ରାଜ୍ୟରେ କମିବ ଶୀତ : ଘନ କୁହୁଡ଼ି ପାଇଁ ୟେଲୋ ଆଲର୍ଟ
ଭୁବନେଶ୍ୱର,୫।୧(ବ୍ୟୁରୋ): ବର୍ଷା ପରେ ଶୀତ ବୃଦ୍ଧି ପାଇଥିବା ବେଳେ ଏବେ ପୁଣି ତାପମାତ୍ରା ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୭ ତାରିଖ ପରେ ରାଜ୍ୟରେ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା…
ସୁମିତଙ୍କ ବେଡ୍ରୁମ୍ରେ ରହିବାକୁ ଅଡ଼ି ବସିଲେ ତପସ୍ବିନୀ
ବ୍ରହ୍ମପୁର ଅଫିସ,୫।୧: ଗଞ୍ଜାମ ଜିଲା ଜଜ କୋର୍ଟ ତପସ୍ବିନୀଙ୍କୁ ଶାଶୁଘର ବ୍ରହ୍ମପୁର ବ୍ରହ୍ମାନଗରର ଗଣେଶ ନିବାସରେ ରହିବାକୁ ମଙ୍ଗଳବାର ରାୟ ଶୁଣାଇଥିଲେ। କୋର୍ଟଙ୍କ ରାୟ ପରେ ବି ମଙ୍ଗଳବାର ରାତିରେ ତପସ୍ବିନୀ ସୁମିତଙ୍କ ଘରର ଗ୍ୟାରେଜରେ ରାତି କାଟିଛନ୍ତି । ସୁମିତଙ୍କ…
ରାଜ୍ୟରେ ବଢୁଛି ସଂକ୍ରମଣ: ଟେଷ୍ଟ, ଟ୍ରାକ୍, ଟିକାକରଣକୁ ଗୁରୁତ୍ୱ
ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବା ଯୋଗୁ ଚିନ୍ତା ବଢାଉଛି। ତେବେ କୋଭିଡ୍ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ର୍ରିୟା ରଖିଛନ୍ତି। ଓଡ଼ିଶାରେ ଏବେ ଯେପରି ବଢୁଛି ପୂର୍ବରୁ ବି ଅନ୍ୟ ରାଜ୍ୟରେ ଏପରି…
ବକେୟା ଟିକସ ଆଦାୟ କରିବେ କିନ୍ନର
ଭୁବନେଶ୍ୱର,୫ା୧(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଏମ୍ସିର ରାଜସ୍ବ ହାନି ହୋଇଛି। ବହୁ କୋଟି ଟଙ୍କାର ଟିକସ ବାବଦ ଅର୍ଥ ବକେୟା ପଡ଼ିଛି। ତେବେ ଏହି ରାଜସ୍ବ ଆଦାୟ ପାଇଁ ବିଏମ୍ସି ପକ୍ଷରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି। ନିର୍ଦ୍ଧାରିତ ସମୟ ମଧ୍ୟରେ…
ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୬କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…
ମାର୍କେଟ ବିଲ୍ଡିଂ ବନ୍ଦ କଲା ବ୍ୟବସାୟୀ ସଂଘ
ଭୁବନେଶ୍ୱର, ୫।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍-୨ ମାର୍କେଟ ବିଲ୍ଡିଂରେ ଉଠା ଦୋକାନୀଙ୍କ ଦୌରାତ୍ମ୍ୟ ବଢ଼ି ଚାଲିଛି। ଏମାନଙ୍କ ପାଇଁ ମାର୍କେଟ ପରିସରରେ ଅନେକ ସମୟରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାସହ ଅଯଥା ଭିଡ଼ ହେଉଛି। ଏପରି ଅଭିଯୋଗ ଆଣି ମାର୍କେଟ ବିଲ୍ଡିଂ ବ୍ୟବସାୟୀ…
ଦାୟିତ୍ୱ ଗ୍ରହଣ କଲେ ଟ୍ରାଫିକ ଡିସିପି ଏସ୍. ସୁଶ୍ରୀ
ଭୁବନେଶ୍ୱର,୫।୧(ବ୍ୟୁରୋ): ଦ୍ୱୈତନଗରୀ କଟକ-ଭୁବନେଶ୍ୱରର ନୂଆ ଟ୍ରାଫିକ ଡିସିପି ଭାବେ ୨୦୧୮ ବ୍ୟାଚ୍ର ଆଇପିଏସ୍ ଅଫିସର ଏସ୍.ସୁଶ୍ରୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ଡିସେମ୍ବର ୨୯ରେ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ଏହି ନିଯୁକ୍ତି ମିଳିଥିଲା। କାର୍ଯ୍ୟରେ ଯୋଗଦେବା ପରେ ସେ…
ଚିଲିକାରେ ପକ୍ଷୀ ସଂଖ୍ୟା ୧୬% କମିଲା
ବାଲୁଗାଁ ,୫ା୧(ଡି.ଏନ୍.ଏ.): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କତ୍ତୃର୍ର୍ପକ୍ଷ (ସିଡିଏ) ପକ୍ଷରୁ ମଙ୍ଗଳବାର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ମୋଟ ୧୦ଲକ୍ଷ ୭୪ହଜାର ୧୭୩ଟି ପକ୍ଷୀଙ୍କ ସମାଗମ ହୋଇଛି। ତେବେ ଗତବର୍ଷ ୧୨ଲକ୍ଷ ୪୨ହଜାର…
ପୁଣି ଉପରମୁହାଁ କରୋନା,ରାଜ୍ୟରେ ୧୨୧୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର ୧୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୭୧୦ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୦୬ ଜଣ ଲୋକାଲ କେସ…
ଆଜି କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର, ୫।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟା ୪୫ ମିନିଟ୍ରେ ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ଏହି ବୈଠକ ବସିବାକୁ ଥିବାବେଳେ ଯେଉଁ ମନ୍ତ୍ରୀମାନେ ନିଜ ଏରିଆରେ ଥିବେ ସେମାନେ…
ସଂରକ୍ଷଣ ଅସନ୍ତୋଷ ବଢୁଛି
ଭୁବନେଶ୍ୱର,୫ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା ପାଖେଇ ଆସୁଥିବାବେଳେ ନିର୍ବାଚନୀ ଉଷ୍ମତା ବଢ଼ିବାରେ ଲାଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ସାନି ସଂରକ୍ଷଣ ତାଲିକା ପ୍ରକାଶ କରିଛନ୍ତି। ଏଥିରେ ଓବିସି ସଂରକ୍ଷଣକୁ ବାଦ୍ ଦିଆଯାଇଛି। ଆସନ୍ତା ୧୦…
ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ସଂଯୁକ୍ତ କିଷାନ ମୋର୍ଚ୍ଚା
ଭୁବନେଶ୍ୱର,୫।୧(ବ୍ୟୁରୋ): ଜିନ୍ଦଲ କମ୍ପାନୀର ସ୍ବାର୍ଥ ପାଇଁ ପୋଲିସ ଜନସାଧାରଣଙ୍କ ଉପରେ ଅତ୍ୟାଚାର କରୁଛି। ଜଗତ୍ସିଂହପୁର ଜିଲାର ଢ଼ିଙ୍କିଆ ଅଞ୍ଚଳରେ ପୋଲିସ ଗ୍ରାମକୁ ଘେରାବନ୍ଦୀ କରି ପାନବରଜ ଦଖଲ, ରାତିଅଧିଆ ଗିରଫଦାରି, ଲୋକଙ୍କ ସ୍ବାଭାବିକ ଯାତାୟାତ ବନ୍ଦ ଆଦି ଘଟଣା ଘଟାଉଛି। ମିଥ୍ୟା…
Archives


