ରୋଗୀଙ୍କୁ ଛାଡ଼ି ପଳାଇଲେ
ଢେଙ୍କାନାଳ ଅଫିସ୍/ଭୁବନ(ଡି.ଏନ୍.ଏ.), ୩ା୧: ଗୁରୁତର ରୋଗୀଙ୍କୁ ନେଇ ଆସୁଥିବା ୧୦୮ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଅଟୋରିକ୍ସାକୁ ଧକ୍କା ଦେଲା। ପୋଲିସ କାର୍ଯ୍ୟାନୁଷ୍ଠାନ ଭୟରେ ଗାଡ଼ିରେ ଛଟପଟ ହେଉଥିବା ରୋଗୀଙ୍କୁ ଛାଡ଼ି ଫେରାର ହୋଇଗଲେ ଆମ୍ବୁଲାନ୍ସ ଚାଳକ ଏବଂ ତାଙ୍କ ସହଯୋଗୀ। ଏଭଳି…
ପୌର ନିର୍ବାଚନ: ଓବିସିଙ୍କ ପାଇଁ ରହିବନି ସଂରକ୍ଷଣ
ଭୁବନେଶ୍ୱର,୩ା୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଓ୍ବାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସବୁ ମ୍ୟୁନିସିପାଲ କମିଶନର ଓ ଜିଲାପାଳଙ୍କୁ ଚିଠି ଲେଖି ପୌର ନିର୍ଦ୍ଦେଶକ କହିଛନ୍ତି। ୨୦୧୧ ଜନଗଣନା ଅନୁଯାୟୀ, ୫ ମହାନଗର ନିଗମ…
ଓମିକ୍ରନକୁ ନେଇ ବଢୁଛି ଚିନ୍ତା, ଆଜି ସମୀକ୍ଷା ବୈଠକ
ଭୁବନେଶର,୩।୧(ବ୍ୟୁରୋ): ରାଜ୍ୟରେ ନୂଆ ଭାରିଆଣ୍ଟ ଓମିକ୍ରନ ଏବେ ଚିନ୍ତା ବଢାଇଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ଏ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୋମବାର ସମୀକ୍ଷା ବୈଠକ କରିବେ। ଅପରାହ୍ନ ୧ଟାରେ…
ଖିଚିଂରୁ ଶହେ ପଥରଶିଳ୍ପୀ ପଠାଇଥିଲେ ମୟୂରଭଞ୍ଜ ରାଜା
ଡ. ସୁରେନ୍ଦ୍ର କୁମାର ମିଶ୍ର ଗତ ସଂଖ୍ୟାରେ ଆମେ ପାଞ୍ଚଟି ସ୍ଥାନରୁ ପଥର ଆସିବା କଥା ପୋଥି ଆଧାରରେ ଆଲୋଚନା କରିଥିଲେ। ପଥର ଆସି କୋଣାର୍କଠାରେ ପହଞ୍ଚିବା ପର୍ଯ୍ୟନ୍ତ କିପରି ୫ ପ୍ରକାର ଗୋଷ୍ଠୀ ପ୍ରବଳ ପରିଶ୍ରମ କରି କାର୍ଯ୍ୟକୁ ସଫଳ…
ମା’ କୋଳକୁ ଫେରିଲା ଅପହୃତ ଶିଶୁ
ବରଗଡ଼ ଅଫିସ,୩ା୧: ବରଗଡ଼ ସହର ଉପକଣ୍ଠ ସିମେଣ୍ଟ ନଗରରୁ ରବିବାର ସନ୍ଧ୍ୟାରେ ଅପହୃତ ଶିଶୁ (୯) ବିଳମ୍ବିତ ରାତିରେ ମା’ କୋଳକୁ ଫେରିଛି। ପୁଅକୁ ଦେଖି ପରିବାର ଲୋକେ ଖୁସିରେ କାନ୍ଦି ପକାଇଥିଲେ। ଅନ୍ୟପକ୍ଷରେ ଅପହର୍ତ୍ତାଙ୍କ କୌଣସି ଖୋଜଖବର ମିଳିନାହିଁ। ପୋଲିସ…
ଶ୍ରୀଜିଉଙ୍କୁ ଦର୍ଶନ କଲେ ନୂଆ ଡିଜିପି
ଭୁବନେଶ୍ୱର,୩।୧(ବ୍ୟୁରୋ): ପୋଲିସ ମହା ନିର୍ଦ୍ଦେଶକ ସୁନୀଲ ବଂଶଲ ତାଙ୍କ ସ୍ତ୍ରୀଙ୍କ ସହ ସୋମବାର ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଦର୍ଶନ କରି ବହୁତ ଖୁସି ଥିବା ସେ କହିଛନ୍ତି। ଇଚ୍ଛା ଥିଲା ଜଗନ୍ନାଥଙ୍କ ଦର୍ଶନ କରିବାକୁ, ଆଜି ପୂରା ହେଲା। ରାଜ୍ୟବାସୀଙ୍କ ସୁଖ…
ଆଜିଠୁ ୧୫ରୁ ୧୮ ବର୍ଷ ପିଲାଙ୍କୁ ଟିକାକରଣ: ୮ ପରେ ଦଶମ ପିଲାଙ୍କୁ ଟିକା
ଭୁବନେଶ୍ୱର,୩।୧(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ ୧୫ରୁ ୧୮ ବର୍ଷ ବୟସର ପିଲାମାନଙ୍କ ଟିକାକରଣ ଆରମ୍ଭ ହେବ। ତେବେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଥିବାରୁ ସେମାନଙ୍କ ଟିକାକରଣ ପରେ ହେବ। ୮ ତାରିଖ ପରେ ଦଶମ ଶ୍ରେଣୀ ଓ…
ତିନିଦିନ ପରେ ଖୋଲିଲା ଶ୍ରୀମନ୍ଦିର
ପୁରୀ ଅଫିସ, ୩।୧: ତିନିଦିନ ବ୍ୟବଧାନ ପରେ ସୋମବାର ଶ୍ରୀମନ୍ଦିର ଖୋଲିଛି। ନବବର୍ଷ ଭିଡକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇଥିଲା। ତେବେ ଆଜି ଶ୍ରୀମନ୍ଦିର ଖୋଲିବା ପରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ଭିଡକୁ ଦୃଷ୍ଟିରେ…
ମୃତକଙ୍କ ସାଥୀ ପାଲଟିଛନ୍ତି ମହମ୍ମଦ ନୁହ
କେନ୍ଦ୍ରାପଡ଼ା ଅଫିସ,୩ା୧: କେନ୍ଦ୍ରାପଡ଼ା ସହର ଫକୀରାବାଦ ଗ୍ରାମର ମହମ୍ମଦ ନୁହ। ବୟସ ୬୬। ୧୬ ବର୍ଷ ଧରି ନିଃସ୍ବାର୍ଥପର ଭାବେ ନିଜ ସମ୍ପ୍ରଦାୟ ମୃତକଙ୍କ ସାଥୀ ପାଲଟିଛନ୍ତି। ଗୁସନ ଓ କଫନରେ ସହଯୋଗୀ ହେବା ସହ ମୃତକଙ୍କ ଏକ ରେଜିଷ୍ଟର ପ୍ରସ୍ତୁତ…
ଡିଏମ୍ଏଫ୍ ପାଣ୍ଠି ଆଦାୟରେ ଅନିୟମିତତା
ଯାଜପୁର ଅଫିସ,୩ା୧: ଖଣି ନିଲାମ ପରେ ଭାଟ୍ ଆଦାୟ ବୃଦ୍ଧି ପାଇଛି। ୨୦୧୮-୧୯ରେ ୭୨୯୭.୬୮ କୋଟି, ୨୦୧୯-୨୦ରେ ୭୪୫୭.୫୮ କୋଟି ଏବଂ ୨୦୨୦-୨୧ ଅକ୍ଟୋବର ପର୍ଯ୍ୟନ୍ତ ୭,୭୫୭.୭୦ କୋଟି ଟଙ୍କା ଆଦାୟ ହୋଇଥିବା ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗତ ବିଧାନସଭାର ଏକ…
ଚାଲି ପାରିଲାନି ଯାତ୍ରୀବାହୀ ଟ୍ରେନ୍
ଚଣ୍ଡିଖୋଲ,(ଡି.ଏନ୍.ଏ.)/ ଭୁବନେଶ୍ୱର, (ବ୍ୟୁରୋ) ୩ା୧: ହରିଦାସପୁର-ପାରାଦୀପ ରେଳପଥ ନିର୍ମାଣ କାର୍ଯ୍ୟ ୨୦୨୦ ମାର୍ଚ୍ଚରୁ ଶେଷ କରାଯାଇ ପୂର୍ବତଟ ରେଳପଥକୁ ହସ୍ତାନ୍ତର କରାଯାଇଛି। ଏହାପରେ ବିଭାଗ ପକ୍ଷରୁ ଟ୍ରାକ୍ ଯାଞ୍ଚ କରାଯାଇ ୨୦୨୦ ଜୁଲାଇ ୩୦ରୁ ଏହି ରେଳପଥରେ ରେଳଯାତ୍ରା ଆରମ୍ଭ ହୋଇଛି।…
ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୪୨୪ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩ା୧(ବ୍ୟୁରୋ): ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ୪୨୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୫,୯୮୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି।…
Archives


