ରାଜ୍ୟ

ଆଜି ଭଦ୍ରକ, ବାଲେଶ୍ୱର ୬ ଘଣ୍ଟିଆ ବନ୍ଦ

ଭଦ୍ରକ ଅଫିସ/ବାଲେଶ୍ୱର ଅଫିସ,୩୦।୧୦: କଳାହାଣ୍ଡି ଜିଲା ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ନ୍ୟାୟ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଗିରଫ ଦାବିରେ ଶନିବାର ଭଦ୍ରକ ଓ ବାଲେଶ୍ୱର ଜିଲା ୬ ଘଣ୍ଟିଆ ବନ୍ଦ ପାଇଁ ଭାଜପା ପକ୍ଷରୁ ଡାକରା…

କେନ୍ଦୁଝରରେ ‘ମାଣ୍ଡିଆ ଶକ୍ତି କାଫେ’

କେନ୍ଦୁଝର, ୩୦।୧୦ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ରାଜ୍ୟର ପ୍ରଥମ ମାଣ୍ଡିଆ ଶକ୍ତି କାଫେ ଭର୍ଚୁଆଲ ମୋଡ୍‌ରେ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ମିଶନ ଶକ୍ତି…

‘ଲଙ୍ଗ୍‌-ରେଞ୍ଜ ବମ୍‌’ର ଉଡ଼ାଣ ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ,୩୦।୧୦: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ(ଡିଆର୍‌ଡିଓ) ପରିସରରୁ ଶୁକ୍ରବାର ଲଙ୍ଗ-ରେଞ୍ଜ ବମ୍‌ (ଏଲ୍‌ଆର୍‌ବି)ର ଉଡାଣ ପରୀକ୍ଷଣ ସଫଳ ହୋଇଛି। ଡିଆର୍‌ଡିଓ ଏବଂ ଭାରତୀୟ ବାୟୁସେନା (ଆଇଏଏଫ୍‌) ମିଳିତ ଉଦ୍ୟମରେ ଏହି ପରୀକ୍ଷଣ ହୋଇଥିଲା। ତେବେ ଏହି…

ଓଇଆର୍‌ସି ଯୋଗୁ ବୁଡ଼ିବ ୪୨୩୪ କୋଟି

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉନ୍ନତ ମାନର ବିଦ୍ୟୁତ୍‌ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ବିଦ୍ୟୁତ୍‌ ବ୍ୟବସ୍ଥାକୁ ଘରୋଇକରଣ କରିଛନ୍ତି। ବିଂଶ ଶତାବ୍ଦୀର ୮୦ ଦଶକରୁ ଆରମ୍ଭ ହୋଇଥିବା ଏହି ପ୍ରୟାସ ବାରମ୍ବାର ଗୋଟିଏ ପ୍ରକାର ଫଳ ଦର୍ଶାଉଛି। କରଦାତାଙ୍କ ଅର୍ଥରେ ସୃଷ୍ଟି…

ପୁଅର ଠେଙ୍ଗାମାଡ଼ରେ ଚାଲିଗଲା ବାପାଙ୍କ ଜୀବନ

ଉମରକୋଟ, ୨୯।୧୦(ସ୍ବ.ପ୍ର.) ପୁଅ ଭୁଲିଗଲେ ସ୍ନେହ ଶ୍ରଦ୍ଧା। ସାମାନ୍ୟ କଥାରେ ରାଗର ବଶବର୍ତ୍ତୀ ହୋଇ ବାପାଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିବାକୁ ମଧ୍ୟ ପଛାଇଲେ ନାହିଁ ପୁଅ। ଏପରି ଏକ ଅଭାବନୀୟ ଘଟଣା ଶୁକ୍ରବାର ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ତୋହରା…

କେନ୍ଦୁଝରରେ ‘ମାଣ୍ଡିଆ ଶକ୍ତି କାଫେ’

କେନ୍ଦୁଝର,୨୯।୧୦(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ରାଜ୍ୟର ପ୍ରଥମ ମାଣ୍ଡିଆ ଶକ୍ତି କାଫେ ଭର୍ଚୁଆଲ ମୋଡ୍‌ରେ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ମିଶନ ଶକ୍ତି କମିଶନର ସୁଜାତା…

ମୁହଁ ଖୋଲିଲେ ମନ୍ତ୍ରୀ ଦିବ୍ୟଶଙ୍କର

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର ଶୁକ୍ରବାର ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ମନ୍ତ୍ରୀ ଏକ ପ୍ରେସ ବିବୃତିରେ କହିଛନ୍ତି, ମମିତାଙ୍କ ମୃତ୍ୟୁ ପାଇଁ ଗଭୀର ମର୍ମାହତ। ତାଙ୍କ ପରିବାର ପ୍ରତି ମୋର…

୨ ଦିନ ପରେ ନେଇଥାନ୍ତେ ଅବସର, ହେଲେ…

ଗୁଣପୁର,୨୯ା୧୦(ଡି.ଏନ୍‌.ଏ.): ଅବସର ଗ୍ରହଣ କରିବାର ମାତ୍ର ୨ ଦିନ ପୂର୍ବରୁ ଜଣେ ଶିକ୍ଷକଙ୍କ ନାମରେ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗ ଆସିଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ କାଡାସି କ୍ଲଷ୍ଟର ଅଧୀନ ଡେଙ୍ଗିଣି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପାଞ୍ଚିନ…

ଯୁବକଙ୍କୁ ବୋମା ମାଡ଼, କାରଣ ଖୋଜୁଛି ପୋଲିସ

ଆସିକା,୨୯ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅଧୀନ ପଣିବନ୍ଧ ଗ୍ରାମରେ ଶୁକ୍ରବାର ବୋମାମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଟୁକୁନା ସ୍ବାଇଁ । ତାଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଥିବାରୁ…

ବାଣ ଫୁଟିଲେ ବଢିପାରେ କରୋନା: ଡିଏମ୍‌ଇଟି

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ କୋଭିଡ୍‌କୁ ନେଇ ସ୍ବାସ୍ଥ୍ୟ ବିଭାଗ ଚିନ୍ତା ବଢେଇବା ଭଳି ସୂଚନା ଦେଇଛି। ବାଣ ଫୁଟିଲେ ବଢିପାରେ କରୋନା ଏ ନେଇ ଡିଏମ୍‌ଇଟି ନିର୍ଦ୍ଦେଶକ ଡାକ୍ତର ସିବିକେ ମହାନ୍ତି କହିଛନ୍ତି। ବର୍ତ୍ତମାନ କରୋନା ରହିବା ଓ ବଢ଼ିବା ଚିନ୍ତାଜନକ ବିଷୟ…

ସବୁଜ ବାଣ ଉପରେ ନିଷ୍ପତ୍ତି ନେବେ ଏସ୍‌ଆର୍‌ସି: ହାଇକୋର୍ଟ

କଟକ ପ୍ରଦୂଷଣ,୨୯ା୧୦: ଦୀପାବଳିରେ ବାଣ ଫୁଟାଇବାକୁ ନେଇ ହାଇକୋର୍ଟରେ ସବୁଜ ବାଣକୁ ଅନୁମତି ସମ୍ପର୍କିତ ମାମଲା ପ୍ରସଙ୍ଗରେ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଉପରେ ନିଷ୍ପତ୍ତି ଛାଡ଼ିଛନ୍ତି ହାଇକୋର୍ଟ । ସୁପ୍ରିମକୋର୍ଟ ଓ ଏନଜିଟିଙ୍କ ନିର୍ଦ୍ଦେଶାବଳୀ ଆଧାରରେ ଏସ୍‌ଆର୍‌ସି ନିଷ୍ପତ୍ତି ନେବେ। କୋଭିଡ୍‌…

ଶଙ୍ଖ ଧରିଲେ ବିଶ୍ୱରଞ୍ଜନ : ୨୦୧୯ ନିର୍ବାଚନରେ ବରୀରୁ ହୋଇଥିଲେ ଭାଜପା ବିଧାୟକ ପ୍ରାର୍ଥୀ

ବରୀ,୨୯।୧୦(ଡି.ଏନ୍‌.ଏ.): ଦୀର୍ଘ ଦିନ ଧରି ଚାଲିଥିବା କଳ୍ପନା ଜଳ୍ପନାର ଶେଷରେ ଅନ୍ତ ଘଟିଛି। ୨୦୧୯ ନିର୍ବାଚନରେ ବରୀ ଭାଜପାରୁ ପ୍ରାର୍ଥୀ ହୋଇଥିବା ବିଶ୍ୱ ରଞ୍ଜନ ମଲ୍ଲିକ ଶୁକ୍ରବାର ବିଜେଡିରେ ଯୋଗ ଦେଇଛନ୍ତି। ଆନୁଷ୍ଠାନିକ ଭାବେ ରାଜ୍ୟ ବିଜେଡି କାର୍ଯ୍ୟାଳୟ ପରିସରରେ ଦଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri