନ୍ୟ ସମସ୍ତ କଲେଜ ଓ…
Archives


