ଏମିତି ବି ମାଡ଼ିଆସେ ମୃତ୍ୟୁ
କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ ରାଜପଥର ବାଙ୍କମାରୁଣୀ ସାହି ନିକଟରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ...
ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ
ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବତୀ ହେଲେ ସେମେଲମୁଣ୍ଡା ଗାଁର ମିନାକ୍ଷୀ ବେହେରା।...
ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ
ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼ ମାରିଛନ୍ତି। ମଳିଥିବା ସୂଚନା ମୁତାବକ, ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳର ଦିଲୀପ...
ରାଜଧାନୀରେ ଥମୁନି ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ବର,୨।୬: ବହୁ ଚେଷ୍ଟା ସତ୍ତ୍ୱେ ରାଜଧାନୀରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନା ନେଉନାହିଁ। ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରେ ୯୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୬୯ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ...
ମହଙ୍ଗା ପଡ଼ିଲା ବାର୍ହା ମାଂସ କିଣିବା
କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ ହୋଇଛନ୍ତି। ଗିରଫ ୨ ଅଭିଯୁକ୍ତ ହେଲେ ମୈଦଲପୁର ଗାଁର ବନମାଳୀ ପୁଝାରୀ(୫୮) ଏବଂ...
ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ
ଭୁବନେଶ୍ୱର,୨।୬: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଏନେଇ ତାଙ୍କର ଜଣେ ସମ୍ପର୍କୀୟ ସୂଚନା ଦେଇଛନ୍ତି। ହସ୍ପିଟାଲ ତରଫରୁ...
ଟିକା ଲଢ଼େଇ ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
ଭୁବନେଶ୍ୱର,୨ା୬(ବ୍ୟୁରୋ): କରୋନା ଟିକା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିକା ସଙ୍କଟ ଦୂର ନେଇ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି ନବୀନ। ନବୀନ ଲେଖିଛନ୍ତି, ଟିକା ପାଇଁ ପରସ୍ପର ଭିତରେ ନ ଲଢ଼ି, ଏକାଠି...
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର ପୋଖରୀ ଚତୁଃପାର୍ଶରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତେବେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ...
ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୦ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୩୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୪୦ ମୃତକଙ୍କ ମଧ୍ୟରୁ ଅନୁଗୋଳ, କଟକ,...
ରାଜ୍ୟରେ ଆଜି ୮,୩୯୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୭୪୧ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି...
ସୁରକ୍ଷା କର୍ମୀଙ୍କୁ ହତ୍ୟା ଅଭିଯୋଗ
ଭୁବନେଶ୍ୱର,୨ା୬(ବ୍ୟୁରୋ):ବଡ଼ଗଡ଼ ଥାନା ଅନ୍ତର୍ଗତ କଳ୍ପନା ଛକସ୍ଥିତ ଭଞ୍ଜକଳା ମଣ୍ଡପ ନିକଟ ୟୋଗିକ୍ ଜିମ୍ ସେଣ୍ଟର ପରିସରରୁ ମଙ୍ଗଳବାର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ଅନ୍ଧାଳୁଆ ଗ୍ରାମର ରଞ୍ଜିତ ନାୟକ...
ଆଜିଠୁ ୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍
ଭୁବନେଶ୍ୱର, ୨।୬(ବ୍ୟୁରୋ):ବହୁ ପ୍ରତୀକ୍ଷା ପରେ ଶେଷରେ ରାଜଧାନୀ ଭୁବନେଶ୍ୱରରେ ବୁଧବାରଠାରୁ ୧୮ରୁ ୪୪ ବର୍ଷୀୟ ବର୍ଗଙ୍କ ପାଇଁ ୨ୟ ଡୋଜ୍ କୋଭିଡ୍ ଟିକାକରଣ ଆରମ୍ଭ ହେବାକୁ ଯାଉଛି। ଏନେଇ ବିଏମ୍ସି ପକ୍ଷରୁ ୟୁନିଟ-୩ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଘାଟିକିଆ ସହରାଞ୍ଚଳ...
Archives


