ରାଜ୍ୟ

ବିନା ଅନୁମତିରେ ଚାଲିଛି ପିଚୁ ପ୍ଲାଣ୍ଟ

ଯାଜପୁର ଅଫିସ,୩୦।୧୦: ଶିଳ୍ପ ପ୍ରଦୂଷଣ ରୋକିବାକୁ ଦୃଢ଼ ପଦକ୍ଷେପ ନିଆଯାଉଥିବା ଓ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ବଦ୍ଧପରିକର ବୋଲି ସରକାର ଘୋଷଣା କରିଛନ୍ତି। ହେଲେ ଯାଜପୁର ଜିଲା ଧର୍ମଶାଳା ବ୍ଲକ ସାହାଣିଡ଼ିହ ପଞ୍ଚାୟତ ଅନ୍ତର୍ଗତ ଲୁଣିବର ଗ୍ରାମ ନିକଟରେ ଥିବା କଳିଙ୍ଗ…

ଚୁଆପାଣିରେ ଶୋଷ ମେଣ୍ଟୁଛି

କାଳିଆପାଣି,୩୦।୧୦(ଡି.ଏନ.ଏ.): ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ସରକାରଙ୍କ ପ୍ରାଥମିକତା ରହିଛି। ହେଲେ ତାହା ଲୋକଙ୍କ ନିକଟରେ ପହଞ୍ଚି ପାରୁନାହିଁ। ଫଳରେ ଲୋକେ ଚୁଆପାଣିରେ ଶୋଷ ମେଣ୍ଟାଉଛନ୍ତି। ଯାଜପୁର ଜିଲା ସୁକିନ୍ଦା ବ୍ଲକ କଅଁସ ପଞ୍ଚାୟତର ଟିକରପଡ଼ା ଗ୍ରାମରେ ଏପରି ଦୃଶ୍ୟ…

ଭାଜପା ପକ୍ଷରୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ପଟ୍ଟାମୁଣ୍ଡାଇ, ୩୦।୧୦: କଳାହାଣ୍ଡି ଜିଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସିଧାସଳଖ ସମ୍ପୃକ୍ତି ରହିଛି। ତେଣୁ ଘଟଣାର ସିବିଆଇ ତଦନ୍ତ କରିବା ସହ ଗୃହରାଷ୍ଟ୍ରମନ୍ତ୍ରୀ ମିଶ୍ରଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର…

ଶସ୍ତା ପ୍ଲାଏରେ ଝରକା, କବାଟ ନିର୍ମିତ

ପାରାଦୀପ ,୩୦।୧୦(ସ୍ବ.ପ୍ର.): ପାରାଦୀପର ଏକମାତ୍ର କଲେଜ ପରିସରରେ ଥିବା ସମ୍ମିଳନୀ କକ୍ଷରେ ମରାମତି ବାବଦ ଖର୍ଚ୍ଚକୁ ନେଇ ମାସେ ହେବ ବିବାଦ ଲାଗିରହିଛି। ୨୩ ଲକ୍ଷ ଟଙ୍କା ବ୍ୟୟରେ ଏହାକୁ ମରାମତି କରାଯାଇଛି। ମାତ୍ର କାର୍ଯ୍ୟ ଶେଷ ହେବା ପରେ ତାହା…

ଗୁଣ୍ଡିଚା ମନ୍ଦିରକୁ ବାଇକ୍‌ରେ ପଶିଲେ ଜେଟିପି

ପୁରୀ ଅଫିସ,୩୦।୧୦: ଶ୍ରୀଗୁଣ୍ଡିଚା ମନ୍ଦିର ଭିତରକୁ ଗୁରୁବାର ରାତିରେ ଜଣେ ଖାକି ପୋଷାକଧାରୀ ବ୍ୟକ୍ତି ବାଇକ୍‌ ଚଳାଇ ପ୍ରବେଶ କରିବା ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଳରେ ଏହି ଘଟଣା ସାମ୍ନାକୁ ଆସିଛି। ଏନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା…

ମହାପ୍ରଭୁଙ୍କୁ ଦର୍ଶନ କଲେ ୨ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ,୩୦।୧୦: କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏବଂ କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରାଓସାହେବ ଦାଦାରାଓ ଧାନ୍‌ଭେ ଶୁକ୍ରବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଦ୍ୱୟ ଏକ ହେଲିକପ୍ଟରରେ ଆସି…

ରମା ରମଣ ମହାନ୍ତି ନୂଆ ଡିଏମ୍‌ଇଟି

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଡାଇରେକ୍ଟର ଅଫ୍‌ ମେଡିକାଲ ଏଜୁକେଶନ ଆଣ୍ଡ୍‌ ଟ୍ରେନିଂ(ଡିଏମ୍‌ଇଟି) ଭାବେ ଡା. ରମାରମଣ ମହାନ୍ତିଙ୍କୁ ନିଯୁକ୍ତି ଦିଆଯାଇଛି। ଆସନ୍ତା ୩୧ ତାରିଖରେ ଡିଏମ୍‌ଇଟି ଡା. ସିବିକେ ମହାନ୍ତିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏହାପରେ ନୂଆ ଡିଏମ୍‌ଇଟି ଦାୟିତ୍ୱ ନେବେ। ଡା. ମହାନ୍ତି…

ଓଡ଼ିଶା, ଝାଡ଼ଖଣ୍ଡରେ ହେବ ୪୧ ମେଗାୱାଟ୍‌ ସୋଲାର୍‌ ପ୍ରକଳ୍ପ

ଯାଜପୁର ଅଫିସ,୩୦।୧୦: ଓଡ଼ିଶା ଓ ଝାଡ଼ଖଣ୍ଡରେ ଗ୍ରୀଡ୍‌ ସଂଯୋଗ ଭିିତ୍ତିକ ୪୧ ମେଗାୱାଟ କ୍ଷମତା ବିଶିଷ୍ଟ ସୋଲାର୍‌ ପ୍ରକଳ୍ପ ସ୍ଥାପନ କରିବାକୁ ଟାଟା ଷ୍ଟିଲ୍‌ ଓ ଟାଟା ପାୱାର ମଧ୍ୟରେ ଏକ ୨୫ ବର୍ଷିଆ ଶକ୍ତି କିଣା ବୁଝାମଣା (ପିପିଏ)ରେ ଚୁକ୍ତି…

ସାମୁଦ୍ରିକ ନିଷିଦ୍ଧାଞ୍ଚଳ ନେଇ ସତର୍କ କରିବ ସ୍ବତନ୍ତ୍ର ଆପ୍‌

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ସମୁଦ୍ରରେ ମତ୍ସ୍ୟଜୀବୀଙ୍କୁ ନିଷିଦ୍ଧାଞ୍ଚଳ ସମ୍ପର୍କରେ ସୂଚନା ଦେବା ସହ ସତର୍କ କରାଇବ ‘ଫିଶର ଫ୍ରେଣ୍ଡ୍‌ ମୋବାଇଲ୍‌ ଆପ୍ଲିକେଶନ’। ଏମ୍‌ଏସ୍‌ ସ୍ବାମୀନାଥନ ରିସର୍ଚ୍ଚ ଫାଉଣ୍ଡେଶନ ସହଯୋଗରେ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ଆପ୍‌କୁ ଶୁକ୍ରବାର…

କ୍ଲିନ୍‌ ଏନର୍ଜି ସେସ୍‌ ୬୦% ଦିଅ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଓଡ଼ିଶାରୁ ଆଦାୟ ହେଉଥିବା କ୍ଲିନ୍‌ ଏନର୍ଜି ସେସ୍‌ରୁ ଅତିକମ୍‌ରେ ୬୦ ପ୍ରତିଶତ ଅଂଶ ଓଡ଼ିଶାକୁ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି…

ଆଜି ଏସ୍‌ଆର୍‌ସି ନିଷ୍ପତ୍ତି ନେବେ

କଟକ ଅଫିସ,୩୦।୧୦: ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ରାଜ୍ୟରେ ସବୁଜ ବାଣ ବିକ୍ରିନେଇ ନିଷ୍ପତ୍ତି ନେବେ। ଏନେଇ ଶନିବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ବ୍ୟବସାୟୀଙ୍କ ଆବେଦନ ଉପରେ ଶୁଣାଣି କରିବେ। ସବୁଜ ବାଣ ବିକ୍ରି ଅନୁମତି ସମ୍ପର୍କିତ ମାମଲାର ଶୁଣାଣି…

ଦାବି ପୂରଣ ନ ହେଲେ ଷ୍ଟିୟରିଂ ଛାଡ଼ିବାକୁ ଚେତାବନୀ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଦୀର୍ଘ ୨ ମାସ ହେବ ୧୦ ଦଫା ଦାବି ପୂରଣ ପାଇଁ ଦାବିପତ୍ର ଦିଆଯାଇଥିବା ବେଳେ ସରକାର ଏହାକୁ କର୍ଣ୍ଣପାତ କରୁନାହାନ୍ତି। କରୋନା ମହାମାରୀ କାଳରେ ନିଜ ଜୀବନକୁ ବାଜି ଲଗାଇ ଡ୍ରାଇଭରମାନେ ଗୋଟିଏ ଜାଗାରୁ ଅନ୍ୟତ୍ର ଯାଉଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri