ନଗଡ଼ା ରାସ୍ତା ନାଁରେ ୪୪ଲକ୍ଷ ହରିଲୁଟ୍
ଯାଜପୁର ଅଫିସ,୭ା୧: ଗ୍ରାମ୍ୟ ନିର୍ମାଣ ବିଭାଗ(ଆର୍ଡି) ଅଧିକାରୀ ଓ କେତେଜଣ ରାଜନେତାଙ୍କ ମଧୁଚନ୍ଦ୍ରିକା ଯୋଗୁ ବହୁଚର୍ଚ୍ଚିତ ନଗଡ଼ା ବିକାଶ କାର୍ଯ୍ୟ ଏବେ ବିବାଦ ଘେରକୁ ଆସିଛି । ଏହାସହ ୨୦୧୬-୧୭ ବର୍ଷରେ ନଗଡ଼ାକୁ ନିର୍ମାଣ ହୋଇଥିବା ରାସ୍ତାର ମରାମତି କାମରେ ଟଙ୍କା…
ଆଜି ପ୍ରକାଶ ପାଇବ ମହାନଗର ନିଗମର ସାନି ଚିଠା ସଂରକ୍ଷଣ ତାଲିକା
ଭୁବନେଶ୍ୱର,୭।୧ (ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ମହାନଗର ନିଗମର ସାନି ଚିଠା ଆସନ ସଂରକ୍ଷଣ ଓ ସୀମା ପୁନଃନିର୍ଦ୍ଧାରଣ ତାଲିକା ପ୍ରକାଶ କରିବ ଗୃହ ଓ ନଗର ଉନ୍ନୟନ ବିଭାଗ। ଆସନ୍ତା ୧୬ ତାରିଖ ସୁଦ୍ଧା ଅଭିଯୋଗ ଓ ପ୍ରସ୍ତାବ…
ଅବହେଳାରୁ ଆକର୍ଷଣ ହରାଉଛି ଚଣ୍ଡୀମନ୍ଦିର
ଯାଜପୁର ଅଫିସ,୭ା୧: ଯାଜପୁର ମାଟିର ଅସ୍ମିତାର ପରିଚୟ ହେଉଛି ଏହାର ମନୋଜ୍ଞ ପ୍ରାକୃତିକ ବିଭବ ଏବଂ ସୁପ୍ରାଚୀନ ଐତିହ୍ୟ। ବରାହ-ବିରଜା କ୍ଷେତ୍ର ନିଜର ଅନନ୍ୟ ସଂସ୍କୃତି, ପରମ୍ପରା ଓ ଐତିହାସିକ ପୀଠଗୁଡ଼ିକର ଗୌରବକୁ ନେଇ ଗର୍ବ ଅନୁଭବ କରିଥାଏ। କିନ୍ତୁ ଦେବୋତ୍ତର…
ଆକାଂକ୍ଷୀ ଜିଲାରେ ମଜଭୁତ ହେବ ୪-ଜି ସେବା
ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟର ଦୁର୍ଗମ ତଥା ଆଭ୍ୟନ୍ତରୀଣ ଗ୍ରାମରେ ଇଣ୍ଟରନେଟ୍ ସେବା ମଜଭୁତ୍ କରିବା ଲାଗି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ୧୦ ଆକାଂକ୍ଷୀ ଜିଲାର ୩,୯୩୩ ଗ୍ରାମରେ ୪-ଜି ସଂଯୋଗୀକରଣ ପାଇଁ ନୂତନ ମୋବାଇଲ୍ ଟାୱାର ସ୍ଥାପନ କରିବାକୁ ଘୋଷଣା କରିଛନ୍ତି।…
କେନାଲ କାମରେ ଅନିୟମିତତା
ହାଟଡିହୀ,୭ା୧(ଡିି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଦ୍ୟାଧରପୁର କେନାଲ ଡିଭିଜନ ଅଧୀନ ବିଭିନ୍ନ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏଷ୍ଟିମେଟ ଅନୁସାରେ କାର୍ଯ୍ୟ ନ ହୋଇ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ମିଥ୍ୟା ବିଲ୍ କରାଯାଇଥିବା ଆନନ୍ଦପୁର ସିଭିଲ ସୋସାଇଟି ପକ୍ଷରୁୁ…
ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୮କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା
ବାରିପଦା ଅଫିସ,୭ା୧ ମୟୂରଭଞ୍ଜ ଜିଲାର ସମସ୍ତ ୯ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଚୂଡ଼ାନ୍ତ ଫଟୋ ଭୋଟର ତାଲିକା-୨୦୨୨ ପ୍ରକାଶିତ ହୋଇଛି। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ବୈଠକରେ ଫଟୋ ଭୋଟର ତାଲିକା…
ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ
ଆନନ୍ଦପୁର/ହାଟଡିହୀ, ୭ା୧(ସ୍ବ.ପ୍ର./ଡି.ଏନ.ଏ.) କେନ୍ଦୁଝର ଜିଲା ଆନନ୍ଦପୁର ଓ ହାଟଡିହୀ ବ୍ଲକରେ ଗୁରୁବାର କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଯୋଗ ଦେଇ ବିଭିନ୍ନ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆନନ୍ଦପୁର ବ୍ଲକ ଦେଇ ଯାଇଥିବା ୨୦ ନଂ ଜାତୀୟ ରାଜପଥର ନିର୍ମାଣ କାର୍ଯ୍ୟ…
ବଢି ଚାଲିଛି କରୋନା ସଂକ୍ରମଣ,ରାଜ୍ୟରେ ୨୭୦୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୭୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୧୨୪ ଜଣ ଲୋକାଲ କେସ…
ବିଧାୟକ-ସରପଞ୍ଚଙ୍କ ସମର୍ଥକ ମୁହାଁମୁହିଁ
ବାଲେଶ୍ୱର ଅଫିସ, ୭ା୧ ବାଲେଶ୍ୱର ସଦର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିଲା। ଏଥିରେ ବିଧାୟକ ଉପସ୍ଥିତ ରହି ଭତ୍ତା ବଣ୍ଟନ କରୁଥିବା ବେଳେ କସିପଦା ଓ ବାହାବଳପୁର ସରପଞ୍ଚ ପହଞ୍ଚତ୍ ସେମାନଙ୍କୁ ନିମନ୍ତ୍ରଣ…
ଆଜିଠୁ ଷଷ୍ଠରୁ ଯୁକ୍ତ ୨ କ୍ଲାସ୍ ବନ୍ଦ
ଭୁବନେଶ୍ୱର,୭।୧(ବ୍ୟୁରୋ): କୋଭିଡ୍ ସଂକ୍ରମଣର ଦ୍ରୁତଗତି ଏବଂ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ରାଜ୍ୟ ସରକାର ଆସନ୍ତା ୭ ତାରିଖଠାରୁ କଟକଣାକୁ ଅଧିକ କଡ଼ାକଡ଼ି କରିଛନ୍ତି। ପ୍ରାଥମିକ ସ୍କୁଲଠାରୁ ଆରମ୍ଭ କରି ଯୁକ୍ତ ୨ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ଘୋଷଣା…
ଆଜିଠାରୁ ଭୁବନେଶ୍ୱର ବିମାନବନ୍ଦର ଯାତ୍ରୀଙ୍କର ଆର୍ଟି-ପିସିଆର ଟେଷ୍ଟ
ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ ମଧ୍ୟ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧିପାଇଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍ସି ଭୁବନେଶ୍ୱର ବିମାନବନ୍ଦର ପାଇଁ ସ୍ବତନ୍ତ୍ର ଗାଇଡ୍ଲାଇନ ଜାରି କରିଛି। ବିମାନରେ…
Archives


