ରାଜ୍ୟ

‘ନବୀନ ଆମ ଭରସା’ ଅଭିଯାନ ଆରମ୍ଭ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ବିଜେଡି ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟ ‘ଆମ ଭରସା ନବୀନ’ ଅଭିଯାନ ଆରମ୍ଭ କରିଛି। ସାମ୍ମୁଖ୍ୟର ତୃଣମୂଳସ୍ତରୀୟ ସଙ୍ଗଠନକୁ ଉପଯୋଗ କରି କରୋନା ମହାମାରୀରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ଅନୁଭୂତିକୁ ଲୋକଲୋଚନକୁ ଆଣିବା ପାଇଁ ଏହି ଅଭିଯାନର ଶୁଭାରମ୍ଭ...

କରୋନାରେ ବାପ, ପୁଅ, ବୋହୂ ଚାଲିଗଲେ

ବାଲିକୁଦା,୩୦ା୫(ସ୍ବ.ପ୍ର.): ଗୋଟିଏ ପରିବାରର ୩ ଜଣଙ୍କ ଜୀବନ ନେଇଛି କରୋନା। ୨ ଦିନ ମଧ୍ୟରେ ବାପ, ପୁଅ ଓ ବୋହୂଙ୍କ ମୃତ୍ୟୁ ଘଟିଛି। ବାଲିକୁଦା ବ୍ଲକ ଅନ୍ତର୍ଗତ ବଡଗଁା ପଞ୍ଚାୟତରେ ଏହି ଘଟଣା ଘଟିଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଶୋକର...

ଶ୍ରୀମନ୍ଦିର ରତ୍ନବେଦି ଫଟୋ ଭାଇରାଲ୍‌

ପୁରୀ ଅଫିସ,୩୦।୫: ପୁରୀରେ କିଛିଦିନର ବ୍ୟବଧାନ ପରେ ଶ୍ରୀମନ୍ଦିରର ଭିତର ଫଟୋ ପୁଣି ଭାଇରାଲ ହୋଇଛି। ଏଥର ଶ୍ରୀମନ୍ଦିରର ଗର୍ଭ ଗୃହ ରତ୍ନତ୍ସିଂହାସନ ଫଟୋ ଭାଇରାଲ ହେବା ନେଇ ଅଭିଯୋଗ ହୋଇଛି। ଖବର ପ୍ରଚାରିତ ହେବା ପରେ ଶ୍ରୀମନ୍ଦିର ପ୍ରଶାସନ...

ସଙ୍କଟରେ ବି ପ୍ରତିଶ୍ରୁତି ଭୁଲିନୁ: ନବୀନ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ସଙ୍କଟର ମୁକାବିଲା କରି ଚାଲିଛନ୍ତି। ଏହାସତ୍ତ୍ୱେ ଲୋକଙ୍କୁ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତିକୁ ଆମେ ଭୁଲିନାହୁଁ। ବିଜେଡି ଶାସନର ପଞ୍ଚମ ପାଳିରେ ୫-ଟି ମୁଖ୍ୟ ଫୋକସ୍‌ ହୋଇଛିି। ପ୍ରତ୍ୟେକ ବିଭାଗ ସେମାନଙ୍କ...

ଚାଇନାରୁ ଭୁବନେଶ୍ୱର ଆସିଲା ଅକ୍ସିଜେନ ସିଲିଣ୍ଡର, ଯାହାକି ଦେଶରେ ପ୍ରଥମ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଚାଇନାରୁ ରବିବାର ଭୁବନେଶ୍ୱରରେ ଆସି ପହଞ୍ଚିଛି ଅକ୍ସିଜେନ ସିଲିଣ୍ଡର। ଏକ ସ୍ବତନ୍ତ୍ର ବିମାନ ଯୋଗେ ଏହି ଅକ୍ସିଜେନ ସିଲିଣ୍ଡର ସିଧାସଳଖ ଭୁବନେଶ୍ୱରରେ ଆସି ପହଞ୍ଚିଛି। ଯାହାକି ଦେଶରେ ପ୍ରଥମ। ଏନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି, ପଶ୍ଚିମ ଓଡ଼ିଶା...

ପାଣ୍ଡରା ଛକକୁ ଯିବ ରସୁଲଗଡ଼ ଫାଣ୍ଡି

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନରେ କାର୍ଯ୍ୟ କରୁଥିବା ରସୁଲଗଡ଼ ଫାଣ୍ଡି ପାଣ୍ଡରା ଛକକୁ ସ୍ଥାନାନ୍ତର ହେବ। ଏଥିପାଇଁ ପାଣ୍ଡରା ଛକରେ ୨ ମହଲା ବିଶିଷ୍ଟ କୋଠାର ନିର୍ମାଣ ସରିଛି। ଜୁନ୍‌ ମାସରେ ଉକ୍ତ କୋଠା ଉଦ୍‌ଘାଟନ ହେବା ସହ ସେହିଠାରେ...

ବିନା କାର୍ଯ୍ୟାନୁଷ୍ଠାନରେ ‘ଅପରେଶନ କ୍ଲିନ୍‌ ଅପ୍‌’

ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ ଚାଲିଛି ଅପରାଧୀଙ୍କ ରାଜ୍‌। ଜେଲ୍‌ର ସେଲ୍‌ ଭିତରୁ ହେଉଛି ଅପରାଧର ବ୍ଲୁ ପ୍ରିଣ୍ଟ୍‌। ବାହାରେ ଫୁଟୁଛି ଗୁଳି,ଗଡୁଛି ମୁଣ୍ଡ। ମୋବାଇଲ୍‌ ଫୋନ୍‌ ମାଧ୍ୟମରେ ଅପରାଧୀମାନେ ଅପରାଧ ନିୟନ୍ତ୍ରଣ କରୁଥିବାବେଳେ ନିଶା ସେବନ କରି...

କରୋନାରେ ଚାଲିଗଲେ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିବଂଗତ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର କରୋନାରେ ଦେହାନ୍ତ ହୋଇଛି। ୬୪ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ନିକଟରେ କରୋନା ସଂକ୍ରମିତ ହୋଇଥିଲେ ପ୍ରଣୟ। ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରର...

ଘରୋଇ ହିଂସାର ଶିକାର ମହିଳା, ଶିଶୁଙ୍କୁ ସହାୟତା ଦେବ ନଂ.୧୮୧

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ଏଣିକି ଘରୋଇ ହିଂସାର ଶିକାର ମହିଳା ଓ ଶିଶୁଙ୍କୁ ସହାୟତା ଦେବ ନଂ.୧୮୧। ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଶନିବାର ଏହି ସ୍ବତନ୍ତ୍ର ନମ୍ବର ଜାରି କରିଛି। ଏହା ୨୪ ଘଣ୍ଟା...

ଲକ୍‌ଡାଉନ ବୃଦ୍ଧି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଲକ୍‌ଡାଉନ୍‌ ଯୋଗୁ ସଂକ୍ରମଣ ଅଧିକ ହେଲା ନାହିଁ। ତେଣୁ ଆଉ କିଛିଦିନ ଲକ୍‌ଡାଉନ୍‌ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ଏ ନେଇ ସ୍ବାସ୍ଥ୍ୟ...

ଆଜି ପୁଣି ୩୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୭୦୦ ଟପିଲା; ମୃତକଙ୍କ ମଧ୍ୟରେ ଅଛନ୍ତି ୧୦ ମହିଳା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ରବିବାର ଆଉ ୩୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ...

୧ରୁ ଉଚ୍ଚଶିକ୍ଷା ବିଭାଗ ଅଧୀନକୁ ଆସିବ ସମସ୍ତ ବିଏଡ୍‌ କଲେଜ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ରାଜ୍ୟରେ ବ୍ୟାଚେଲର ଅଫ୍‌ ଏଜୁକେଶନ(ବିଏଡ୍‌) ପାଠ୍ୟକ୍ରମ ପ୍ରଦାନ କରୁଥିବା ସମସ୍ତ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ଜୁନ୍‌ ୧ରୁ ଉଚ୍ଚଶିକ୍ଷା ବିଭାଗ ଅଧୀନକୁ ଆସିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତିରେ କୁହାଯାଇଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri