୧୫ଦିନ ସୁଯୋଗ ଦେଲା ବିଏମ୍ସି
ଭୁବନେଶ୍ୱର,୧।୧(ବ୍ୟୁରୋ): ଅନଧିକୃତ ନିର୍ମାଣକୁ ନିୟମିତ କରାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଯୋଜନା ଅଧୀନରେ ଆସିଥିବା ଦରଖାସ୍ତଗୁଡ଼ିକରେ ଯେଉଁସବୁ ଆବଶ୍ୟକ ନଥିର ଅଭାବ ରହିଛି ସେହି ବାବଦରେ ବହୁ ପୂର୍ବରୁ ମହାନଗର ନିଗମ…
‘ଲୋକଙ୍କ ସେବା, ସୁରକ୍ଷାକୁ ପ୍ରାଥମିକତା’
କଟକ ଅଫିସ,୧ା୧: ଓଡ଼ିିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ୧୯୮୭ ବ୍ୟାଚ୍ର ଆଇପିଏସ୍ ଅଫିସର ସୁନୀଲ କୁମାର ବଂଶଲ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ ଅବସରରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ପୂର୍ବତନ…
ରୌପ୍ୟ ପଦକ ଜିତିଲେ ପ୍ରମିଳା କିସାନୀ
ବୁଗୁଡ଼ା,୧ା୧(ଡି.ଏନ.ଏ.): ଆନ୍ଧ୍ର ପ୍ରଦେଶର ଆଚାର୍ଯ୍ୟ ନାଗାର୍ଜୁନ ବିଶ୍ୱବିଦ୍ୟାଳୟଠାରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗଞ୍ଜାମ ଜିଲା ବୁଗୁଡ଼ା ପିପୁଲସ୍ କଲେଜ ଛାତ୍ରୀ ପ୍ରମିଳା କିସାନୀ ରୌପ୍ୟ ପଦକ ଜିତି ଓଡ଼ିଶାର ନାମ ଉଜ୍ଜ୍ୱଳ କରିଛନ୍ତି। ଡିସେମ୍ବର ୨୭ରୁ ୩୦…
ଭୁଲ୍ ସତ୍ୟପାଠ ଦାଖଲ କଲେ ଜେଲ
ଭୁବନେଶ୍ୱର,୧ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନରେ ସଂଶୋଧନ ପାଇଁ ୩ଟି ଅଧ୍ୟାଦେଶକୁ ଅନୁମୋଦନ କରାଯାଇଛି। ଓଡ଼ିଶା ଗ୍ରାମପଞ୍ଚାୟତ ଅଧିନିୟମ-୧୯୬୪, ଓଡ଼ିଶା ପଞ୍ଚାୟତ ସମିତି ଅଧିନିୟମ-୧୯୫୯ ଏବଂ ଓଡ଼ିଶା ଜିଲା ପରିଷଦ ଅଧିନିୟମ-୧୯୯୧ରେ…
ପିଲାଙ୍କୁ ଟିକା: ଆଜିଠୁ ପଞ୍ଜୀକରଣ
ଭୁବନେଶ୍ୱର, ୧।୧(ବ୍ୟୁରୋ): ଆସନ୍ତା ୩ ତାରିଖରୁ ରାଜ୍ୟରେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ ଟିକା ଦିଆଯିବ। ଏଥିପାଇଁ ଶନିବାରଠାରୁ ପଞ୍ଜିକରଣ ଆରମ୍ଭ ହେବ। ୨୦୦୭ କିମ୍ବା ତା’ ପୂର୍ବରୁ ଯେଉଁ ପିଲା ଜନ୍ମ ହେଇଛନ୍ତି ସେମାନେ କୋଭାକ୍ସିନ ଟିକା ନେବା…
ପାନୀୟ ଜଳ ଯୋଗାଣ ଅବ୍ୟବସ୍ଥା ନେଇ ଅସନ୍ତୋଷ
କଳିଙ୍ଗନଗର,୧ା୧(ଡି.ଏନ.ଏ.): ଦାନଗଦି ପଞ୍ଚାୟତ ସମିତିର ୧୦ମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମିତି ଅଧ୍ୟକ୍ଷା ଲୋପାମୁଦ୍ରା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ବିଭାଗରେ ଦେଖା ଦେଇଥିବା ଅବ୍ୟବସ୍ଥାକୁ ନେଇ ପଞ୍ଚାୟତ ଜନପ୍ରତିନିଧି ଅସନ୍ତୋଷ ପ୍ରକାଶ କରିଥିଲେ। ଗ୍ରାମ୍ୟ ପାନୀୟ ଜଳଯୋଗାଣ…
‘ପ୍ରଥମେ ପଛୁଆ ବର୍ଗଙ୍କୁ ସଂରକ୍ଷଣ, ପରେ ନିର୍ବାଚନ କର’
ଭୁବନେଶ୍ୱର,୧।୧(ବ୍ୟୁରୋ): ଆଗାମୀ ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ ସଂରକ୍ଷଣ ଦାବିକୁ ଦୋହରାଇଛି କଂଗ୍ରେସ। ଶୁକ୍ରବାର ପ୍ରଦେଶ କଂଗ୍ରେସ କମିଟିର ୩ଜଣିଆ ପ୍ରତିନିଧି ଦଳ ଲୋକସେବା ଭବନକୁ ଯାଇ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଭେଟି ଏନେଇ ଆଲୋଚନା…
ସାଙ୍ଗ ପାଇଁ ଦେଲେ ଜୀବନ
ଆନନ୍ଦପୁର,୩୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଢିଙ୍କିଆ ଗ୍ରାମର ଜଣେ ଯୁବକ ଶୁକ୍ରବାର ସାଙ୍ଗଙ୍କୁ ଉଦ୍ଧାର କରିବାକୁ ଯାଇ ରେମାଳ ଡ୍ୟାମ୍ରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ ଗ୍ରାମର କାଳନ୍ଦୀ ସାହୁଙ୍କ ପୁଅ ସୁବ୍ରତ(୨୧)। ସୂଚନା ଅନୁଯାୟୀ, ସୁବ୍ରତ…
ବର୍ଷ ଆରମ୍ଭରୁ ପିଲାଙ୍କ ପଞ୍ଜିକରଣ
ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩ ତାରିଖରୁ ୧୫ରୁ ୧୮ ବର୍ଷର ପିଲାଙ୍କୁ ଟିକା ଦିଆଯିବ। ଏଥିପାଇଁ ଶନିବାରଠାରୁ ପଞ୍ଜିକରଣ ଆରମ୍ଭ ହେବ। ୨୦୦୭ କିମ୍ବା ତା’ ପୂର୍ବରୁ ଯେଉଁ ପିଲା ଜନ୍ମ ହୋଇଛନ୍ତି ସେମାନେ ଟିକା ନେବା ପାଇଁ ଯୋଗ୍ୟ।…
ସରକାରୀ ଅଫିସରେ ଗହଳି ମନା
ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ଭିଡ଼କୁ ନିୟନ୍ତ୍ରଣ କରି ସଂକ୍ରମଣ ରୋକିବା ନେଇ କଟକଣାକୁ କଡ଼ାକଡ଼ି କରାଯାଉଛି। ସରକାରୀ ଅଫିସରେ ମଧ୍ୟ ରାଜ୍ୟ ସରକାର ନୂଆବର୍ଷ କଟକଣା ଲଗାଇଛନ୍ତି। କଟକଣା ଅନୁସାରେ, ନୂଆବର୍ଷରେ ସରକାରୀ ଅଫିସରେ ଏକାଧିକ ଲୋକ…
ରାଜ୍ୟରେ ୫ କୋଟି ଟପିଲା ଟିକାକରଣ
ଭୁବନେଶ୍ୱର, ୩୧।୧୨(ବ୍ୟୁରୋ)- ଟିକାକରଣ କ୍ଷେତ୍ରରେ ଓଡ଼ିଶାକୁ ଆଉ ଏକ ସଫଳତା ମିଳିଛି। ରାଜ୍ୟରେ ଟିକାକରଣ ୫ କୋଟି ଡୋଜ୍ ଟପିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ଶୁକ୍ରବାର ଏହି ସୂଚନା ଦିଆଯାଇଛି। ଏହି ସଫଳତା…
ଦାୟିତ୍ୱ ଗ୍ରହଣ କଲେ ନୂଆ ଡିଜିପି ସୁନୀଲ ବଂଶଲ
କଟକ ଅଫିସ,୩୧।୧୨: ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଫିସର ସୁନୀଲ ବଂଶଲ। ଡିଜିପି ଅଭୟଙ୍କ ଅବସର ପରେ ତାଙ୍କ ସ୍ଥାନରେ ସେ ନୂଆ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶୁକ୍ରବାର କଟକସ୍ଥିତ ପୋଲିସ ମୁଖ୍ୟାଳୟରେ…
Archives


