ପାଇଖାନା ଟାଙ୍କିରେ ଗଲା ଜୀବନ
ଫୁଲବାଣୀ ଅଫିସ, ୩୧।୫: କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଆଲାମୀ ପଞ୍ଚାୟତ ପିଟବାରୀ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଶି କାଠ କାଢ଼ୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି।...
୯ ଜିଲାରେ ବଜ୍ରପାତ ଆଶଙ୍କା
ଭୁବନେଶ୍ବର,୩୧।୫: ଆଗାମୀ ୪ ଦିନ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ସୋମବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା,...
ଧସିଲା ବୈତରଣୀ ନଦୀବନ୍ଧ
ଭଦ୍ରକ ଅଫିସ, ୩୧।୫- ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ହସିନାବାଦ ପଞ୍ଚାୟତ ଉପର ଅସ୍ତକ ଗ୍ରାମ ନିକଟରେ ରବିବାର ରାତିରେ ବୈତରଣୀର ୩୦ ଫୁଟ ଲମ୍ବର ନଦୀବନ୍ଧ ଧସି ଯାଇଛି। ବାତ୍ୟା ‘ୟାସ୍’ ଯୋଗୁ ନଦୀରେ ବନ୍ୟା ଆସିଥିଲା।...
ଲକ୍ଡାଉନ୍ରେ ଲୁଟ୍ ଉଦ୍ୟମ: କଟିଲା ମହିଳାଙ୍କ ବେକ
ଭୁବନେଶ୍ୱର,୩୧।୫(ବ୍ୟୁରୋ): ଲକ୍ଡାଉନ୍ ଚାଲିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଜଣେ ମହିଳାଙ୍କ ଠାରୁ ଲୁଟ ଉଦ୍ୟମ ହୋଇଛି। ଏଥିରେ ମହିଳା ଜଣଙ୍କ ଆହତ ହୋଇଛନ୍ତି। ତାଙ୍କ ବେକରେ ଆଘାତ ଲାଗିଛି। ରାଜଧାନୀର ନୟାପଲ୍ଲୀ ଭିଆଇପି ଅଞ୍ଚଳର ମୁଖ୍ୟ ରାସ୍ତାରେ ଏ ଘଟଣା...
ମୃତଦେହ ରଖିବାକୁ ମର୍ଚୁରି ନାହିଁ
କାମାକ୍ଷାନଗର, ୩୧।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ମର୍ଚୁରି ନାହିଁ। ଫଳରେ ଅକସ୍ମାତ ମୃତ୍ୟୁ ଘଟୁଥିବା ରୋଗୀ ଏବଂ ପରିଚୟ ନ ଥିବା ମୃତଦେହଗୁଡ଼ିକ ଘଣ୍ଟାଘଣ୍ଟା ଧରି ବାହାରେ ପଡ଼ିରହୁଛି। ଏହାକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଥିବାବେଳେ ସ୍ବାସ୍ଥ୍ୟକେନ୍ଦ୍ରକୁ...
ଆର୍ଥିକ ସ୍ଥିତି ଦେଖୁ ନ ଥିବାରୁ ଆପତ୍ତି
ଅନୁଗୋଳ ଅଫିସ, ୩୧ା୫: କରୋନା କାରଣରୁ କିଏ ଚାକିରି ହରାଇଛନ୍ତି ତ ଆଉ କିଏ ମାସ ମାସ ଧରି ବ୍ୟବସାୟରୁ ବଞ୍ଚିତ ରହିଛନ୍ତି। ଖଟିଖିଆ ଦିନମଜୁରିଆଙ୍କ ହାତରେ କାମ ନାହିଁ। ଲୋକଙ୍କ ଆର୍ଥିକ ସ୍ଥିତି ଅତି ଦୁର୍ବଳ ଅବସ୍ଥାରେ। ଏପରି କି...
ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୫ ଜୀବନ
ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୩୫ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭୫୪ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରାଜ୍ୟରେ ଆଜି ୮,୩୧୩ ସଂକ୍ରମିତ ଚିହ୍ନଟ:ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ କିଛିଟା କମିବାରେ ଲାଗିଛି। ସୋମବାର ରାଜ୍ୟରେ ୮,୩୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୩୬୫୮ ଟି ହେଉଛି ଲୋକାଲ କେସ। ଆଜି...
ମଜୁରିଆ, ଗରିବଙ୍କ ପାଇଁ ପ୍ୟାକେଜ୍ ଘୋଷଣା ଦାବି
ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିଲେ ମଧ୍ୟ ଭୟ ଦୂର ହୋଇ ନାହିଁ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଶେଷଜ୍ଞମାନଙ୍କ ମତାମତ ନେଇ ଜୁନ ୧୭ ପର୍ଯ୍ୟନ୍ତ ଲକ୍ଡାଉନ ବୃଦ୍ଧି କରିଛନ୍ତି। ସାମୂହିକ ସ୍ବାର୍ଥ ଦୃଷ୍ଟିରୁ...
ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ପଠାଉଛି ଏମ୍ସ
ଭୁବନେଶ୍ୱର,୩୧ା୫(ବ୍ୟୁରୋ):କୋଭିଡ୍ ମହାମାରୀ ସମୟରେ ମେଡିକାଲରେ ବେଡ୍ ପାଇବାକୁ ରୋଗୀଙ୍କୁ ହଇରାଣ ହେବାକୁ ପଡ଼ୁଛି। ଏପରିସ୍ଥିତିରେ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଗୁରୁତର ଅଣକୋଭିଡ୍ ରୋଗୀଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରିବାକୁ ଅନୁମତି ଦିଆ ନ ଯାଇ ଅନ୍ୟତ୍ର...
ଟିକା ଅଭାବରୁ ସ୍ବତନ୍ତ୍ର ଟିକାକରଣ ବନ୍ଦ
ଭୁବନେଶ୍ୱର, ୩୧ା୫ (ବ୍ୟୁରୋ):ସ୍ବାସ୍ଥ୍ୟ ବିଭାଗ ଯେଉଁ ଆଶଙ୍କା କରୁଥିଲା ଶେଷରେ ସେୟା ହିଁ ହେବାକୁ ଯାଉଛି। ଟିକା ଅଭାବରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଚାଲିଥିବା ସ୍ବତନ୍ତ୍ର ଟିକାକରଣ ବାଧାପ୍ରାପ୍ତ ହୋଇଛି। ସୋମବାରଠାରୁ ରାଜଧାନୀର ୧୮ରୁ ୪୪ବର୍ଷ ବୟସ୍କଙ୍କ...
‘ପୃଥିବୀ ମନ୍ଥନ’କୁ ଜାତିସଂଘର ସମର୍ଥନ
ଭୁବନେଶ୍ୱର, ୩୧।୫(ବ୍ୟୁରୋ):ପୁଣି ବିଶ୍ୱସ୍ତରରେ ଚମକିଛନ୍ତି ଓଡ଼ିଆ କଳାକାର। ଆସନ୍ତା ୫ ତାରିଖରେ ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ପ୍ରଦୂଷଣ ଓ ପରିବେଶକୁ ନେଇ ପ୍ରସ୍ତୁତ ହୋଇଛି ସଚେତନତା ଧର୍ମୀ ମ୍ୟୁଜିକ୍ ଭିଡିଓ ‘ପ୍ରଥିବୀ ମନ୍ଥନ’। ଏହାର ପ୍ରଚାର ପ୍ରସାର ପାଇଁ...
Archives


