ରାଜ୍ୟ

ସମୟ ଭିତରେ ସବୁ କାମ ସାର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୫।୧(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ବିଭିନ୍ନ ଅଞ୍ଚଳରେ ଟାଉନ୍‌ ପ୍ଲାନିଂ ସ୍କିମ୍‌ ଲୋକପ୍ରିୟତା ଯୋଗୁ ଏଥିରେ ଅଗ୍ରଗତି ପରିଲକ୍ଷିତ ହୋଇଥିବା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ଏକ ସମୀକ୍ଷା ବୈଠକରୁ ଜଣାପଡ଼ିଛି। ବୈଠକରେ…

ବ୍ୟାଘ୍ର କରିଡରରେ ଯୋଡ଼ିହେଲା ନନ୍ଦିନିଆ

ଢେଙ୍କାନାଳ ଅଫିସ, ୫।୧: ସାତକୋଶିଆ ବ୍ୟାଘ୍ର କରିଡ଼ରରେ ଯୋଡ଼ିହୋଇଛି ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ଅନ୍ତର୍ଗତ ନନ୍ଦିନିଆ ସଂରକ୍ଷିତ ଜଙ୍ଗଲ। ଜିଲାର କନ୍ଧରା ଏବଂ ନନ୍ଦିନିଆ ରିଜର୍ଭ ଫରେଷ୍ଟକୁ ଏଥିରେ ସାମିଲ କରାଯିବାକୁ ପ୍ରସ୍ତାବ ଦିଆଯାଇଥିଲା। ତେବେ ନନ୍ଦିନିଆକୁ ସବୁଜ ସଙ୍କେତ…

୬ ସପ୍ତାହ ମଧ୍ୟରେ ବାର୍‌ କାଉନ୍‌ସିଲ ନିର୍ବାଚନ କର: ହାଇକୋର୍ଟ

କଟକ ଅଫିସ,୫ା୧: ରାଜ୍ୟ ବାର କାଉନ୍‌ସିଲ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ କରିବା ସହ ୬ସପ୍ତାହ ମଧ୍ୟରେ ଶେଷ କରିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ ଭୋଟର ତାଲିକା ଅନୁସାରେ ନିର୍ବାଚନ ଆୟୋଜନ କରିବାକୁ ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ନେଇ…

୧୧ହଜାର ପର୍ଯ୍ୟଟକ ବୁଲିଲେ ନନ୍ଦନକାନନ

ବାରଙ୍ଗ,୫ା୧(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ ମଙ୍ଗଳବାର ଠାରୁ ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି। ପର୍ଯ୍ୟଟକମାନେ ପ୍ରାଣୀ ଉଦ୍ୟାନର ବାଘ, ସିଂହ, ଭାଲୁ ଓ ତୃଣଭୋଜି ପ୍ରାଣୀଙ୍କୁ ଦେଖିବାର ମଜା ଉଠାଇଥିଲେ। ବଟାନିକାଲ ଗାର୍ଡେନରେ ବିଭିନ୍ନ କିସମର ଗଛଲତା,…

ଆଜିଠୁ ଦଶମ ସମେଟିଭ-୧

କଟକ ଅଫିସ, ୫ା୧: ଦଶମ ଶ୍ରେଣୀ ସମେଟିଭ ଆସେସ୍‌ମେଣ୍ଟ-୧ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେଉଛି। ଚଳିତବର୍ଷ ୩୦୯୩ କେନ୍ଦ୍ରରେ ମୋଟ୍‌ ୫ ଲକ୍ଷ ୭୬ ହଜାର ୨୨୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ୫ରୁ ୮ ତାରିଖ ପର୍ଯ୍ୟନ୍ତ ୪ ଦିନ…

୧୦ ଦିନରେ ହସ୍ପିଟାଲ ପ୍ରସ୍ତୁତ ରଖ

ଭୁବନେଶ୍ୱର,୫।୧(ବ୍ୟୁରୋ): ଓମିକ୍ରନ୍‌ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ରାଜ୍ୟରେ ମଧ୍ୟ ଏହି ସଂକ୍ରମିତଙ୍କ ସଂଖ୍ୟା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ଏବଂ ବେସରକାରୀ ସମସ୍ତ…

ଓଡ଼ିଶା ସୁପାରିସ: ଝିଅପୁଅଙ୍କ ବିବାହ ବୟସ ୧୮ ବର୍ଷ ରହୁ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଝିଅଙ୍କ ଆଇନଗତ ବିବାହ ବୟସକୁ କେନ୍ଦ୍ର ସରକାର ୧୮ରୁ ୨୧ବର୍ଷକୁ ବୃଦ୍ଧି କରିବା ନେଇ ପ୍ରୋହିବିଶନ ଅଫ୍‌ ଚାଇଲ୍ଡ ମ୍ୟାରେଜ୍‌ ବିଲ୍‌-୨୦୨୧ ଲୋକ ସଭାରେ ୨୦୨୧ ଡିସେମ୍ବର ୨୧ରେ ପାରିତ କରିଥିଲେ। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଓଡ଼ିଶା ରାଜ୍ୟ…

ଗଣବଳାତ୍କାର ମାମଲାରେ ଦୋଷୀଙ୍କ ପାଇଁ ଲଢିବୁନି

ଜୟପୁର,୫ା୧ (ନି.ପ୍ର.): ସ୍ବାମୀ ଓ ପୁଅକୁ ବନ୍ଧୁକ ଦେଖାଇ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିଲା। ଘଟଣାର ୧୦ ଦିନ ପରେ ମଙ୍ଗଳବାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେ ହେଲେ ଜୟପୁର ସଦର ଥାନା ଅଧୀନ କୁସୁମପୁଟର ମୀନ…

ପୋଖରୀରେ କୁମ୍ଭୀର

ମାଲକାନଗିରି,୪ା୧(ଡି.ଏନ.ଏ.): ମାଲକାନଗିରି ଜିଲା ବାଲିମେଳା ବନାଞ୍ଚଳ ଅଧୀନ ଶଦାସିବପୁର ଗାଁ ପୋଖରୀରୁ ୫.୬ ଇଞ୍ଚ ଫୁଟ ଲମ୍ବର ଏକ କୁମ୍ଭୀରକୁ ଗ୍ରାମବାସୀ ଉଦ୍ଧାର କରି ବନବିଭାଗକୁ ହସ୍ତାନ୍ତର କରିଛନ୍ତି। ମଙ୍ଗଳବାର ଗ୍ରାମବାସୀ ପୋଖରୀରେ ମାଛ ଧରୁଥିଲେ। ସେତିକି ବେଳେ ପୋଖରୀରେ ଏକ…

ୟେଲୋ ଜୋନ୍‌କୁ ଫେରିଲା ଖୋର୍ଦ୍ଧା

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ୭ ଶହ ମୁହାଁ ହୋଇଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୨୫ ଜିଲାରୁ ୬୮୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନରୁ ୩୯୭, ସ୍ଥାନୀୟ ସଂକ୍ରମିତ ୨୮୩ଜଣ ରହିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ…

୫ ଲକ୍ଷ ଛାତ୍ରୀଛାତ୍ର ଦେବେ ଦଶମ ସମେଟିଭ୍‌-୧ ପରୀକ୍ଷା

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହେଉଛି ଦଶମ ଶ୍ରେଣୀ ସମେଟିଭ୍‌-୧ ପରୀକ୍ଷା। ୫ରୁ ୮ ତାରିଖ ପର୍ଯ୍ୟନ୍ତ ୪ ଦିନ ଏହି ପରୀକ୍ଷା ଚାଲିବ। ପ୍ରଥମ ୩ ଦିନ ୨ଟି ସିଟିଂ ଥିଓରି ପରୀକ୍ଷା ହେବ। ୮ ତାରିଖ ଦିନ କେବଳ…

୧୦ ଦିନ ମଧ୍ୟରେ ସବୁ କୋଭିଡ୍‌ ହସ୍ପିଟାଲକୁ ପ୍ରସ୍ତୁତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବଢ଼ିବାରେ ଲାଗିଲାଣି କୋଭିଡ୍‌ ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ କୋଭିଡ୍‌ ହସ୍ପିଟାଲକୁ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri