ଆଜିଠାରୁ ରାତି ୯ରୁ କର୍ଫୁ
ଅନୁଗୋଳ ଅଫିସ,୭।୧- ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ୭ ତାରିଖରୁ ସମସ୍ତ ସହରାଞ୍ଚଳରେ ରାତି ୯ଟାରୁ କର୍ଫୁ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କୋଭିଡ୍ କଟକଣାକୁ ଅଧିକ କଡ଼ାକଡ଼ି କରିବାକୁ କହିଛନ୍ତି। ତଦନୁଯାୟୀ ଅନୁଗୋଳ ଜିଲାରେ…
୪୨ ବର୍ଷରେ ନାଲ୍କୋ ଆଜି ପ୍ରତିଷ୍ଠା ଦିବସ
ବଅଁରପାଳ,୭।୧(ଡି.ଏନ.ଏ.)- ଅନୁଗୋଳ ଜିଲାରେ ଥିବା ନବରତ୍ନ ମାନ୍ୟତାପ୍ରାପ୍ତ ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍କୋ ଶୁକ୍ରବାର ଏହାର ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି। ଚଳିତ ବର୍ଷ କମ୍ପାନୀ ୪୨ ବର୍ଷରେ ପଦାର୍ପଣ କରିଛି। ଆଲୁମିନିୟମ ଶିଳ୍ପ କ୍ଷେତ୍ରରେ ବହୁ ସୁନାମ ଅର୍ଜନ କରିଥିବା…
ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଧର୍ମେନ୍ଦ୍ର
ଭୁବନେଶ୍ୱର(ବ୍ୟୁରୋ)/ ମାହାଙ୍ଗା(ସ୍ବ.ପ୍ର.),୭ା୧:ମାହାଙ୍ଗା ଡବଲ ମର୍ଡର ଘଟଣାକୁ ବର୍ଷେ ପୂରିଛି। ଏହି ଅବସରରେ ଗୁରୁବାର ମାହାଙ୍ଗାରେ ଆୟୋଜିତ ଏକ ସ୍ମୃତିସଭାରେ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଛନ୍ତି। ବର୍ଷକ ତଳେ ମାହାଙ୍ଗାରେ ଭାଜପା…
ଆଜିଠାରୁ ୫୦%ରେ ଚାଲିବ ଅଫିସ
ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟରେ କୋଭିଡ୍ ମହାମାରୀର ପ୍ରକୋପ ପୁଣି ବୃଦ୍ଧି ପାଇଛି। କୋଭିଡ୍ର ନୂଆ ଭାରିିଆଣ୍ଟ ଓମିକ୍ରନ୍ ଯୋଗୁ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜାନୁୟାରୀ ମାସ ପାଇଁ କଟକଣାକୁ କଡ଼ାକଡ଼ି କରିଛନ୍ତି। ଶୁକ୍ରବାରଠାରୁ…
ଶାଶୁଘର ଭିତରକୁ ଗଲେ ତପସ୍ବିନୀ
ବ୍ରହ୍ମପୁର ଅଫିସ,୬ା୧: ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ପାରିବାରିକ ବିବାଦର ଅନ୍ତ ଘଟିଛି। ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତପସ୍ବିନୀ ଗୁରୁବାର ରାତିରେ ଶାଶୁଘରେ ପ୍ରବେଶ କରିଛନ୍ତି । ତପସ୍ବିନୀ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁଘରେ ରହିବେ ଓ ଡା. ସୁମିତ ତାଙ୍କ…
ରାଜଧାନୀର ୯ଟି ସ୍ଥାନରେ କଣ୍ଟେନ୍ମେଣ୍ଟ ଜୋନ୍
ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଲାଣି। ସହରର ଏକାଧିକ ସ୍ଥାନରେ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଫଳରେ ସଂକ୍ରମଣକୁ ରୋକିବା ପାଇଁ ବିଏମ୍ସି ପକ୍ଷରୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରାଯାଉଛି। ଗୁରୁବାର ସହରର ୯ଟି ସ୍ଥାନକୁ କଣ୍ଟେନ୍ମେଣ୍ଟ ଜୋନ୍…
ଏବେ ବି ଟିକା ନେଇନାହାନ୍ତି ୨୭ ଲକ୍ଷ
ଭୁବନେଶ୍ୱର,୬।୧(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବାକୁ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ସମସ୍ତ ଲୋକେ ଯେପରି ସୁବିଧାରେ ଟିକା ନେଇପାରିବେ ସେ ନେଇ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ହାତକୁ ନେଉଛନ୍ତି। ଏହାସତ୍ତ୍ୱେ ରାଜ୍ୟରେ ପ୍ରାୟ ୨୭ଲକ୍ଷ ଲୋକ ପ୍ରଥମ ଡୋଜ୍ ଟିକା ନେଇ…
ଗୋଟିଏ ଦିନ ଆଗରୁ ବନ୍ଦ ହେଲା ଶିଶିର ସରସ ମେଳା
ଭୁବନେଶ୍ୱର,୫।୧(ବ୍ୟୁରୋ): କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ଶିଶିର ସରସ ମେଳାକୁ ଗୁରୁବାର ବନ୍ଦ କରି ଦିଆଯାଇଛି। ହେଲେ ଗୋଟିଏ ଦିନ ଆଗରୁ ମେଳା ବନ୍ଦ କରିବା ନିଷ୍ପତ୍ତି ଉଭୟ ବିକ୍ରେତା ଏବଂ ଗ୍ରାହକଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନା ଯୋଗ୍ୟ,…
ପ୍ରକାଶ ପାଇଲା ତାଲିକା: ପୁରୀ ଜିଲାରେ ୧୩ ଲକ୍ଷ ୯୧ ହଜାର ୧୬୪ଜଣ ଭୋଟର
ପୁରୀ ଅଫିସ,୬।୧: ପୁରୀ ଜିଲାର ୬ଟି ବିଧାନସଭା ନିର୍ବାଚନମଣ୍ତଳୀରେ ସମସ୍ତ ଭୋଟରଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି। ଜିଲାରେ ମୋଟ ୧୩ ଲକ୍ଷ ୯୧ ହଜାର ୧୬୪ ଜଣ ଭୋଟର ଅଛନ୍ତି । ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୧୭ ହଜାର…
ଓମିକ୍ରନ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ପାଇଁ ଡୁଙ୍ଗୁରିପାଲିରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ ଟିମ୍
ବଲାଙ୍ଗୀର ଅଫିସ,୬ା୧: ରାଜ୍ୟର ପ୍ରଥମ ଓମିକ୍ରନ ମୃତ୍ୟୁ ମାମଲା ବଲାଙ୍ଗୀର ଜିଲାର ବୋଲି ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଟିମ୍ ଆଗଲପୁର ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି ଗାଁରେ ପହଞ୍ଚି କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରିଛନ୍ତି। ଗତ…
କ୍ୟାପିଟାଲ ହସ୍ପିଟାଲର ଜଣେ ଡାକ୍ତରଙ୍କ ସମେତ ୩ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜଧାନୀସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଜଣେ ଡାକ୍ତରଙ୍କ ସମେତ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟ ଦୁଇ ଜଣଙ୍କ ମଧ୍ୟରେ ଜଣେ ମ୍ୟାନେଜର ଜଣେ ଫାର୍ମାସିଷ୍ଟ ଅଛନ୍ତି। ସେମାନଙ୍କୁ କ୍ୱାରାଣ୍ଟାଇନ୍ରେ ରଖାଯାଇଥିବା ନେଇ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା…
ଜିଲାପାଳଙ୍କ କାର୍ଯ୍ୟାଳୟରେ ଭାଜପା କର୍ମୀଙ୍କ ଭଙ୍ଗାରୁଜା
ଭଦ୍ରକ ଅଫିସ,୬ା୧: ଓବିସିମାନଙ୍କ ପାଇଁ ସିଟ୍ ସଂରକ୍ଷଣ, ଭୋଟର ତାଲିକାରେ ଜାଲିଆତି ଏବଂ ପଞ୍ଚାୟତ ନିର୍ବାଚନ ପାଇଁ ଜାରି ହୋଇଥିବା ସଂରକ୍ଷଣ ତାଲିକାରେ ବ୍ୟାପକ ବେଆଇନ କାର୍ଯ୍ୟ କରାଯାଇଥିବା ଦାବିରେ ଭଦ୍ରକ ଭାଜପା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରାଯାଇଛି।…
Archives


