ସହାୟତା ରାଶି ରିଲିଫ୍, ପୁନରୁଦ୍ଧାର କାର୍ଯ୍ୟରେ ସହାୟକ ହେବ: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍’ର ପରବର୍ତ୍ତି ସ୍ଥିତି ଏବଂ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଥିଲେ। ପରେ ଆକାଶମାର୍ଗରୁ ବତ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ୫୦୦ କୋଟି ଟଙ୍କା...
ୟାସ୍ ସହାୟତା : ଓଡ଼ିଶା ପାଇଁ ୫୦୦ କୋଟି
ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍’ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋଟ ୧ ହଜାର କୋଟି ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ସେଥିରୁ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ଘୋଷଣା କରାଯାଇଥିବା ବେଳେ ବାକି ୫୦୦ କୋଟି ଟଙ୍କା...
ବାତ୍ୟା ପାଇଁ ତୁରନ୍ତ ଆର୍ଥିକ ସହାୟତା ମାଗିଲେ ନାହିଁ ରାଜ୍ୟ ସରକାର; ଏବେ ଟୁଇଟ୍ କରି କାରଣ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍’ଜନିତ କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ତୁରନ୍ତ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ଏଥିରେ ଦାବି କରାଯାଇ ନ ଥିଲା।...
ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ବାତ୍ୟା ମୁକାବିଲା ପାଇଁ ୨ ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କରିଥିବା ନେଇ...
ସପ୍ତାହେ ପାଇଁ ଘୁଞ୍ଚିଲା ରାଜ୍ୟ ସରକାରଙ୍କ କରୋନା ଟିକା ଟେଣ୍ଡର ପ୍ରକ୍ରିୟା
ଭୁବନେଶ୍ୱର,୨୮।୫(ବ୍ୟୁରୋ): କରୋନା ଟିକା କିଣିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ଲୋବାଲ ଟେଣ୍ଡର ଆହ୍ବାନ କରାଯାଇଥିଲା। ଏବେ ଏହି ପ୍ରକ୍ରିୟାକୁ ଗୋଟିଏ ସପ୍ତାହ ପାଇଁ ଅର୍ଥାତ ଜୁନ୍ ୪ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଦେଶରେ ଉତ୍ପାଦନ ହେଉଥିବା ଟିକା କୋଭାକ୍ସିନ...
ପହଞ୍ଚିଲେ ପ୍ରଧାନମନ୍ତ୍ରୀ: ସମୀକ୍ଷା ବୈଠକ ପରେ ଆକାଶମାର୍ଗରୁ ଦେଖିବେ ବାତ୍ୟାଞ୍ଚଳ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ସ୍ବାଗତ...
ମିଳିପାରୁନି ସ୍ଲଟ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କୋଭିଡ୍ ଟିକାକରଣକୁ ନେଇ ବିଭିନ୍ନ ସମୟରେ ନାନା ଅଭିଯୋଗ ହେଉଛି। କେତେବେଳେ ଟୋକନ୍ ବଣ୍ଟାକୁ ନେଇ ତ ଆଉ କେତେବେଳେ ଗାଡ଼ିରେ ଟିକାକରଣ (ଡ୍ରାଇଭ୍ ଇନ୍ ଭାକ୍ସିନେଶନ)କୁ ନେଇ ଚର୍ଚ୍ଚାକୁ ଆସିଛି ଭୁବନେଶ୍ୱର ମହାନଗର ନିଗମ...
ଠକ କମ୍ପ୍ୟୁଟର ସଂସ୍ଥା ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୮।୫: ସାରା ରାଜ୍ୟରେ ଛତୁ ଫୁଟିଲା ପରି କମ୍ପ୍ୟୁଟର ପାଠ୍ୟକ୍ରମ ପ୍ରଦାନ କରୁଥିବା ସଂସ୍ଥା ଖୋଲିଛି। ଏହିସବୁ ସଂସ୍ଥା କେତେକ ଏନ୍ଜିଓ ଓ ଅଣ ଅନୁମୋଦିତ ଶିକ୍ଷାନୁଷ୍ଠାନ କେବଳ ସୋସାଇଟି ରେଜିଷ୍ଟ୍ରେଶନ ଆକ୍ଟ ୧୮୬୦ରେ ପଞ୍ଜୀକୃତ ହୋଇ ବେଆଇନ ଭାବେ...
ଥମୁନି ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୩ ଜୀବନ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୩୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୬୫୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ...
ରାଜ୍ୟରେ ଆଜି ୭,୨୧୬ ସଂକ୍ରମିତ ଚିହ୍ନଟ: କଟକରୁ ସର୍ବାଧିକ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ ଦୁଇଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୦୪୧ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି...
୭ ଦିନରେ କ୍ଷତି ଆକଳନ ନିର୍ଦ୍ଦେଶ
ଭୁବନେଶ୍ୱର,୨୮ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ସନ୍ଧ୍ୟାରେ ଭିଡିଓ କନ୍ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀ, ଜିଲାପାଳମାନଙ୍କ ସହ ବାତ୍ୟା ‘ୟାସ୍’ ପରବର୍ତ୍ତୀ ପୁନର୍ଗଠନ ଓ...
୫୦ ବର୍ଷରେ ଭାରତରେ ୧୧୭ ବାତ୍ୟା: ଓଡ଼ିଶାରେ ବିଧ୍ୱଂସକ ଥିଲା ୧୯୭୧
ନୂଆଦିଲ୍ଲୀ,୨୮/୫: ୧୯୭୦ରୁ ୨୦୧୯ ମଧ୍ୟରେ ଭାରତ ୧୧୭ ବାତ୍ୟାର ସମ୍ମୁଖୀନ ହୋଇଛି। ଏହି ୫୦ ବର୍ଷ ମଧ୍ୟରେ ସାମୁଦ୍ରିକ ଝଡ଼ ଓ ବାତ୍ୟାରେ ୪୦,୦୦୦ ଲୋକଙ୍କ ଜୀବନ ଯାଇଛି। ସାମୁଦ୍ରିକ ଝଡ଼ ଯୋଗୁ ମୃତ୍ୟୁହାର ବିଗତ ୧୦ ବର୍ଷରେ ବହୁଳ...
Archives


