ଶାଗମାଛ ଦରରେ ଜମି କିଣିବାକୁ ମସୁଧା
ଯାଜପୁର ଅଫିସ,୩ା୧: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀର ବାମ ଓ ଡାହାଣ ପାର୍ଶ୍ୱ ସପ୍ତମାତୃକା ମନ୍ଦିର ନିକଟରେ ୨ଟି ଆନିକଟ (ବ୍ୟାରେଜ) ନିର୍ମାଣାଧୀନ ରହିଛି। ଏଥିପାଇଁ ୨୩୬.୬୩ କୋଟି ଟଙ୍କାର ପ୍ରଶାସନିକ ମଞ୍ଜୁରୀ ମିଳିସାରିଛି। ରାଜ୍ୟ ଜଳ ସମ୍ପଦ…
ଘରୁ ନେଇଗଲେ ୪୦ ଭରି ସୁନା
ବ୍ରହ୍ମପୁର ଅଫିସ,୨ା୧: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଲୋଚାପଡ଼ା ବ୍ରଜନଗର ତୃତୀୟ ଲାଇନ୍ରେ ରହୁଥିବା ଜଣେ ଅବସରପ୍ରାପ୍ତ ଶିକ୍ଷକ ଦମ୍ପତିଙ୍କ ଘରୁ ଚୋରି ହୋଇଛି। ଚୋରମାନେ ୪୦ଭରି ସୁନାଗହଣା, ୧୫ ହଜାର ଟଙ୍କାର ରୁପା ସାମଗ୍ରୀ ଓ ୧୦ ହଜାର ନଗଦ…
୧୦ ଲକ୍ଷ ନ ଦେଲେ ପୁଅ କଥା ଭୁଲିଯାଅ
ବରଗଡ଼ ଅଫିସ୍,୨।୧: ବରଗଡ଼ ସହର ଉପକଣ୍ଠ ସିମେଣ୍ଟ ନଗରରୁ ରବିବାର ସନ୍ଧ୍ୟାରେ ଜଣେ ଶିଶୁପୁତ୍ର(୫ବର୍ଷ)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଶିଶୁଟି ଖେଳୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଉଠାଇ ନେଇଥିବା ଜଣାପଡିଛି। ତେବେ ଅପହୃତ ଶିଶୁ ବରଗଡ଼ ସିମେଣ୍ଟ କାରଖାନାରେ…
ପିଇବା ପାଣି ପାଇଁ ମୋବାଇଲ ଟାୱାର ଉପରେ ଚଢ଼ିଲେ ଯୁବକ
ନୂଆପଡ଼ା ଅଫିସ୍, ୨।୧: ନୂଆପଡ଼ା ଜିଲା ଖଡ଼ିଆଳ ଥାନା ଘରଧରା ଗ୍ରାମରେ ପିଇବା ପାଣି ସମସ୍ୟା ଦେଖାଦେଇଥିବାରୁ ଜଣେ ଯୁବକ ରବିବାର ମୋବାଇଲ ଟାୱାର ଉପରେ ଚଢ଼ି ପ୍ରତିବାଦ କରିଛନ୍ତି। ଗ୍ରାମରେ ୩ଟି ନଳକୂପ ରହିଛି। ୨ଟିରୁ ଫ୍ଲୋରାଇଡ୍ ଯୁକ୍ତ ପାଣି…
୨୩ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରେ ୧୨ ଜଣଙ୍କ ନାହିଁ ବିଦେଶ ଲିଙ୍କ୍
ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ ‘ଓମିକ୍ରନ’ କାୟାବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ ଦିନକରେ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ ପହଞ୍ଚତ୍ଛି। ଏ ନେଇ ରବିବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍ଏସ୍) ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ…
ବ୍ୟାଗ ଭିତରୁ ମିଳିଲା ନବଜାତ ଶିଶୁପୁତ୍ର
ଚମ୍ପୁଆ,୨।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ସଶାଙ୍ଗ ଗ୍ରାମ ନିକଟରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ରାସ୍ତକଡ଼ରେ ଏକ ନବଜାତ କାନ୍ଦୁଥିବା ସ୍ଥାନୀୟ ଲୋକେ ଶୁଣିବାକୁ ପାଇଥିଲେ। ଘଟଣାସ୍ଥଳକୁ ଯାଇ ଦେଖିବାରୁ ବ୍ୟାଗ ଭିତରେ ଏକ…
ବଢ଼ିବାରେ ଲାଗିଛି କୋଭିଡ୍ ପଜିଟିଭ୍ ହାର; ଆଜି କେନ୍ଦୁଝରରୁ ସର୍ବାଧିକ
ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ କୋଭିଡ୍ ପଜିଟିଭ୍ ହାର ଧିରେ ଧିରେ ବଢ଼ିବାରେ ଲାଗିଛି। ରବିିବାର ଚିହ୍ନଟ ହୋଇଥିବା ୨୩ ଓମିକ୍ରନ ସଂକ୍ରମିତଙ୍କ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ରଙ୍କ ସୂଚନାନୁଯାୟୀ, ଚିହ୍ନଟ ୨୩ ଆକ୍ରାନ୍ତଙ୍କ…
ଆଇଏଏସ୍ସ୍ତରରେ ବଡ଼ ଧରଣର ଅଦଳବଦଳ; ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ
ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ ଆଇଏଏସ୍ ସ୍ତରରେ ରବିବାର ବଡ଼ ଧରଣର ଅଦଳବଦଳ ହୋଇଛି। ଆଇଏଏସ୍ ରାଜ କୁମାର ଶର୍ମାଙ୍କୁ ଅତିରିକ୍ତ ମୁଖ୍ୟ ସ୍ବାସ୍ଥ୍ୟ ସଚିବ ଦାୟିତ୍ୱ ମିଳିଥିବା ବେଳେ ଆଇଏଏସ୍ ସଞ୍ଜୀବ ଚୋପ୍ରାଙ୍କୁ କୃଷି ଉତ୍ପାଦନ କମିଶନର ଦାୟିତ୍ୱ ମିଳିଛି। ଆଇଏଏସ୍ ବିଷ୍ଣୁପଦ…
ପ୍ରବଳ ଶୀତରେ ଥରିବ ୫ ଜିଲା
ଭୁବନେଶ୍ୱର,୨।୧(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ପାଗ ଶୁଖିଲା ରହିଛି । ଅନୁଗୋଳ, ଭବାନୀପାଟଣା, ଫୁଲବାଣୀ, ଟିଟିଲାଗଡ଼, ପାରଳାଖେମୁଣ୍ଡି ଆଦି ଅଞ୍ଚଳରେ ଭୋର୍ ସମୟରେ ଘନ କୁହୁଡ଼ି ଦେଖାଯାଉଛି। ରବିବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ଆଗାମୀ…
ରାଜ୍ୟରୁ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨ା୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍ (ଆଇଏଲଏସ) ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ଏହି…
ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୬୩କୁ ବୃଦ୍ଧି ପାଇଛି। ମୃତକ ଖୋର୍ଦ୍ଧା ଜିଲାର। ତେବେ ଆଜି ରାଜ୍ୟରେ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଜମୁଛି ଶିଶିର ସରସ ମେଳା
ଭୁବନେଶ୍ୱର,୨।୧(ବ୍ୟୁରୋ): ଗତ ୨ ବର୍ଷ ଧରି ବନ୍ଦ ରହିଥିବା ଜାତୀୟସ୍ତରୀୟ ଶିଶିର ସରସ ମେଳା ପୁଣି ଲୋକଙ୍କ ନିକଟକୁ ଫେରିଛି। ଏଥର ଏହା ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହୋଇଛି। ଚଳିତ ମାସ ୨୭ ତାରିଖରୁ ଆରମ୍ଭ ହୋଇଥିବା ଏହି ମେଳା…
Archives


